‘ଜଣେ ଆଦିବାସୀ ନେତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ଅତ୍ୟନ୍ତ ଦୁଃଖଦାୟକ’
ରାଞ୍ଚତ୍,୩ା୭:ସଦ୍ୟ ଜେଲରୁ ଫେରିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମ୍ଏମ୍) ନେତା ହେମନ୍ତ ସୋରେନ୍ ପୁଣି ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଏହାର ୫ ମାସ ପୂର୍ବରୁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିବା ଚମ୍ପାଇ ସୋରେନ୍ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଚମ୍ପାଇ…
୨ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି,୩ା୭(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲା ପୋଲିସ ନିକଟରେ ୨ ମାଓବାଦୀ ବୁଧବାର ଆତ୍ମସମର୍ପଣ କରଛନ୍ତି । ଏ ସମ୍ପର୍କରେ ସୁକ୍ମା ପୋଲିସ ଦେଇଥିବା ସୂଚନା ଅନୁଯାୟୀ, ସୁକ୍ମା ଜିଲା କୋଣ୍ଟା ଅଞ୍ଚଳର ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ମାଓବାଦୀ…
କର୍ମଚାରୀଙ୍କ ଦରମା ବଢ଼ାଇବାରୁ ଦୋକାନୀଙ୍କୁ ଜେଲ
ନେପିଡୋ,୩।୭:ମ୍ୟାନ୍ମାରରେ ଜଣେ ଦୋକାନୀ ତାଙ୍କ କର୍ମଚାରୀଙ୍କ ଦରମା ବୃଦ୍ଧି କରିଥିବାରୁ ତାଙ୍କୁ ଜେଲ ପଠାଯାଇଛି। ମ୍ୟାନ୍ମାରର ମୁଦ୍ରାସ୍ଫୀତି ବୃଦ୍ଧି ପାଉଥିବା ବେଳେ ଉକ୍ତ ଦୋକାନୀ ଜଣକ ନିଜ କର୍ମଚାରୀଙ୍କ ବେତନ ବୃଦ୍ଧି କରିଥିଲେ। ତେଣୁ ଦେଶର ସାମରିକ ସରକାରଙ୍କ ସୈନିକମାନେ ‘ପ୍ୟାଏ…
ବିଶ୍ୱଚାମ୍ପିୟନ୍ ଖେଳାଳିଙ୍କୁ କରାଯିବ ଜୋରଦାର ସ୍ବାଗତ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ଲାଇଭ୍ ଶୋ’
ନୂଆଦିଲ୍ଲୀ,୩।୭: ଭାରତୀୟ ଦଳ ଟି-୨୦ ବିଶ୍ୱକପ ଟାଇଟଲ ଜିତିଛି। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ୧୭ ବର୍ଷ ପରେ ଟିମ ଇଣ୍ଡିଆ ଟାଇଟଲ ହାସଲ କରିଛି। ଚାମ୍ପିୟନ୍ ହେବାପେରେ ଟିମ ଇଣ୍ଡିଆ ଜୁଲାଇ ୪ରେ ଭାରତରେ ପହଞ୍ଚିବ। ଟିମ ଇଣ୍ଡିଆକୁ…
ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ
କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ କୌଣସି ଅସ୍ଥାୟୀ ନିର୍ମାଣ ପାଇଁ ମଧ୍ୟ ଅନୁମତି ମିଳିବ ନାହିଁ। ହାଇକୋର୍ଟର ମୁଖ୍ୟ ବିଚାରପତି…
ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଲା ମୃତଦେହ
ଚିତ୍ରକୋଣ୍ଡା,୩ା୭(କ୍ଷୀରୋଦ ବେହେରା): ଦାଦନ ଖଟିବାକୁ ଯାଇ ଗାଁକୁ ଫେରିଛି ମୃତଦେହ। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟନେଲକ୍ୟାମ୍ପ ପଞ୍ଚାୟତ ଅନ୍ତର୍ଭୁକ୍ତ ଡାଇକ ଓ୍ବାନ୍ ଗ୍ରାମରେ। ମିଳିଥିବା ସୂଚନାନୁଯାୟୀ, ଡାଇକ ଓ୍ବାନ୍ ଗ୍ରାମର ଲକ୍ଷ୍ମଣ…
ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ: ଏହି ତାରିଖରେ ଖେଳାଯାଇପାରେ ମ୍ୟାଚ୍
ନୂଆଦିଲ୍ଲୀ,୩।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ମାର୍ଚ୍ଚ ୧ରେ ଖେଳାଯିବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନ କ୍ରିକେଟ ବୋର୍ଡ ଭାରତ ଏବଂ ପାକିସ୍ତାନ…
ଗର୍ଭ ଧାରଣ କଲା ଧଳା ବାଘୁଣୀ ମୌସୁମୀ, ନନ୍ଦନକାନନ ପାଇଁ ଆଶା ସଞ୍ଚାର
ଭୁବନେଶ୍ୱର,୩।୭: ନନ୍ଦନକାନନ ପାଇଁ ନୂଆ ଅଶାର ସଞ୍ଚାର ସୃଷ୍ଟି କରିଛି ଧଳା ବାଘୁଣୀ ମୌସୁମୀ। ଅଗଷ୍ଟ ୫, ୨୦୧୬ ରେ ଜନ୍ମ ହୋଇଥିବା ମୌସୁମୀ ଗର୍ଭଧାରଣ ସହିତ ବାଘ ସଂରକ୍ଷଣରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏକ ମହତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଛି।…
ଟ୍ରେଲର ପଛରେ ପିଟିହେଲା କାର୍: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ କାର୍ ପିଟି ହୋଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା…
ଦଳାଚକଟା ଘଟଣାରେ ଆସିଲା ଭୋଲେ ବାବାଙ୍କ ପ୍ରଥମ ପ୍ରତିକ୍ରିୟା
ହାଥରସ୍,୩ା୭:ଉତ୍ତରପ୍ରଦେଶର ହାଥରସ୍ ଜିଲାର ପୁଲରାଇ ଗ୍ରାମରେ ଅପରାହ୍ନରେ ସତ୍ସଙ୍ଗ ଚାଲିଥିବାବେଳେ ଦଳାଚକଟା ଘଟି ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଛି। ତେବେ ଏହି ଅଘଟଣ ପରେ ସତ୍ସଙ୍ଗ କରୁଥିବା ଭୋଲେ ବାବା ଭାବେ…
ପୁଣି ମାତିଲେ ଦନ୍ତା ହାତୀ: ଘର ଭାଙ୍ଗିବା ସହ ବ୍ୟାପକ ଫସଲ କଲେ ନଷ୍ଟ, ଲୋକେ ଆତଙ୍କିତ
ବାଲିଗୁଡା,୩।୭(ସଞ୍ଜୟ କୁମାର ପାଣିଗ୍ରାହୀ):ଦୀର୍ଘ ଦିନ ଧରି ହାତୀପଲ ଘୁମୁସର ଉଦୟଗିରି ବନାଞ୍ଚଳର କଳିଙ୍ଗା ସେକ୍ସସନରେ ଉପଦ୍ରବ କରିବା ସହ ବ୍ୟାପକ କ୍ଷୟକ୍ଷତି କରିଛନ୍ତି। ୨୫ ଟିକିଆ ହାତୀପଲରୁ ୨୩ଟି ଏହି ଅଞ୍ଚଳ ଛାଡି ଟିକାବାଲି ବନାଞ୍ଚଳ ଦେଇ ପଳେଇଥିବା ବେଳେ ଅନ୍ୟ…
ଅବକାରୀ ଚଢ଼ାଉ, ୩ ଗିରଫ
ମୋରଡ଼ା,୩ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ବୁଧବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତିନିଜଣଙ୍କୁ ଗିରଫ କରିଛି। ଅବକାରୀ ଅଧିକାରୀ ବ୍ରଜମୋହନ ମଲ୍ଲିକଙ୍କ ସୂଚନା ମୁତାବକ ମୋରଡ଼ା ବ୍ଲକ ଅଧୀନ କାନ୍ଦଣା,ଭୁରୁଙ୍ଗାଶୋଳ,ମରୁଡିହି ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି…
Archives


