Home Left

ଜେଲରୁ ବାହାରିବାର ୭ଦିନ ପରେ କେମିତି ମୁଖ୍ୟମନ୍ତ୍ରୀ ହେଲେ ହେମନ୍ତ ସୋରେନ, ଜାଣନ୍ତୁ…

ରାଞ୍ଚି,୪।୭: ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା-କଂଗ୍ରେସ-ଆରଜେଡି ମିଳିତ ମଞ୍ଚର ନୂତନ ନେତା ହେମନ୍ତ ସୋରେନ ପୁଣି ଥରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ହେମନ୍ତ ସୋରେନ ତୃତୀୟ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି।…

ମହିଳାଙ୍କୁ ଆକ୍ରମଣ କରି ଟଙ୍କା, ଅଳଙ୍କାର ଲୁଟ କରିବା ପଡ଼ିଲା ମହଙ୍ଗା

ରାଇକିଆ,୪।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନା ଗେଦିଙ୍ଗିଆ ଗ୍ରାମ ନିକଟ ଜଙ୍ଗଲ ରାସ୍ତାରୁ ଜଣେ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ ଓ ଆକ୍ରମଣ ଘଟଣାରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଲୁଟ୍‌ର ଶିକାର ହୋଇଥିବା ମହିଳା ଜଣଙ୍କ ହେଲେ…

ମେରାଇନ ଡ୍ରାଇଭ ହେଲା ଜନ ସମୁଦ୍ର ପ୍ରଶଂସକ କହିଲେ, ରୋହିତ ଶର୍ମା ଡାକିଲେ, ଆଉ ଆମେ ଆସିଗଲୁ…

ମୁମ୍ବାଇ,୪।୭: ‘ଆମେ ଆପଣଙ୍କ ସହିତ ଏହି ମୁହୂର୍ତ୍ତକୁ ଉପଭୋଗ କରିବାକୁ ଚାହୁଁଛୁ, ତେଣୁ ମେରାଇନ ଡ୍ରାଇଭକୁ ଆସନ୍ତୁ …’। ବିଶ୍ୱ ବିଜୟ ପରେ ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା କେବଳ ଏହି ବାର୍ତ୍ତା ଦେଇଛନ୍ତି। ଏବଂ ଯେତେବେଳେ ସେ ସ୍ବଦେଶ…

ମୋଦିଙ୍କ ଗଡ଼ ଗୁଜରାଟ ଯିବେ ରାହୁଲ

ନୂଆଦିଲ୍ଲୀ,୪।୭: ଲୋକ ସଭାରେ ବିରୋଧୀ ଦଳର ନେତା ତଥା ଉତ୍ତରପ୍ରଦେଶ ରାଏବରେଲିର ଏମପି ରାହୁଲ ଗାନ୍ଧୀ ଶନିବାର (୬ ଜୁଲାଇ)ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗଡ଼ ଗୁଜୁରାଟ ପରିଦର୍ଶନ କରିବାକୁ ଯାଉଛନ୍ତି। ନିକଟରେ ସଂସଦ ଅଧିବେଶନରେ ରାହୁଲ ଗାନ୍ଧୀ ଗୃହରେ ପ୍ରଧାନମନ୍ତ୍ରୀ…

ହାଥରସ ଦଳାଚକଟା: ମୁଖ୍ୟ ଅଭିଯୁକ୍ତଙ୍କୁ ଧରାଇଦେଲେ ୧ ଲକ୍ଷ

ହାଥରସ,୭।୪: ଉତ୍ତରପ୍ରଦେଶ ହାଥରସରେ ଦଳାଚକଟା ମାମଲାର ୭୨ ଘଣ୍ଟା ପରେ ପୋଲିସ ୬ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ସମସ୍ତ ୬ଜଣ ଆୟୋଜକ ବୋଲି ଜଣାପଡିଛି। ଏଯାଏଁ ଭୋଲେ ବାବାଙ୍କ ପତ୍ତା ମିଳୁ ନ ଥିବା ବେଳେ ମୁଖ୍ୟ ଆୟୋଜକ…

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର,୪ା୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ…

ଏଲନ ମସ୍କଙ୍କ ଗସ୍ତ ବାତିଲ ପରେ ଭାରତରେ ନିବେଶ କରିବାକୁ ଚାହୁଁନାହିଁ ଟେସଲା: ରିପୋର୍ଟ

ନୂଆଦିଲ୍ଲୀ,୪ା୭: ବ୍ଲୁମବର୍ଗର ରିପୋର୍ଟ ଅନୁଯାୟୀ ଏଲନ ମସ୍କଙ୍କ କମ୍ପାନୀ ଟେସଲା ପୁଣିଥରେ ଭାରତରେ ନିବେଶ ପାଇଁ ଯୋଜନାକୁ ସ୍ଥଗିତ ରଖିଛି। ମସ୍କ ଏପ୍ରିଲ ଶେଷରେ ଭାରତ ଗସ୍ତକୁ ବାତିଲ କରିବା ପରେ ଏହି ଖବର ଆସିଛି। ମସ୍କ ତାଙ୍କର ଗସ୍ତ ସମୟରେ…

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୪।୭: ସିଏମଓରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ପଠାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏହି ୪ ଅଫିସର ସିଏମଓରେ କାର୍ଯ୍ୟରତ ଥିଲେ। ସେମାନେ ହେଲେ ଲାଲା ମନୋଜ କୁମାର ରାୟ, ରବୀନ୍ଦ୍ର କୁମାର ସେଠୀ, ଶୁଭ୍ରାଂଶୁ ମିଶ୍ର…

ପ୍ରସବ ପରେ ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଭଙ୍ଗାରୁଜା

ଭଦ୍ରକ, ୪।୭: ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲରେ ଗୁରୁବାର ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ମିଳିଥିବା ସୂଚନା ମୁତାବକ, ମହିଳାଙ୍କ ପ୍ରସବ ବେଦନା ହେବାରୁ ପରିବାର…

ବିଶ୍ୱ ବିଜୟୀ ଦଳକୁ ସ୍ବାଗତ କରିବା ପାଇଁ ମୁମ୍ବାଇରେ ଜନସମୁଦ୍ର

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ଭାରତୀୟ ଦଳ ଦିଲ୍ଲୀରୁ ବାହାରି ମୁମ୍ବାଇରେ ପହଞ୍ଚିଛନ୍ତି। ଅପରାହ୍ନ ପ୍ରାୟ ୫.୨୮ ସମୟରେ ଭାରତୀୟ ଦଳର ବିମାନ ମୁମ୍ବାଇ ବିମାନ ବନ୍ଦରରେ ଅବତରଣ କରିଛି। ବିମାନବନ୍ଦରରେ ଅବତରଣ କରିବା ପରେ ଟିମ ଇଣ୍ଡିଆକୁ…

ବିବାହ ବାର୍ଷିକୀରେ ଭିନ୍ନ ଅନ୍ଦାଜରେ ନଜର ଆସିଲେ ଧୋନି

ନୂଆଦିୀ,୪।୭: ଦେଶକୁ ପ୍ରଥମ ଟି -୨୦ ବିଶ୍ୱକପ ଦେଇଥିବା କ୍ୟାପଟେନ ମହେନ୍ଦ୍ର ସିଂ ଧୋନି ସବୁବେଳେ ଖବରରେ ରହିଥାନ୍ତି। ସେ ଖେଳନ୍ତୁ ଅବା ନ ଖେଳନ୍ତୁ, କିଛି ନା କିଛି କାରଣକୁ ନେଇ ସେ ଚର୍ଚ୍ଚାକୁ ଆସିଥାଆନ୍ତି। ଏବେ ସେ ଚର୍ଚ୍ଚାରେ,…

ନିଖୋଜର ୫ ଦିନ ପରେ ପାହାଡ଼ରୁ ୩ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାଲେଶ୍ଵର ଅଫିସ (ମାନସ ବିଶ୍ୱାଳ)୪।୭: ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ ଧରି ନିଖୋଜ ଥିବା ୩ ଜଣ ଆଦିବାସୀଙ୍କର ମୃତ ଶରୀର ଗୁରୁବାର ବଡ଼ପୋଖରୀ ନିକଟସ୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri