Home Left

ଆଖି ପିଛୁଳାକେ ଉଡୁଥିବା ପକ୍ଷୀକୁ ଝାମ୍ପି ନେଲା ମାଛ,  ଭିଡିଓ ଦେଖିଲେ…

ସମୁଦ୍ରରେ ବିଭିନ୍ନ ପ୍ରକାରର ଜୀବ ବାସ କରନ୍ତି। ଯାହାଙ୍କର ଅନେକ ସ୍ବତନ୍ତ୍ର ଗୁଣ ରହିଛି। ବର୍ତ୍ତମାନ ଟାଇଗର ଫିସ୍‌ର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ   କରିଦେଉଛି। ଏହି ଭିଡିଓରେ ଟାଇଗର ଫିସ୍‌   କିପରି  ଶିକାର କରେ …

କିତ୍‌ କିତ୍‌ କିତ୍‌…ଟିଏମସିର ଏମପି ଏମିତି କାହିଁକି କଲେ ଅଭିନୟ, ହଠାତ୍‌ ମୋଦି

ନୂଆଦିଲ୍ଲୀ,୨।୭: ଲୋକ ସଭାରେ ଟିଏମସି ଏମପି କଲ୍ୟାଣ ବାନାର୍ଜୀ ଭାଜପା ଉପରେ ଜୋରଦାର ବର୍ଷିଛନ୍ତି। ସେ ଅଭିନୟ କରି କରି ମୋଦି ସରକାର ଉପରେ ଆକ୍ରମଣ କରିଛନ୍ତି। ଏମପି କଲ୍ୟାଣ ବାନାର୍ଜୀ ଅନେକ କିତ୍‌ କିତ୍‌ ଖେଳ ବିଷୟରେ ଉଲ୍ଲେଖ କରିଛନ୍ତି।…

ଏହି ୩ ଖେଳାଳିଙ୍କ ଚମକିଲା ଭାଗ୍ୟ, ଟିମ ଇଣ୍ଡିଆରେ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨।୭: ଶୁବମାନ ଗିଲଙ୍କ ଅଧିନାୟକତ୍ୱ ଭାରତୀୟ ଦଳ ଜିମ୍ବାୱେ ଗସ୍ତ କରିଛନ୍ତି। ଏହା ପରେ ବିସିସିଆଇ ଦଳରେ ବଡ଼ ପରିବର୍ତ୍ତନ ଆଣି ତିନି ଖେଳାଳିଙ୍କୁ ଅନ୍ତର୍ଭୁକ୍ତ କରିଛି। ଏହି ତିନି ଖେଳାଳିଙ୍କ ମଧ୍ୟରେ ସାଇ ସୁଦର୍ଶନ, ଜିତେଶ ଶର୍ମା ଏବଂ ହର୍ଷିତ…

ବିଜେଡି ସରକାରରେ ବନ୍ଦ ଥିବା ସ୍କୁଲ ଏବେ ଖୋଲିବ 

ଭୁବନେଶ୍ୱର,୨।୭: ବିଜେଡି ସରକାର ଚାଲିଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ  ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର…

ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କଲେ ମନମୋହନ: କହିଲେ…

ଭୁବନେଶ୍ୱର,୨।୭: ସୋମବାର ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ଭାଜପା। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ଶିଷ୍ଟାଚାର ଭୁଲି ଯାଇଛି। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା ଆଜି ଏମିତି ହୋଇଛି…

ଆଦିତ୍ୟ ମହାପାତ୍ର କିଏ? ଯିଏ ନବୀନଙ୍କ ବ୍ୟକ୍ତିଗତ ସଚିବ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର,୨ା୭: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ଆଦିତ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ। ଏବେ ସେ ନବୀନଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ ହୋଇଛନ୍ତି। ଆଦିତ୍ୟ ହେଉଛନ୍ତି ଜଣେ…

ଆନିଭର୍ସାରିରେ ଲାଇଫ୍‌ ପାର୍ଟନର୍‌ଙ୍କୁ ଦିଅନ୍ତୁ ଏମିତି ଗିଫ୍ଟ…ହୋଇଯିବେ ଖୁସି

ବିବାହ ପରେ ପ୍ରଥମ ଆନିଭର୍ସାରିକୁ ମେମୋରେବଲ୍‌ କରିବାକୁ ଆଜିକାଲି ସବୁ କପଲଙ୍କର ଇଚ୍ଛା ରହିଛି । ତେଣୁ ଏହି ଦିନଟିକୁ କିପରି ସ୍ପେଶାଲ କରିବେ ଭାବିଭାବି ସମୟ ପଳାଏ, ହେଲେ ଡିସାଇଡ୍‌ କରିପାରନ୍ତିନି ଯେ କ’ଣ କରିବେ,କ’ଣ ସ୍ବାମୀଙ୍କୁ ଗିଫ୍ଟ ଦେବେ।…

ପିଲାଟିକୁ ଖାଦ୍ୟ ପ୍ରତି ଆଗ୍ରହ ସୃଷ୍ଟି କରାଇବାକୁ ଚାହୁଁଥିଲେ… ଆପଣାନ୍ତୁ ଏହି ଟିପ୍ସ

ପିଲାଟିକୁ ଜନ୍ମଦେବା ପରେ ତାହାର ଲାଳନପାଳନ ଦାୟିତ୍ୱ ମା’କୁ ହିଁ ନେବାକୁ ପଡ଼ିଥାଏ। କାରଣ ଶିଶୁଟିକୁ ଠିକ୍‌ ସମୟରେ ଖୁଆଇବା ସହ ତାହାର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ୍‌ ହେବା ଉପରେ ଜନ୍ମଦାତ୍ରୀ ମା’କୁ ତୀକ୍ଷଣ ନଜର ରଖିବାକୁ ପଡ଼ିଥାଏ। ତେବେ ପିଲାଟିର…

ସିଲ୍‌ ହେଲା ବଲେ ବଲେ ଢାବା

ଧର୍ମଶାଳା,୨ା୭:ଧର୍ମଶାଳା ବ୍ଲକ ଅନ୍ତର୍ଗତ ନେଉଳପୁରସ୍ଥିତ ବଲେ ବଲେ ଢାବା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ୍‌ ହୋଇଛି। ଏହାସହ ହୋଟେଲ୍‌ରେ ଥିବା ସମସ୍ତଙ୍କ ଆସବାବପତ୍ର ଖୋଲି ନିଆଯାଇଛି। ପୂର୍ବରୁ ପ୍ରଶାସନ ପକ୍ଷରୁ ସିଲ୍‌ ହେବା ନେଇ ନୋଟିସ୍‌ ଜାରି କରାଯାଇଥିଲା। ନେଉଳପୁରସ୍ଥିତ ଧର୍ମଶାଳା…

କଲେଜ୍‌କୁ ଜିନ୍ସ ପ୍ୟାଣ୍ଟ-ସାର୍ଟ ପିନ୍ଧି ଯାଇପାରିବେନି ଛାତ୍ରୀଛାତ୍ର

ମୁମ଼୍ବାଇ,୨।୭: କଲେଜ ପରିସରକୁ ଜିନ୍ସ ପିନ୍ଧି ଯାଇପାରିବେନି ଛାତ୍ରୀଛାତ୍ର । ଅର୍ଥାତ କଲେଜ ପରିସରରେ ଜିନ୍ସ ମନା । ଏପରି ଏକ ନୋଟିସ୍‌ ଜାରି କରି ଏବେ ଅଡ଼ୁଆରେ ପଡ଼ିଛନ୍ତିି ଏକ କଲେଜ୍‌ କର୍ତ୍ତୃପକ୍ଷ । ମହାରାଷ୍ଟ୍ରର ଚେମ଼୍ବୁରରେ ଥିବା ଆଚାର୍ଯ୍ୟ…

ବଢିବ ଭତ୍ତା ଟଙ୍କା! ଏବେ ଏତିକି ପାଇବେ, ମନ୍ତ୍ରୀ ଦେଲେ ସୂଚନା

ଭୁବନେଶ୍ୱର,୨ା୭: ବଢିବ ଭତ୍ତା ଟଙ୍କା। ଭତ୍ତା ଟଙ୍କାକୁ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଘୋଷଣା କରିଛନ୍ତି । ବୃଦ୍ଧବୃଦ୍ଧା, ବିଧବା, ଦିବ୍ୟାଙ୍ଗ ଭତ୍ତା ବୃଦ୍ଧି ପ୍ରସ୍ତୁତି ଚାଲିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।…

ଗଙ୍ଗାଜଳ ହାତରେ ଧରି ରାଣ ପକାଯାଏ…ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରି ଏମିତି କାହିଁକି କହିଲେ ଅଖିଳେଶ

ନୂଆଦିଲ୍ଲୀ,୨।୭: ସମାଜବାଦୀ ପାର୍ଟି (ଏସପି) ମୁଖ୍ୟ ଅଖିଳେଶ ଯାଦବ ମଙ୍ଗଳବାର ସଂସଦରେ ଭାଜପା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛନ୍ତି। ଅଖିଳେଶ ଯାଦବ ପ୍ରଥମେ ନୂତନ ଏମ୍‌ପିମାନଙ୍କୁ ସ୍ବାଗତ କରିଥିଲେ। ଭାଷଣ ଆରମ୍ଭ କରିବାର କିଛି ସମୟ ପରେ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri