ଯୁବତୀଙ୍କ ସହ ଅଶ୍ଳୀଳ ଭିଡିଓ କଂଗ୍ରେସ ନେତାଙ୍କ ପାଇଁ ପଡିଲା ଭାରି, ଅଜୟ ରାୟ ନେଲେ ବଡ଼ ଆକ୍ସନ
ଲକ୍ଷ୍ନୌ,୩।୧୧: ସୋସିଆଲ ମିଡିଆରେ ଜଣେ ଯୁବତୀଙ୍କ ସହିତ ଅଶ୍ଳୀଳ ଭିଡିଓ ଭାଇରାଲ ହେବା ପରେ କଂଗ୍ରେସ ପ୍ରଦେଶ ଅଧ୍ୟକ୍ଷ ଅଜୟ ରାୟ ଡକ୍ଟର ୟୁନୁସ ଚୌଧୁରୀଙ୍କୁ ଜିଲା ଅଧ୍ୟକ୍ଷ ପଦରୁ ହଟାଇ ଦେଇଛନ୍ତି। ଯଦିଓ ଯୁବତୀ ଜଣଙ୍କ ଏପର୍ଯ୍ୟନ୍ତ ପୋଲିସ-ପ୍ରଶାସନ ନିକଟରେ…
ଏଟିଏମ୍ କାର୍ଡ ବଦଳାଇ ନେଇଗଲେ ୫୫ହଜାର
ବ୍ରହ୍ମପୁର, ୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ସହରରେ ଲୁଟେରା ସକ୍ରିୟ ହେବାରେ ଲାଗିଛନ୍ତି। ଗାର୍ଡବିହୀନ ଏଟିଏମ୍ କାଉଣ୍ଟରରେ ସହାୟତା କରିବା ଆଳରେ ଚଞ୍ଚକତା କରି ଜଣେ ଯୁବକ ଏଟିଏମ୍ କାର୍ଡ ବଦଳାଇ ପରେ ୫୫ହଜାର ଟଙ୍କା ଠକେଇ ହୋଇଥିବା ନେଇ ଟାଉନ ଥାନାରେ…
ଅଣ୍ଡା ବିକି କୋଟିପତି
ବେଙ୍ଗାଲୁରୁ: ସାଧାରଣତଃ କୁକୁଡ଼ା ଫାର୍ମଗୁଡ଼ିକରେ ବଡ଼ ବଡ଼ ପିଞ୍ଜରା ମଧ୍ୟରେ ବହୁ ଶହ କୁକୁଡ଼ାଙ୍କୁ ବନ୍ଦ କରି ରଖାଯାଇଥାଏ। ତେବେ ଏହି ପାରମ୍ପରିକ ପଦ୍ଧତି ପରିବର୍ତ୍ତେ ଏକ ନୂତନ ଢଙ୍ଗରେ କୁକୁଡ଼ା ଚାଷ କରି ମଞ୍ଜୁନାଥ ମାରାପନ୍ ଏବଂ ଅଶୋକ କନ୍ନନ୍…
ବେଆଇନ ମଦ ବିକ୍ରି: ତାତିଲେ ଏସ୍ଏଚ୍ଜି ମହିଳା
ଧାମନଗର୩।୧୧(ସନ୍ତୋଷ କୁମାର ମହାପାତ୍ର): ୪ ବର୍ଷରୁ ଊଦ୍ଧର୍ବ ହେଲା ବେଆଇନ ମଦ ବିକ୍ରି ନେଇ ଅଭିଯୋଗ ପରେ କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ଏସ୍ଏଚ୍ଜି (ସ୍ବୟଂସହାୟକ ଗୋଷ୍ଠୀ) ମହିଳା ତାତିଛନ୍ତି। ଶନିବାର ମହିଳା ଗୋଷ୍ଠୀର ସଦସ୍ୟାମାନେ ଏକାଠି ହୋଇ ପାନ ଦୋକାନରେ…
ପିଇବା ପାଣି ପାଇଁ ୧୦୦ ପରିବାର ହଇରାଣ
ଜଳେଶ୍ୱର, ୩।୧୧(ରବିନାରାୟଣ ପାତ୍ର): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ଶିଖରପୁର ପଞ୍ଚାୟତର ନାଣ୍ଢିପୋଖରୀ ଛକଠାରେ ବସବାସ କରି ଆସୁଥିବା ପ୍ରାୟ ୧୦୦ ପରିବାର ପିଇବା ପାଣି ନ ପାଇ ହଇରାଣ ହେଉଛନ୍ତି। ସେଠାରେ ଥିବା ନଳକୂପ ପ୍ରାୟ ବର୍ଷେ ହେଲା…
ପାର୍ବଣ ପରେ କମିଲା ଦର: ୩୦୦୦ ଖସିଲା ରୁପା,ଜାଣନ୍ତୁ ସୁନା ମୂଲ୍ୟ ଏବେ କେତେ?
ନୂଆଦିଲ୍ଲୀ,୩।୧୧: ଚଳିତ ବର୍ଷର ପାର୍ବଣ (ଦଶହରା, ଗଜଲକ୍ଷ୍ମୀ,କାଳୀପୂଜା ଏବଂ ଧନ୍ତେରସ୍) ସମୟରେ ଉଭୟ ସୁନା ଓ ରୁପା ଦର ସର୍ବୋଚ୍ଚସ୍ତରରେ ପହଞ୍ଚିଥିଲା। ଏପରିକି ପାର୍ବଣ କାରବାର ପାଇଁ ସବୁ ବର୍ଗର ଅଳଙ୍କାର ପ୍ରତିଷ୍ଠାନ ଆକର୍ଷଣୀୟ ଅଫର ଓ ଉପହାରର ବ୍ୟବସ୍ଥାକରି ପାର୍ବଣ…
ଚମ୍ପୁଆ ବନ୍ଦ, ସୀମାନ୍ତରେ ଉତ୍ତେଜନା
ଚମ୍ପୁଆ/କେନ୍ଦୁଝର,୩।୧୧(ମହେଶ୍ୱର ଦାସ/ ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଓ ଝାଡ଼ଖଣ୍ଡ ମଧ୍ୟରେ ଲାଇଫ୍ଲାଇନ ସାଜିଥିବା ବୈତରଣୀ କୂଳରେ ଅବସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରର ଶିବଲିଙ୍ଗକଶୁକ୍ରବାର ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଘଟଣାକୁ ନେଇ ରାତିଠାରୁ ଝାଡ଼ଖଣ୍ଡ ଅଞ୍ଚଳ ଜୟନ୍ତିଗଡ଼ଠାରେ ଉତ୍ତେଜନା ଲାଗି ରହିଛି।ହିନ୍ଦୁବାଦୀମାନେ…
ଲରେନ୍ସଙ୍କ ଭାଇଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ ପ୍ରକ୍ରିୟା ଆରମ୍ଭ
ମୁମ୍ବାଇ, ୩।୧୧: ମୁମ୍ବାଇ ପୋଲିସ କ୍ରାଇମବ୍ରାଞ୍ଚ୍ ଶନିବାର ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ଭାଇ ଅନ୍ମୋଲ ବିଷ୍ଣୋଇଙ୍କୁ ଆମେରିକାରୁ ପ୍ରତ୍ୟର୍ପଣ କରି ଆଣିବା ପ୍ରକ୍ରିୟା ଆରମ୍ଭ କରିଛି। ଅଭିନେତା ସଲମାନ ଖାନ୍ଙ୍କ ଘର ବାହାରେ ଗୁଳିଚାଳନା ମାମଲାରେ ମୁମ୍ବାଇ ପୋଲିସର ଓ୍ବାଣ୍ଟେଡ ତାଲିକାରେ…
କାନାଡା ସାଇବର ବିପଦ ତାଲିକାରେ ଭାରତ
ଓଟ୍ଟାଓ୍ବା,୩ା୧୧(ପି.ଟି.): କାନାଡା ଏହାର ସାଇବର ବିପଦ ଆଡଭାଇଜରି ତାଲିକାରେ ପ୍ରଥମ ଥର ପାଇଁ ଭାରତକୁ ଯୋଡ଼ିଛି। ଭାରତ ସରକାରଙ୍କ ପ୍ରାୟୋଜିତ ଆକ୍ଟରମାନେ କାନାଡା ବିରୋଧରେ ଗୁପ୍ତଚରଗିରି କରୁଥାଇପାରନ୍ତି ବୋଲି ଓଟ୍ଟାଓ୍ବା କହିଛି। ଜାତୀୟ ସାଇବର ଥ୍ରେଟ୍ ଆସେସ୍ମେଣ୍ଟ ୨୦୨୫-୨୬ ରିପୋର୍ଟରେ ଚାଇନା,…
ଦନ୍ତାକୁ ୧୦୦ ମିଟର ଘୋଷାରିନେଲା ଟ୍ରେନ୍
ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ସଦର ରେଞ୍ଜ୍ର ମେରାମଣ୍ଡଳି ରେଳଷ୍ଟେଶନ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ମାଲବାହୀ ଟ୍ରେନ୍ ଧକ୍କାରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ହାତୀ କରିଡର ଅଞ୍ଚଳରେ ସନ୍ଧ୍ୟା ୬ରୁ ପରଦିନ ସକାଳ ୬ଟା ପର୍ଯ୍ୟନ୍ତ ଟ୍ରେନ୍ ଘଣ୍ଟା…
ଏଇ ଭାରତରେ
କୃଷି ପାଇଁ ରସିକ ନାକୌମଙ୍କୁ ଶିକ୍ଷକ ଚାକିରି ଛାଡ଼ିବାକୁ ପଡ଼ିଛି। ସେ ବିନା ମାଟିରେ ଅର୍ଥାତ୍ କେବଳ ପାଣିରେ(ହାଇଡ୍ରୋପୋନିକ) ପଦ୍ଧତିରେ ଚାଷ କରିବା ସହ ଗତ ୫ ବର୍ଷ ମଧ୍ୟରେ ୫୦୦୦ ଲୋକଙ୍କୁ ଏହି ଚାଷ ସମ୍ପର୍କରେ ପ୍ରଶିକ୍ଷଣ ଦେଇସାରିଲେଣି। ସେ…
ଏନ୍ଆଇଏନ୍ଏଲ୍ କାରଖାନାରେ ଶ୍ରମିକ ନିଖୋଜ ମାମଲା: ମାଟି ତଳୁ ମିଳିଲା ମୃତଦେହ
ଯାଜପୁର/କଳିଙ୍ଗନଗର(ହର୍ଷବର୍ଦ୍ଧନ ବେହେରା/ଶୁଭାଶିଷ ରାଉତ),୨ା୧୧: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଟାଟା ଷ୍ଟିଲ୍ ଦ୍ୱାରା ପରିଚାଳିତ ନୀଳାଚଳ ଇସ୍ପାତ ନିଗମ ଲିମିଟେଡ୍(ଏନ୍ଆଇଏନ୍ଏଲ୍)ର ବ୍ୟାଚିଂ ପ୍ଲାଣ୍ଟ ନିକଟ ମାଟି ତଳୁ ନିଖୋଜ ଶ୍ରମିକ ସିଲୁ ପ୍ରଧାନ(୨୨)ଙ୍କ ମୃତଦେହକୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଶନିବାର କଢ଼ାଯାଇଛି।…

