Home Left

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ ପଛୁଆ ହୋଇଥିବା ଅନେକ ଦେଶଠାରୁ ଏହା ପଛରେ ରହିଛି। ଏକ ପ୍ରଗତିଶୀଳ ଦେଶ…

ରହସ୍ୟଘେରରେ ନିଖୋଜ ଶିଶୁ

ସଭ୍ୟତାର କ୍ରମବିକାଶ ସହ ତାଳ ଦେଇ ଅନେକ ଅରୁଚିକର ଘଟଣା ପ୍ରତ୍ୟହ ସଂଘଟିତ ହୋଇ ଆମ ସଂସ୍କୃତି, ଐତିହ୍ୟ ଓ ଉଚ୍ଚ ପରମ୍ପରା ପ୍ରତି ଆହ୍ବାନ ସୃଷ୍ଟି କରୁଛି। ମାନବ ସମାଜ ପାଇଁ ଅନେକ କଲ୍ୟାଣକାରୀ ଘଟଣା ଯଥା କିଶୋର କିଶୋରୀଙ୍କର…

କଥା ଓ କାମରେ ପ୍ରଭେଦ

ହିନ୍ଦୁତ୍ୱବାଦୀ ଚିନ୍ତାଧାରାରେ ଥିବା ଭାରତ ସମ୍ପୂର୍ଣ୍ଣ ଭାବେ ଏକ ସମ୍ପ୍ରଦାୟଭିତ୍ତିକ ରାଷ୍ଟ୍ର ନୁହେଁ ବୋଲି ମୁଁ ପୂର୍ବରୁ ଲେଖିଛି। ମୋ ଯୁକ୍ତି ହେଉଛି, ୨୦୦୮ ପୂର୍ବରୁ ନେପାଳ ଏକ ପୂର୍ଣ୍ଣାଙ୍ଗ ହିନ୍ଦୁ ରାଷ୍ଟ୍ର ହୋଇପାରି ନ ଥିଲା। କାରଣ, ସ୍ମୃତି ଶାସ୍ତ୍ରରେ…

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ

ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ ମିଳିଥିଲା। ଅଗ୍ନିଶମ ବାହିନୀ, ବନ ବିଭାଗ, ଏସଏଫଏଫ ଟିମ ଏବଂ ସ୍ଥାନୀୟ ଲୋକଙ୍କ…

ଚଳଚ୍ଚିତ୍ର ନିର୍ଦ୍ଦେଶକ ସଞ୍ଜୟ ଗୁପ୍ତାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୧୧: ‘କାଣ୍ଟେ’, ‘ସୁଟ୍‌ଆଉଟ ଆଟ୍‌ ଲୋଖଣ୍ଡୱାଲା’ ଏବଂ ‘କାବିଲ’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ପାଇଁ ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଗୁପ୍ତାଙ୍କର ୫୯ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଶୁକ୍ରବାର ରାତିରେ ଗାଧୁଆଘରେ ପଡ଼ିଯାଇଥିଲେ ଏବଂ ତାଙ୍କ ମୁଣ୍ଡରେ…

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରି ଫେରିଛନ୍ତି। ସେ ବନ୍ୟାରେ ପ୍ରଭାବିତ ହୋଇଥିବା…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ ଶନିବାର ଗଞ୍ଜାମ ଜିଲାର ବିଭିନ୍ନ ବନ୍ୟାପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛି।…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ ଧୋଇ ହୋଇଯାଇଛି। ଫଳରେ ଜୀବନକୁ ବାଜି ଲଗାଇ ଯାତାୟାତ କରୁଛନ୍ତି ମୋହନା ନିକଟସ୍ଥ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ନଭେମ୍ବର ୩ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧ ତାରିଖ ରବିବାର ଦିନ ସମସ୍ତ ସରକାରୀ କାର୍ଯ୍ୟାଳୟର କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି।…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ଅଧୀନ କଳିଙ୍ଗନଗର ଛକ ନିକଟରେ ଥିବା ଏକ ପରିତ୍ୟକ୍ତ ଆଜବେଷ୍ଟସ…

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର ଜେଲରୁ ମୁକୁଳିବା ମାତ୍ରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?