ବରଯାତ୍ରୀ ପ୍ରସେଶନ୍ରେ ସଂଘର୍ଷ: ଚାଲିଗଲା ଯୁବକଙ୍କ ଜୀବନ
ବଞ୍ଚୋ/ଆନନ୍ଦପୁର,୧୪।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବରୁଆଁ ଗ୍ରାମରେ ବରଯାତ୍ରୀ ସମୟରେ ଡିଜେ ବାଜା ଏବଂ ନାଚକୁ କେନ୍ଦ୍ର କରି ୨ ଯୁବକଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ସଂଘର୍ଷରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ…
ସ୍କୁଲ ଗେଟ୍ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଜାଣନ୍ତୁ କାହିଁକି…
ଗଞ୍ଜାମ,୧୪।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ମଧୁରଚୁଆ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ଓ ଅଭିଭାବକ। ଦୀର୍ଘ ଦିନ ଧରି ଏହି ସ୍କୁଲରେ ୧୯୬ରୁ ଅଧିକ ଛାତ୍ରୀଛାତ୍ର ପଢୁଥିବାବେଳେ ମାତ୍ର ପ୍ରଧାନଶିକ୍ଷକଙ୍କୁ ମିଶାଇ ମାତ୍ର ୩…
ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….
ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ, ଦୁଇ ମଟର…
ବିଜେଡିକୁ ନେଇ ବଡ଼ କଥା କହିଲେ ପ୍ରଭାତ ବିଶ୍ୱାଳ: କୁରୁବଂଶ ଭଳି…
ଭୁବନେଶ୍ୱର, ୧୩।୭: ବିଜେଡିର ଆଭ୍ୟନ୍ତରୀଣ ରାଜନୀତିକୁ ନେଇ ପୁଣି ଥରେ ବୟାନବାଜି ଜୋର ଧରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ‘ବିଶ୍ୱାସଘାତକ’ ବୋଲି କହିଥିବା ପ୍ରସଙ୍ଗରେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ କଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ ପରୋକ୍ଷରେ ନବୀନ…
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…
ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ରାଜ୍ୟ ପାଇଁ ଗୋଟିଏ ମେଡିସିନ ଦର ରହିବ। କେନ୍ଦ୍ର ସରାକର ୩୯ଟି ମେଡିସିନର…
ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ
ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ରାଧାକୃଷ୍ଣପଡ଼ାର…
ଭୁଶୁଡିଲା ବିଜେଡି ଗଡ଼; ସାମୂହିକ ଇସ୍ତଫା ଦେଲେ ୧୦ କାଉନସିଲର, ଜାଣନ୍ତୁ କାହିଁକି…
ଝାରସୁଗୁଡ଼ା,୧୪।୭(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ବେଲପାହଡ଼ରେ ଭୁଶୁଡୁଛି ବିଜେଡି ଗଡ଼। ବିଜେଡି ସଦସ୍ୟତାରୁ ଇସ୍ତଫା ଦେଲେ ୧୦ କାଉନସିଲର। ହିତେଶ ଠକରଙ୍କୁ ନିଲମ୍ବନ ପରେ କାଉନସିଲର ବିଜେଡି ଛାଡ଼ିଥିବା କୁହାଯାଉଛି। ଇସ୍ତଫା ନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। Odisha’s No.1…
ରଥଯାତ୍ରା ପୂର୍ବରୁ ଏମିତି କହିଲେ ସୌମେନ୍ଦ୍ର ପ୍ରିୟଦର୍ଶୀ: ୬୫ ସ୍ଥାନରେ…
ପୁରୀ, ୧୪।୭: ପବିତ୍ର ରଥଯାତ୍ରା ଅବସରରେ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଟ୍ରାଫିକ୍ ନିର୍ଦ୍ଦେଶାବଳୀ ଭଲଭାବେ ଅନୁଧ୍ୟାନ କରିବାକୁ ରଥଯାତ୍ରା ପରିଚାଳନା ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଏକ ପ୍ରେସ୍ମିଟ୍ରେ ସେ ରଥଯାତ୍ରା ସମୟରେ ଟ୍ରାଫିକ୍ ପରିଚାଳନା ନେଇ…
ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…
ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଜାହାଜଗୁଡ଼ିକର କିଛି ଅଂଶ ଭାଙ୍ଗି ପାଣି ପଶିଯାଇଥିଲା…
ଏହି ଛାତ୍ରୀଛାତ୍ରଙ୍କୁ ମିଳିବ କେଜିରୁ ପିଜି ମାଗଣା ଶିକ୍ଷା; ଜାରି ହେଲା ଯୋଗ୍ୟତା ସର୍ତ୍ତ
ଭୁବନେଶ୍ୱର,୧୪।୭: କେଜିରୁ ପିଜି ମାଗଣା ପାଠପଢ଼ା ପ୍ରସଙ୍ଗ ଉପରେ ଛାତ୍ରୀଛାତ୍ରଙ୍କ ପାଇଁ ନୂଆ ଯୋଗ୍ୟତା ସର୍ତ୍ତ ଜାରି କରାଯାଇଛି। ସୂଚନାନୁସାରେ ଶ୍ରେଣୀଗୃହରେ ୭୫% ଉପସ୍ଥାନ ବାଧ୍ୟତାମୂଳକ ରହିଛି। ସର୍ବନିମ୍ନ ଉପସ୍ଥାନ ୬୫% ରୁ କମ୍ ହେଲେ ଏହି ସୁବିଧା ମିଳିବନି। ଏହା…
ରାଜଧାନୀରେ ମାତିଲେଣି ଲୁଟେରା, ଘରେ ପଶି ନେଇଗଲେ ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର
ଭୁବନେଶ୍ୱର,୧୪।୭: ରାଜଧାନୀ ଉପପଣ୍ଠରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଜାମୁକୋଳି ଗାଁରେ ଏକ ବଡ଼ ଧରଣର ଲୁଟ ହୋଇଛି। କେତେଜଣ ଦୁର୍ବୃତ୍ତ ଜାମୁକୋଳି ଗାଁର ଏକ ଘରେ ପଶି ୨୦ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏନେଇ…
ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ
ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ କାନ୍ସବାହାଲ ମନ୍ଦିରା…

