Home Left

ବଦଳିଗଲେଣି ରାହୁଲ ଗାନ୍ଧୀ: ଏବେ କରୁଛନ୍ତି ଏହି କାମ

ରାଏବରେଲି,୬।୧୧: ଉତ୍ତର ପ୍ରଦେଶର ରାଏବରେଲିରୁ ଲୋକ ସଭା ଏମ୍‌ପି ଭାବରେ ନିର୍ବାଚିତ ହେବା ପରେ ରାହୁଲ ଗାନ୍ଧୀ ବଦଳିଥିବା ଜଣାପଡିଛି। ଆମେଠି ଏମ୍‌ପି ଥିବାବେଳେ ରାହୁଲ ସାଧାରଣତଃ ପ୍ରଶାସନିକ ବୈଠକରୁ ଦୂରେଇ ରହିଥିଲେ, କିନ୍ତୁ ରାଏବରେଲି ଏମ୍‌ପି ହେବା ପରେ ସେ…

ରାତିରେ ହୋଇଥିଲା ଶୁଟିଂ, ସକାଳେ ହୁହୁ ହୋଇ ଜଳୁଥିଲା ଷ୍ଟୁଡିଓ

ଖୋର୍ଦ୍ଧା,୬।୧୦: ଖୋର୍ଦ୍ଧା ସାରୁଅ ଶିଳ୍ପାଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ ଘରୋଇ ଟିଭି ଚ୍ୟାନେଲର ଷ୍ଟୁଡିଓରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଶର୍ଟ ସର୍କିଟରୁ ନିଆଁ ଲାଗିଥିବା…

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

ପାଟଣା ,୬।୧୧(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ପୁଟୁଳିଆ ଗ୍ରାମରେ ଘର ଭିତରୁବୁଧବାର ସକାଳୁ ଯୁବକଙ୍କ ସନ୍ଦେହ ଜନକ ଭାବେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ବ୍ରଜବନ୍ଧୁ ମହାନ୍ତଙ୍କ ପୁଅ ବିଜୟ…

ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର କରୁଥିବା ରାଜ୍ୟରେ କ୍ଲିନ ସ୍ବିପ ଆଡକୁ ବଢୁଛନ୍ତି ଟ୍ରମ୍ପ,ଚିନ୍ତାରେ କମଳା

ଓ୍ବାଶିଂଟନ,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଆସିବାରେ ଲାଗିଛି। ରିପବ୍ଲିକାନ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଟ୍ରେଣ୍ଡରେ ଡେମୋକ୍ରାଟିକ ପାର୍ଟିର କମଲା ହାରିସଙ୍କଠାରୁ ଆଗରେ ଅଛନ୍ତି। ଇତିମଧ୍ୟରେ, ଅଧିକାଂଶ ରାଜ୍ୟରେ କୌଣସି ଗୁରୁତ୍ୱପୂର୍ଣ ପରିବର୍ତ୍ତନ ଦୃଶ୍ୟମାନ ହେଉନାହିଁ ଏହି ପ୍ରତିଯୋଗିତା ସ୍ବିଙ୍ଗ…

ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ

ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟ କର୍ମଚାରୀଙ୍କ ପଦବୀ ପୂରଣ ହେଉ ନ ଥିବାରୁ ଚିକିତ୍ସା ସେବା ବାଧାପ୍ରାପ୍ତ…

ପ୍ରାରମ୍ଭିକ ଟ୍ରେଣ୍ଡ୍‌: ଆଗରେ ଚାଲିଛନ୍ତି ଟ୍ରମ୍ପ, ପଛରେ ପଡ଼ିଲେ କମଲା ହାରିସ୍‌

ଓ୍ବାଶିଂଟନ୍‌,୬।୧୧: ଯୁକ୍ତରାଷ୍ଟ୍ର ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ଏବେ ନିର୍ବାଚନ ଫଳାଫଳ ସାମ୍ନାକୁ ଆସୁଛି। ଏପର୍ଯ୍ୟନ୍ତ ପ୍ରକାଶିତ ଫଳାଫଳରେ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ୨୩୦ ଇଲେକ୍ଟୋରାଲ୍‌ ଭୋଟ ଏବଂ କମଲା ହାରିସଙ୍କୁ ୧୯୨ଭୋଟ ମିଳିଛି। କୌଣସି…

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୬।୧୧: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ…

କାଉଟିଂ ଭିତରେ ଖବରଦାତାଙ୍କ ଉପରେ ରାଗିଲେ ଟ୍ରମ୍ପ!

ଓ୍ବାଶିଂଟନ,୬।୧୧: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି ଚାଲିଛି। ପୂର୍ବତନ ରାଷ୍ଟ୍ରପତିଙ୍କୁ ମଙ୍ଗଳବାର ଫ୍ଲୋରିଡାର ପାଲମ ବିଚରେ ଭୋଟ ଦେବା ପରେ ଦୁଇଥର ଗର୍ଭପାତ ସହ ଜଡିତ ଏକ ପ୍ରଶ୍ନ ପଚରାଯାଇଥିଲା। ଏହି ପ୍ରଶ୍ନଗୁଡିକରେ ଟ୍ରମ୍ପ କ୍ରୋଧିତ ହୋଇ ଏହା ବିଷୟରେ…

ମୋବାଇଲ ନେଟୱାର୍କ ପାଇଁ ତେଜିଲା ଆନ୍ଦୋଳନ: ବିଏସଏନଏଲର ଟାଳଟୁଳ ନୀତିକୁ ବିରୋଧ

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):ଏବେ ରାଜ୍ୟ ହେଉ କି କେନ୍ଦ୍ର ସରକାର ସେ ସରକାରୀ ହେଉ କି ବେସରକାରୀ, ଆବେଦନଠାରୁ ପ୍ରାପ୍ୟ ପର୍ଯ୍ୟନ୍ତ ବିନା ଅନଲାଇନ କାର୍ଯ୍ୟରେ କିଛିବି ହେଉନି। ଏଭଳି ପରିସ୍ଥିତିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ୨୫ଟି ପଞ୍ଚାୟତ ପାଇଁ…

ସୁରକ୍ଷାକର୍ମୀଙ୍କ ସହ ମୁହାଁ ମୁହିଁ ବେଳେ ଜଣେ ଆତଙ୍କବାଦୀ ମୃତ

କୁପଓ୍ବାରା,୬।୧୧: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସମ୍ପ୍ରତି ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ବୁଧବାର ସକାଳେ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ୪ ଏନ୍‌ଏସ୍‌ଏସ୍‌ ଛାତ୍ରୀଛାତ୍ରଙ୍କ ଆସାମ ଗସ୍ତ

ଭବାନୀପାଟଣା,୬।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଏନ୍‌ଏସ୍‌ଏସ୍‌ ବ୍ୟୁରୋ ପକ୍ଷରୁ ୪ ଜଣ ଏନ୍‌ଏସ୍‌ଏସ୍‌ ସ୍ବେଚ୍ଛାସେବୀ ପୂର୍ବାଞ୍ଚଳ ପ୍ରି ଆର୍‌ ଡି ପରେଡ ଚୟନ ଶିବିରରେ ଅଂଶ ଗ୍ରହଣ କରିବା ପାଇଁ ମଙ୍ଗଳବାର ଆସାମ ଗସ୍ତ…

୧୭ ବର୍ଷ ପରେ ଏକାଠି ଖେଳିବେ ଭାରତ ଏବଂ ପାକିସ୍ତାନ ଖେଳାଳି! ବିରାଟ-ବାବର ଯୋଡି କରିବେ ଧମାଲ୍‌

ନୂଆଦିୀ,୬।୧୧: କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଆଫ୍ରୋ-ଏସିଆ କପ ପୁଣି ଆରମ୍ଭ ହେବାକୁ ଯାଉଛି। ଆଫ୍ରିକୀୟ କ୍ରିକେଟ ଆସୋସିଏସନ (ଏସିଏ) ବାର୍ଷିକ ବୈଠକରେ ୬ ଜଣିଆ ମଧ୍ୟବର୍ତ୍ତୀକାଳୀନ କମିଟି ଗଠନ କରାଯାଇଥିଲା, ଯାହା ଏସୀୟ ଏବଂ ଆଫ୍ରିକୀୟ କ୍ରିକେଟରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?