ଦିନେ ପର୍ଯ୍ୟଟନ କ୍ଷେତ୍ରର କରିଥିଲେ ବିକାଶ, ଆଜି ପର୍ଯ୍ୟଟକ ଭାବେ ଦାରିଙ୍ଗବାଡ଼ି ବୁଲିଲେ ପୂର୍ବତନ ବିଡିଓ, ପୁରୁଣା ଦିନକୁ…
ଦାରିଙ୍ଗବାଡ଼ି,୧୯ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀରର ଥଣ୍ଡାର ମଜା ନେବାକୁ ଛୁଟିଦିନ ରବିବାରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଦାରିଙ୍ଗବାଡ଼ିର ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟ ସମେତ ହିଲଭିୟୁ ପାର୍କ, କଫି ବଗିଚା, କିସୁବାଡ଼ି ଜଳପ୍ରପାତ, ଡ଼ୁଲୁରୀ ପାଇନ ବଣ, ମିଡିୟୁାନ୍ଦା ଜଳପ୍ରପାତ,ସନ ସେଟ୍…
ଏଇ ଭାରତରେ
ମହାରାଷ୍ଟ୍ର ବିଦର୍ଭ ଅଞ୍ଚଳ ଅତ୍ୟନ୍ତ ମରୁଡ଼ିପ୍ରବଣ। ଏହି ଅଞ୍ଚଳରେ କୃଷି କ୍ଷତିଗ୍ରସ୍ତ ହେଉଥିବାରୁ କୃଷକ ଆତ୍ମହତ୍ୟା ହାର ଅଧିକ। ତେବେ ନିଜ ଗାଁ ଓ ତା’ ଆଖପାଖର ୬ଟି ଗାଁରେ ଜଳାଭାବ ଦୂର କରି କୃଷିକୁ ସହଜ କରିପାରିଛନ୍ତି ଅମୋଲ ଲାଙ୍ଗୋଟେ।…
ଶାଶୁଘର
ଶାଶୁଘର କାହିଁ ? ଏ ପ୍ରଶ୍ନଟି ହୁଏତ ଚମକ ସୃଷ୍ଟି କରିପାରେ, କିନ୍ତୁ ଏହା ଅନେକାଂଶରେ ସତ। ଦିନେ ମହିଳାଙ୍କ ପାଇଁ ଆଜୀବନ କର୍ମଭୂମି ବୋଲାଉଥିବା ଏହି ଶବ୍ଦଟି ତା’ର ଚିରାଚରିତ ଗୌରବ ହରେଇ ଏବେ ଏକ ପ୍ରଶ୍ନବାଚୀ ସ୍ତରକୁ ଚାଲି…
ସାମ୍ପ୍ରତିକ ରାଜନୀତି ଓ ଯୁବପିଢ଼ି
ସାମ୍ପ୍ରତିକ ରାଜନୀତିରେ ଦୁଇ ପ୍ରକାର ଯୁବଗୋଷ୍ଠୀଙ୍କୁ ଦେଖିବାକୁ ମିଳେ। ଗୋଟିଏ ହେଲେ ସୌଖୀନ ନେତା ଓ ଅନ୍ୟଟି ହେଲେ ଅପରାଧ ଘଟାଇବା ପାଇଁ ପ୍ରାୟୋଜିତ ନେତା। ପ୍ରଥମ ଗୋଷ୍ଠୀ ରାଜନୈତିକ ପରିବାରରୁ ଆସିଥିବା ବେଳେ ଦ୍ୱିତୀୟ ଗୋଷ୍ଠୀ କିଛି ଛାତ୍ରନେତା ଏବଂ…
Train Accident: ଭୟଙ୍କର ରେଳ ଦୁର୍ଘଟଣା, ସାମ୍ନା ସାମ୍ନି ଧକ୍କା ହେଲେ ହାଇସ୍ପିଡ ଟ୍ରେନ, ୨୧ ମୃତ
ପ୍ୟାରିସ,୧୯।୧: ରବିବାର (ଜାନୁଆରୀ ୧୮, ୨୦୨୬) ଦକ୍ଷିଣ ସ୍ପେନରେ ଏକ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଛି। କର୍ଡୋବା ପ୍ରଦେଶରେ ଦୁଇଟି ଦ୍ରୁତଗାମୀ ଟ୍ରେନ ମୁହାଁମୁହିଁ ଧକ୍କା ହେବା ଫଳରେ ଅତି କମରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଗୁରୁତର…
ପଶ୍ଚିମବଙ୍ଗରେ ଟିଏମ୍ସି ଜଙ୍ଗଲରାଜର ଅନ୍ତ ଘଟିବ
ସିଙ୍ଗୁର୍,୧୯ା୧ ପଶ୍ଚିମବଙ୍ଗ ଜନସାଧାରଣ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ କ୍ଷମତାରୁ ହଟାଇବା ସହ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ୧୫ ବର୍ଷର ମହା ଜଙ୍ଗଲରାଜର ଅନ୍ତ ଘଟାଇବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସିଲିଗୁଡ଼ିଠାରେ ଏକ ରାଲିକୁ ସମ୍ବୋଧନ କରି ଏହା…
ଶପିଂ ମଲ୍ରେ ଭୟାବହ ଅଗ୍ନିକାଣ୍ଡ: ଚାଲିଗଲା ୬ ଜୀବନ, ୨୦ରୁ ଊର୍ଦ୍ଧ୍ୱ ଆହତ
କରାଚୀ,୧୮ା୧: ପାକିସ୍ତାନର କରାଚୀସ୍ଥିତ ଏକ ବିଶାଳ ଶପିଂ ମଲ୍ରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ଜଣଙ୍କ ମୃତ୍ୟୁ ଘଟିବା ସହ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ପଠାଯାଇଛି। ସହରର ଜନଗହଳିପୂର୍ଣ୍ଣ ଏମ୍.ଏ. ଜିନ୍ନା ରୋଡ୍ରେ ଥିବା…
ସମ୍ବଲପୁରୀ ଧନୁଯାତ୍ରା ଉଦ୍ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ କମ୍ପିଲା ସହର
ସମ୍ବଲପୁର, ୧୮।୧(ଭବାନୀ ଶଙ୍କର ଭୋଇ): ଗଙ୍ଗାଧର ମୁକ୍ତ ମଞ୍ଚରେ ରବିବାର ଆରମ୍ଭ ହୋଇଛି ତୃତୀୟ ସମ୍ବଲପୁରୀ ଧନଯାତ୍ରା। ସମ୍ବଲପୁରୀ ଧନୁଯାତ୍ରା କମିଟି ସଭାପତି ସଞ୍ଜୟ ବାବୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍ଘାଟନୀ ଉତ୍ସବରେ ବିଧାନସଭାରେ ବିରୋଧୀ ଦଳ ଉପନେତା ତଥା ରେଢାଖୋଲ ବିଧାୟକ…
ଚଳନ୍ତା ଅଟୋ ଆଗକୁ ଡେଇଁ ପଡ଼ିଲା ମାଙ୍କଡ: ଆଉ ତା’ପରେ…
ଧରାକୋଟ,୧୮ା୧ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ତାଳପାଟଣା ନିକଟରେ ଚଳନ୍ତା ଅଟୋ ଆଗକୁ ଏକ ମାଙ୍କଡ ଡେଇଁ ପଡିବାରୁ ଭାରସାମ୍ୟ ହରାଇ ଅଟୋ ଓଲଟି ପଡିଛି। ଫଳରେ ଘଟଣାସ୍ଥଳରେ ଅଟୋ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ସେ ହେଲେ…
କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍ ଇଣ୍ଡିଆ
ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ ଗ୍ଲେନ ଫିଲିପ୍ସଙ୍କ ଶତକ ବଳରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ…
ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…
ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ ହେଲା ହାତୀ ଉପଦ୍ରବ ଦେଖିବାକୁ ମିଳୁଛି । ଫଳରେ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ…
କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି
ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ଜାନୁଆରୀ ୨୫ ତାରିଖରେ କେତୁଙ୍କ ସ୍ଥିତି ପରିବର୍ତ୍ତନ ହେବ। କେତୁ ପୂର୍ବାଫାଲଗୁନି ନକ୍ଷତ୍ରର…
Archives


