Home Left

ଜୈବ ବିବିଧତାର ସୁରକ୍ଷା ପାଇଁ ଜନଭାଗୀଦାରି ଆବଶ୍ୟକ

ଭୁବନେଶ୍ୱର, ୩।୭(ଅସମାପିକା ସାହୁ): ନେଚର କ୍ଲବ ଓ ସୋକ୍ରାଟସ୍‌ ଫାଉଣ୍ଡେଶନ୍‌ର ମିଳିତ ଆନୁକୂଲ୍ୟରେ ରାଜ୍ୟ ସଂଗ୍ରହାଳୟରେ ଅନୁଷ୍ଠିତ ହେନ୍ତାଳବଣ ବା ମାନ୍‌ଗ୍ରୋଭ ପଥୋତ୍ସବ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ସିଓ୍ବାଇଏସ୍‌ଡିର ସହ ପ୍ରତିଷ୍ଠାତା ଜଗଦାନନ୍ଦ ଯୋଗଦେଇ ଜଳବାୟୁ…

ବାଲେଶ୍ୱର ସହରରୁ କର୍ଫ୍ୟୁ ହଟିଲା

ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ନେଇ ଅଶାନ୍ତ ହୋଇପଡିଥିବା ବାଲେଶ୍ୱର ସହରରୁ ୧୫ଦିନ ପରେ କର୍ଫ୍ୟୁ ହଟାଯାଇଛି। ବିଶେଷ କରି ବାଲେଶ୍ୱର ଟାଉନ, ସହଦେବଖୁଣ୍ଟା ଓ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ କର୍ଫ୍ୟୁ ଲଗାଯାଇଥିଲା। ପ୍ରଥମେ ଶିଳ୍ପାଞ୍ଚଳ ଥାନାକୁ…

ଆଜିଠୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ୩।୭ (ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ବୁଧବାରଠାରୁ ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି-୨୦୨୪) ଆରମ୍ଭ ହେବ। ଏହି ପରୀକ୍ଷା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିନକୁ ୩ଟି ଶିଫ୍ଟରେ ପରୀକ୍ଷା ହେବ। ପ୍ରଥମ ଶିଫ୍ଟ…

୧୩ ଜିଲାରେ ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର,୩ା୭(ଅନିଲ ଦାସ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ଜୁନ୍‌ ୮ ତାରିଖରେ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଚାଷ ପାଇଁ ଭଲ ବର୍ଷା ହୋଇନାହିଁ। ସ୍ବାଭାବିକଠାରୁ ୨୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ଏ ପର୍ଯ୍ୟନ୍ତ…

କେତେଜଣ ବିଜେଡି କର୍ପୋରେଟର ଭାଜପାରେ ମିଶିପାରନ୍ତି: ଅମରେଶ

ଭୁବନେଶ୍ୱର, ୩।୭ (ବନ୍ଦନା ସେଠୀ): ଭୁବନେଶ୍ବର ବିଜେଡିରେ ଫାଟ ନେଇ ଆଶଙ୍କା ବଢ଼ିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର କିଛି ବିଜେଡି କର୍ପୋରେଟର ଖୁବ୍‌ଶୀଘ୍ର ଦଳବଦଳ କରିପାରନ୍ତି ବୋଲି ଚର୍ଚ୍ଚା ଧରିଛି। ଅପରପକ୍ଷେ ଓ୍ବାର୍ଡ ନଂ. ୪୫ର ବିଜେଡି କର୍ପୋରେଟର ଅମରେଶ…

ବିଜେଡି ଏମ୍‌ପି ଏବେ ପ୍ରାଣ ବିକଳରେ କଂଗ୍ରେସ ଡଙ୍ଗାରେ: ଭାଜପା

ଭୁବନେଶ୍ୱର, ୩।୭(ସୁନିତ୍‌ ମିଶ୍ର): ବିଜେଡି ରାଜ୍ୟ ସଭା ସଦସ୍ୟା ସୁଲତା ଦେଓଙ୍କ ମୁହଁରେ କଂଗ୍ରେସର ସ୍ବର ପ୍ରତିଧ୍ୱନିତ ହୋଇଛି ବୋଲି ଭାଜପା ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ କହିଛନ୍ତି। ଏକ ବିଜ୍ଞପ୍ତି ଜରିଆରେ ସେ କହିଛନ୍ତି, ଲୋକ ସଭାରେ ବଂଶ ବୁଡ଼ିବା…

ପ୍ରୀତି ପାଣିଗ୍ରାହୀଙ୍କ ଫିଲ୍ମକୁ ଗ୍ରାଣ୍ଡ ଜୁରି ପୁରସ୍କାର

ଲସ୍‌ ଏଞ୍ଜେଲସ୍‌, ୩ା୭: ରିଚା ଚଢ଼ା ଓ ଅଲି ଫଜଲଙ୍କ ନିର୍ମିତ, ଶୁଚି ତଲାତିଙ୍କ ନିର୍ଦ୍ଦେଶିତ ଏବଂ ଓଡ଼ିଆ ଝିଅ ପ୍ରୀତି ପାଣିଗ୍ରାହୀଙ୍କ ଅଭିନୀତ ‘ଗର୍ଲସ୍‌ ଓ୍ବିଲ୍‌ ବି ଗର୍ଲସ୍‌’ ଫିଲ୍ମ ସୋମବାର ଆମେରିକାର ଲସ୍‌ ଏଞ୍ଜେଲସ୍‌ରେ ଚାଲିଥିବା ଭାରତୀୟ ଚଳଚ୍ଚିତ୍ର…

ଭାଜପାର ପ୍ରତିବାଦ, କଂଗ୍ରେସର ଜବାବ

ଭୁବନେଶ୍ୱର,୩ା୭(ସୁନିତ୍‌ ମିଶ୍ର): ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ ଛକରେ ଭାଜପା ଏବଂ କଂଗ୍ରେସ କର୍ମୀଙ୍କ ମଧ୍ୟରେ ମଙ୍ଗଳବାର ସନ୍ଧ୍ୟା ସମୟରେ ମୁହାଁମୁହିଁ ପରିସ୍ଥିତି ଦେଖିବାକୁ ମିଳିଛି। ପାର୍ଲାମେଣ୍ଟରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ନେଇ ଉଭୟ ଭାଜପା ଏବଂ କଂଗ୍ରେସ କର୍ମୀଙ୍କ…

ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨ା୭(ଅନିଲଦାସ)-ରାଜ୍ୟର ପ୍ରଥମ ଭାଜପା ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍‌) ଯୋଗାଇ ଦିଆଯାଇଛି । ୫ ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍‌ଡି ଭାବେ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି ।…

୮ରେ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷା

ଭୁବନେଶ୍ୱର,୨ା୭(ଅନିଲ ଦାସ)-ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ଜୁନ୍‌ ୮ ତାରିଖରେ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଚାଷ ପାଇଁ ଭଲ ବର୍ଷା ହୋଇନାହିଁ। ସ୍ବାଭାବିକଠାରୁ ୨୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ…

ପୋଲିସ ସହ ଗୁଳି ବିନିମୟ: ୫ ମାଓବାଦୀ ନିହତ

ମାଲକାନଗିରି, ୨ା୬(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି…

କିଏ ସେ ସ୍ବୟଂମ୍ଭୁ ‘ଭୋଲେ ବାବା’? ଯାହାଙ୍କ ସତସଙ୍ଗ ବେଳେ ଦଳାଚକଟା ଯୋଗୁ ଅବେଳରେ ଝଡ଼ିଗଲା ୧୦୦ ଜୀବନ… 

ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶର ହାଥରସ୍‌ରେ ମଙ୍ଗଳବାର ବଡ଼ ଅଘଟଣ ଘଟିଛି। ଏଠାରେ ‘ଭୋଲେ ବାବା’ଙ୍କ ସତସଙ୍ଗରେ ହଠାତ ଦଳାଚକଟା ହେବା ଯୋଗୁ ୧୦୦ରୁ ଅଧିକ ଜୀବନ ଚାଲିଯାଇଛି। ଏବେବି ଅନେକ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଏମିତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri