ରୋହିତଙ୍କ ପରେ କିଏ କରିବେ ଓପନିଙ୍ଗ୍, ଲିଷ୍ଟରେ ଅଛି ଏହି ୫ ନାଁ…
ନୂଆଦିଲ୍ଲୀ,୧।୭: ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍ 2024 ଟାଇଟଲ ଜିତିଛି। ଗୋଟିଏ ପଟେ ଟିମ ଇଣ୍ଡିଆ ବିଶ୍ୱ ଚାମ୍ପିୟନହୋଇଥିବା ଅନ୍ୟପଟେ ରୋହିତ ଶର୍ମା ଅନ୍ତର୍ଜାତୀୟ ଟି -୨୦କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଯଦିଓ ରୋହିତ ଭଲ…
ଛାତ୍ରୀଛାତ୍ରଙ୍କୁ ଆଣୁଥିବା ବେଳେ ଟ୍ରକକୁ ପିଟିଲା ସ୍କୁଲ ବସ୍
ଘସିପୁରା,୭।୧(ନିରଞ୍ଜନ ସାହୁ): ଗାଡ଼ି ଚାଳକଙ୍କ ବେପରୁଆ ଯୋଗୁ ଏକ ଘରୋଇ ସ୍କୁଲ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଣାରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଏବଂ ଗାଡିର ହେଲ୍ପର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଘସିପୁରା ଥାନା ଗୋହିରାସ୍ଥିତ ଘରୋଇ…
କିଏ ହେବେ ବିରୋଧୀଙ୍କ ଉପବାଚସ୍ପତି ପ୍ରାର୍ଥୀ, ଚର୍ଚ୍ଚାରେ ଏହି ନେତା
ନୂଆଦିଲ୍ଲୀ,୧।୭: ଲୋକ ସଭାର ଉପବାଚସ୍ପତି ପଦ ପାଇଁ ବିରୋଧୀ ପ୍ରାର୍ଥୀଙ୍କ ନାମ ଏ ପର୍ଯ୍ୟନ୍ତ ସ୍ଥିର କରାଯାଇ ନଥିଲେ ମଧ୍ୟ ୟୁପିର ଅଯୋଧ୍ୟା ଆସନରୁ ସମାଜବାଦୀ ପାର୍ଟି ଏମ୍ପି ଅବଧେଶ ପ୍ରସାଦଙ୍କ ନାମ ଏହି ପଦ ରେସ୍ରେ ଆଗରେ ଅଛି। ଏହି…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା
ଭୁବନେଶ୍ୱର,୧।୭: ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ନେଇ ବିଭିନ୍ନ ବିଷୟରେ ଆଲୋଚନା…
ଜଙ୍ଗଲରୁ ଉଦ୍ଧାର ହେଲା ଶିଶୁକନ୍ୟା
ମାଲକାନଗିରି,୧।୭: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଜଙ୍ଗଲରୁ ସୋମବାର ଜଣେ ଦିବ୍ୟାଙ୍ଗ ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ପରେ ଶିଶୁକନ୍ୟାଙ୍କୁ ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି । ଉଦ୍ଧାର ଶିଶୁ କନ୍ୟା ୨ରୁ ୩ ବର୍ଷର ମଧ୍ୟରେ ହେବା ବୋଲି ଅନୁମାନ…
କଟାମୁଣ୍ଡ ଧରି ଗାଁ ବୁଲିଲା ଅଭିଯୁକ୍ତ ନାତି
ଟେନସା,୧।୭(ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା କୋଇଡ଼ା କେ.ବଲାଙ୍ଗ ଥାନା ପୁରୁଣାପାଣି ଗାଁରେ ସୋମବାର ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅଜାଙ୍କୁ ଅତି ନୃସଂଶ ଭାବେ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ନାତି। ମୃତକ ହେଲେ ପୁରୁଣାପାଣି ଗ୍ରାମର ନୟମାନ ମୁଣ୍ଡା(୬୫)…
ମନ୍ଦିରରେ ଘୂରି ବୁଲୁଛି ବ୍ରିଟେନ ରାଜନୀତି, ସୁନକଙ୍କ ବ୍ୟତୀତ ବିରୋଧୀ ନେତା ବି କରୁଛନ୍ତି ପୂଜାର୍ଚ୍ଚନା
ଲଣ୍ଡନ,୧।୭: ବ୍ରିଟେରେ ସାଧାରଣ ନିର୍ବାଚନ ପାଇଁ ଭୋଟ ତିନି ଦିନ ପରେ ଅର୍ଥାତ୍ ୪ ଜୁଲାଇରେ ଅନୁଷ୍ଠିତ ହେବ । କଞ୍ଜରଭେଟିଭ ପାର୍ଟି ବର୍ତ୍ତମାନ ବ୍ରିଟେନରେ କ୍ଷମତାରେ ଅଛି। ଏହି ପାର୍ଟି ନେତା ଋଷି ସୁନକ ହେଉଛନ୍ତି ଦେଶର ପ୍ରଧାନମନ୍ତ୍ରୀ। ବିଶେଷ…
ପାଣ୍ଡ୍ୟାଙ୍କ ଲୁହ ଛଳଛଳ ଆଖିର ଫଟୋ ପୋଷ୍ଟ କରି ଏମିତି ଲେଖିଲେ ଆନନ୍ଦ ମହିନ୍ଦ୍ରା
ଟି -୨୦ବିଶ୍ୱକପ୍ ୨୦୨୪ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସୋସିଆଲ ମିଡିଆରେ ମଜାକ୍ ଉଡା ଯାଇଥିଲା। ମାତ୍ର ୨୦୨୪ ଟି -୨୦ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରି ସମସ୍ତଙ୍କୁ ସେ ଚୁପ୍ କରିଦେଇଥିଲେ। ଏ ନେଇ ଆନନ୍ଦ ମହିନ୍ଦ୍ରା ମଧ୍ୟ ଏକ୍ସରେ ଏକ…
ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା
ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ କୋର୍ଟ ତାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ଏବଂ…
ଦକ୍ଷିଣ ଆଫ୍ରିକାକୁ ୧୦ ଓ୍ବିକେଟରେ ହରାଇଲା ଭାରତୀୟ ମହିଳା କ୍ରିକେଟ ଟିମ
ମୁମ୍ବାଇ,୧।୭: ଏକମାତ୍ର ମହିଳା ଟେଷ୍ଟ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟ ଟିମ୍ ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଟିମ୍କୁ ୧୦ ୱିକେଟରେ ହରାଇଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ହରମନପ୍ରୀତ କୌରଙ୍କ ଅଧିନାୟକତ୍ୱ ଟିମ୍ ୬୦୩/୬ ରେ…
ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୧।୭: ଅଭିଯୋଗ ଶୁଣାଣି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଜି ରାଜ୍ୟସ୍ତରୀୟ ସହ ଜିଲାସ୍ତରରେ ମଧ୍ୟ ଶୁଣାଣି କରାଯାଉଛି। ଲୋକମାନେ ପ୍ରଥମେ ଜିଲାସ୍ତରରେ ଅଭିଯୋଗ କରନ୍ତୁ। ଜିଲାସ୍ତରରେ ସମାଧାନ ହୋଇଗଲେ ଆଉ ଭୁବନେଶ୍ବର ଆସିବାକୁ ପଡ଼ିବନି।…
ବିରାଟ, ରୋହିତ, ଜାଡେଜାଙ୍କ ପରେ ଏବେ ଏହି ଖେଳାଳି ନେଇପାରନ୍ତି ଅବସର, ବିଶ୍ୱକପରେ ଦେଇଛନ୍ତି ଚମତ୍କାର ପ୍ରଦର୍ଶନ
ନୂଆଦିଲ୍ଲୀ,୧।୭: ଟି -୨୦ ବିଶ୍ୱକପ ୨୦୨୪ରେ, ଟିମ ଇଣ୍ଡିଆ ଆଇସିସି ଟ୍ରଫିର ଅନ୍ତ ଘଟାଇ ଟାଇଟଲ ଜିତିଛି। ଭାରତର ଏହି ବିଜୟ ପରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଟି-୨୦ରୁ ଅବସର ଘୋଷଣା କରିଛନ୍ତି। ଏହାର ଗୋଟିଏ ଦିନ ବିତି…
Archives


