Home Left

ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୨ା୭(ଅନିଲଦାସ)-ରାଜ୍ୟର ପ୍ରଥମ ଭାଜପା ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍‌) ଯୋଗାଇ ଦିଆଯାଇଛି । ୫ ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍‌ଡି ଭାବେ ବରିଷ୍ଠ ଓଏଏସ୍‌ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି ।…

୮ରେ ଘୂର୍ଣ୍ଣିବଳୟ, ବଢ଼ିବ ବର୍ଷା

ଭୁବନେଶ୍ୱର,୨ା୭(ଅନିଲ ଦାସ)-ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ରାଜ୍ୟକୁ ଜୁନ୍‌ ୮ ତାରିଖରେ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଚାଷ ପାଇଁ ଭଲ ବର୍ଷା ହୋଇନାହିଁ। ସ୍ବାଭାବିକଠାରୁ ୨୬ ପ୍ରତିଶତ କମ୍‌ ବର୍ଷା ହୋଇଛି। ୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ…

ପୋଲିସ ସହ ଗୁଳି ବିନିମୟ: ୫ ମାଓବାଦୀ ନିହତ

ମାଲକାନଗିରି, ୨ା୬(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍‌ଟିଏଫ୍‌, ଡିଆର୍‌ଜି…

କିଏ ସେ ସ୍ବୟଂମ୍ଭୁ ‘ଭୋଲେ ବାବା’? ଯାହାଙ୍କ ସତସଙ୍ଗ ବେଳେ ଦଳାଚକଟା ଯୋଗୁ ଅବେଳରେ ଝଡ଼ିଗଲା ୧୦୦ ଜୀବନ… 

ଲକ୍ଷ୍ନୌ,୨।୭: ଉତ୍ତରପ୍ରଦେଶର ହାଥରସ୍‌ରେ ମଙ୍ଗଳବାର ବଡ଼ ଅଘଟଣ ଘଟିଛି। ଏଠାରେ ‘ଭୋଲେ ବାବା’ଙ୍କ ସତସଙ୍ଗରେ ହଠାତ ଦଳାଚକଟା ହେବା ଯୋଗୁ ୧୦୦ରୁ ଅଧିକ ଜୀବନ ଚାଲିଯାଇଛି। ଏବେବି ଅନେକ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଏମିତି…

ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ଘରକୁ ଘେରାଉ କଲେ ଛାତ୍ର

ଭୁବନେଶ୍ୱର,୨।୭: ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।…

ଟ୍ରକ ଧକ୍କାରେ ଚ୍ରାଫିକ କନଷ୍ଟେବଳ ମଧୁସୂଦନଙ୍କ ମୃତ୍ୟୁ ଘଟଣା: ୩ ଦିନ ପରେ ଚାଳକ ଗିରଫ

ଭୁବନେଶ୍ୱର,୨।୭(ସତ୍ୟଜିତ୍‌ ରାଉତ): ଟ୍ରକ ଧକ୍କାରେ ଟ୍ରାଫିକ କନଷ୍ଟେବଳ ମଧୁସୂଦନ କିର୍ସାନୀଙ୍କ ମୃତ୍ୟୁ ଘଟଣାରେ କମିଶନରେଟ୍‌ ପୋଲିସ ଅଭିଯୁକ୍ତ ଚାଳକଙ୍କୁ ମଙ୍ଗଳବାର ଗିରଫ କରିଛି। ସେ ହେଲେ କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ ଗହୀରଗଡିଆ ଗ୍ରାମର ପ୍ରଶାନ୍ତ କୁମାର ନାଏକ (୨୮)।…

ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ: ରାହୁଲଙ୍କ ପୋଷ୍ଟରକୁ ଗୋବର ଫିଙ୍ଗିବା ପରେ ଟେକାପଥର ମାଡ଼

ଭୁବନେଶ୍ୱର,୨।୭: ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ ଛକ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ନେଇ ଭାଜପା ଏବଂ ଛାତ୍ର କଂଗ୍ରେସ ମଧ୍ୟରେ ମୁହାଁମୁହିଁ ସ୍ଥିତି ଦେଖିବାକୁ ମିଳିଛି। ରାହୁଲଙ୍କ ପୋଷ୍ଟରକୁ ଗୋବର ଫିଙ୍ଗାକୁ ଛାତ୍ର…

ହାଥରସ୍‌ ଦଳାଚକଟା ପାଇଁ ସରକାର ଦାୟୀ: ଅଖିଳେଶ

ହାଥରସ୍‌,୨।୭: ଉତ୍ତରପ୍ରଦେଶର ହାଥରସ୍‌ରେ ସତ୍‌ସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟିଛି। ଏଥିରେ ୧୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ସୂଚନା ମିଳିଛି। ଏନେଇ ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଉକ୍ତ…

ହାଥରସ୍‌ ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତ୍‌ସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟିଛି। ଦଳାଚକଟାରେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ହାଥରସ୍‌ ଅଘଟଣ ସମ୍ପର୍କରେ ସଂସଦରେ ଜଣାଇଲେ।…

ରାହୁଲଙ୍କ ହିଂସକ ହିନ୍ଦୁୁ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ ଏମିତି ଆପଣଙ୍କ ସଂସ୍କାର…

ନୂଆଦିଲ୍ଲୀ,୨।୭: ସଂସଦରେ ରାହୁଲ ଗାନ୍ଧୀ ହିନ୍ଦୁ ଧର୍ମକୁ ନେଇ ଭାଜପା ହିଂସା କରୁଛି ବୋଲି କହି କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ ନେଇ ମଙ୍ଗଳବାର ସଂସଦରେ ପ୍ରବଳ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶବାସୀ କେବେ କଂଗ୍ରେସକୁ…

ରାହୁଲଙ୍କୁ ଟାର୍ଗେଟ କରୁକରୁ ହଠାତ୍‌ ପାଣି ପିଇଲେ ମୋଦି, ବିରୋଧୀ କହିଲେ…

ନୂଆଦିଲ୍ଲୀ,୨।୭: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ନିଶାଣ କରିଛନ୍ତି। ମୋଦି ରାହୁଲଙ୍କୁ ବାଳକବୁଦ୍ଧି ବୋଲି କହିବା ସହ ଗୃହରେ କପଟୀ ବୋଲି ଅଭିହିତ କରିଛନ୍ତି। ଏହି ସମୟରେ ବିରୋଧୀ ଯେତେ ହୋ…

ସୋନାକ୍ଷୀଙ୍କ ସହ ରକ୍ତ ସମ୍ପର୍କକୁ କାଟିଲେ ଭାଇ ଲବ ସିହ୍ନା! କହିଦେଲେ ବଡ଼ କଥା…

ବମ୍ବେ: ନିକଟରେ ଦୀର୍ଘ ଦିନର ପ୍ରେମିକ ଜାହିର ଇକବାଲଙ୍କ ହାତ ଧରିଛନ୍ତି ବଲିଉଡ୍‌ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା। ଉଭୟ ଭିନ୍ନ ଧର୍ମର ହୋଇଥିବାରୁ ବେଶ ସାଧାସିଧା ଭାବେ ବିବାହ ଅନୁଷ୍ଠିତ ହୋଇଥିଲା। ଦୁଇ ପରିବାର ଏବଂ ବନ୍ଧୁମାନଙ୍କ ଉପସ୍ଥିତିରେ ସେମାନେ କୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri