Home Left

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ। ତଥାପି, ୫ଟି ରାଶି ପାଇଁ ଆୟ ବୃଦ୍ଧି ଏବଂ ନୂଆ ସୁଯୋଗର ମଧ୍ୟ…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ ଏହି ସୂଚନା ଦେଇଛନ୍ତି। ମୁଖ୍ୟ ସଚିବ କହିଛନ୍ତି ଯେ, ଗ୍ରାମ୍ୟ ଉନ୍ନୟନ ବିଭାଗର…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ ଆର୍ଜେଣ୍ଟିନା ଜୋରଦାର ପ୍ରସ୍ତୁତି ଚଳାଇଛି। ୩୯ ବର୍ଷୀୟ ଲିଓନେଲ ମେସି କ୍ୟାରିୟରରେ ପ୍ରଥମ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ ଯାତ୍ରା କରାଇବାର ଥାଉ, ସବୁଠାରୁ ବଡ଼ ଚ୍ୟାଲେଞ୍ଜ ହେଉଛି ସମସ୍ତଙ୍କ ପାଇଁ ଏକ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ ବିଦ୍ୟାଳୟରେ ମ୍ୟାଲେରିଆ ବ୍ୟାପିବାରେ ଲାଗିଛି। ମ୍ୟାଲେରିଆରେ ଆକ୍ରାନ୍ତ ହୋଇ ରାୟଗଡ଼ା ବ୍ଲକ୍‌ ଅତଡାସ୍ଥିତ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା ଉଦ୍ୟମ ଘଟଣାରେ ମଙ୍ଗଳବାର ତଦନ୍ତକାରୀ ଅଧିକାରୀ କେ. ନୂଆଗାଁ ଥାନା ଆଇଆଇସି ବିଶ୍ୱଜିତ…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା ପାଇଁ ସତର୍କତା ବଢ଼ାଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ କେତେକ ଜିଲ୍ଲାରେ…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି। ସ୍ଥିତି ଉପରେ ନଜର ରଖାଯାଇଛି। ସୀମାବର୍ତ୍ତୀ ଜିଲାରେ ସତର୍କ କରାଇଛୁ। ଆଗକୁ କେନ୍ଦ୍ର…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ ଉଦ୍ଧାର ହୋଇଥିବା ଯୁବକ ଜଣକ ଗଣମାଧ୍ୟମକୁ ଆଶ୍ଚର୍ଯ୍ୟଜନକ ପ୍ରତିକ୍ରିୟା…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ କରି ପଶ୍ଚିମ ଓଡିଶାର ମହାନ ସଂସ୍କୃତିକୁ ନୂଆଖାଇକୁ ନିଖୁଣ ଭାବରେ ଚିତ୍ରଣ କରିଛନ୍ତି…

ପ୍ରଶାସନର କଡ଼ା କାର୍ଯ୍ୟାନୁଷ୍ଠାନ: ବିଭିନ୍ନ ଦେକାନରେ ଅଚାନକ ଚଢାଉ, ଆଦାୟ ହେଲା ଏତିକି ଟଙ୍କା ଜରିମାନା

ଜମନକିରା, ୧୪।୭: (ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲାରେ ତମାଖୁ ନିୟନ୍ତ୍ରଣ ଏବଂ ସର୍ବସାଧାରଣ ସ୍ଥାନରେ ଧୂମ୍ରପାନ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଜି ସମ୍ବଲପୁର ମୁଖ୍ୟ ଜିଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ (CDM&PHO)…

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ ନିଷ୍ପତି ନେଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?