ଅଭିରାମଙ୍କ ୨ କିଡ୍ନୀ ନଷ୍ଟ, ଚିକିତ୍ସାରେ ଅର୍ଥ ସାଜିଛି ବାଧକ
ରାଜକନିକା,୧ା୭(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଭାରିଗଦା ପଞ୍ଚାୟତ ଝରକଟା ଗାଁର ଅଭିରାମ ଧଳ(୪୫) ନିଜ ପରିବାରକୁ ଭଲରେ ଚଳାଇବା ପାଇଁ ଦୀର୍ଘ ୧୫ବର୍ଷ ହେବ ତାମିଲନାଡୁ କୋଇମ୍ବାଟୁରରେ ଏକ ସୂତାକଳରେ କାମ କରୁଥିଲେ। ପରିବାର କହିଲେ ସ୍ତ୍ରୀ…
ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା
ଭୁବନେଶ୍ୱର,୧ା୭: ଆଇସିଆଇସିଆଇ ବ୍ୟାଙ୍କର ନୂତନ ସୁବିଧା ‘ସ୍ମାର୍ଟ ଲକ୍’ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ଆଇମୋବାଇଲ୍ ପେ’ରେ ବ୍ୟାଙ୍କର ନୂତନ ସୁବିଧା ‘ସ୍ମାର୍ଟ ଲକ୍’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଗ୍ରାହକମାନେ ଫୋନ୍ କିମ୍ବା ଇ-ମେଲ୍ ମାଧ୍ୟମରେ ଗ୍ରାହକ ସେବା…
ଏଏମ୍ଏଫ୍ର ନୂତନ ଉତ୍ପାଦ
ନୂଆଦିଲ୍ଲୀ,୧ା୭: ଆକ୍ସିସ୍ ମ୍ୟୁଚୁଆଲ୍ ଫଣ୍ଡ (ଏଏମ୍ଏଫ୍) ର ନୂତନ ଉତ୍ପାଦ ‘ଆକ୍ସିସ୍ ନିଫ୍ଟି ୫୦୦ଇଣ୍ଡେକ୍ସ ଫଣ୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ନୂଆ ଫଣ୍ଡ ଅଫରର ଅନାବରଣ ନିକଟରେ ହୋଇଯାଇଛି। ବିଶେଷ କରି ଏହା ଏକ ଓପନ୍ ଏଣ୍ଡେଡ…
ଘରପିଣ୍ଡାରୁ ଓହ୍ଲାଇଲେ ରାସ୍ତା କାଦୁଅ
ଡେରାବିଶ,୧ା୭(ବେବର୍ତ୍ତା ଅଜୟ ଦାସ): ସ୍ବାଧୀନତାର ୭୬ବର୍ଷ ପରେ ମଧ୍ୟ ଗ୍ରାମକୁ ରାସ୍ତା ନାହିଁ। ମୁନ୍ଦାଏ ବର୍ଷା ହେଲେ ସାହି ଭିତର ରାସ୍ତାଟି ପାଣି କାଦୁଅରେ ଭର୍ତ୍ତି ହୋଇଯାଉଛି। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଏଣ୍ଡର ପଞ୍ଚାୟତ…
ଶିକ୍ଷାଠାରୁ ବିବାହରେ ଅଧିକ ଖର୍ଚ୍ଚ କରୁଛନ୍ତି ଭାରତୀୟ
ଭୁବନେଶ୍ୱର,୧ା୭(ଅନୁରାଧା ମହାରଣା): ଭାରତୀୟମାନେ ଖାଦ୍ୟକୁ ବାଦ ଦେଲେ ସବୁଠାରୁ ଅଧିକ ଖର୍ଚ୍ଚ ବିବାହ ଉତ୍ସବରେ ଖର୍ଚ୍ଚ କରନ୍ତି। ଏପରିକି ଭାରତୀୟତମାନେ ଶିକ୍ଷା ପାଇଁ ବ୍ୟୟ କରୁଥିବା ଅର୍ଥର ଦୁଇଗୁଣାରୁ ଅଧିକ ବିବାହରେ ଖର୍ଚ୍ଚ କରିଥାନ୍ତି। ଭାରତୀୟ ବିବାହ ଉଦ୍ୟୋଗକୁ ନେଇ ପ୍ରକାଶିତ…
ମହାକାଳପଡ଼ାରେ କୋଲକାତା ମାଛ ଯାଆଁଳ
ମହାକାଳପଡ଼ା,୧ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ କିଛିଦିନ ହେବ କୋଲକାତା ଅଞ୍ଚଳର ମାଛ ଯାଆଁଳ ବ୍ୟବସାୟୀମାନେ ପସରା ମେଲାଇଛନ୍ତି। ନିକଟ ପୋଖରୀକୁ ଭଡ଼ା ଆକାରରେ ନେଇ ଗାଞ୍ଜ ଜାଲ ଘେରି କରି ମାଛ ଯାଆଁଳ ସଂରକ୍ଷିତ ରଖି ସ୍ଥାନୀୟ…
କାଳିଆ, ବଳିଆ, ସୁଭଦ୍ରାଙ୍କ ଭଳି ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧ା୭ (ଅସମାପିକା ସାହୁ): ଭାଜପାର ସମ୍ବର୍ଦ୍ଧନା ସଭା ରବିବାର ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ କେନ୍ଦ୍ରମନ୍ତ୍ରୀ, ରାଜ୍ୟ…
ଗୋପନରେ ଚାଲିଛି ବାଲ୍ୟବିବାହ, ରାଜ୍ୟ ବାହାରକୁ ଯାଉଛନ୍ତି ଝିଅ
ମହାକାଳପଡ଼ା,୧ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଦିନକୁଦିନ ବାଲ୍ୟ ବିବାହ ବୃଦ୍ଧି ପାଇବାରେ ଲାଗିଛି। ଏହା ଏକ ସାମାଜିକ ବ୍ୟାଧି ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତବ୍ୟକ୍ତ କରିଛନ୍ତି। ବ୍ଲକର ବିଶେଷ କରି ଦାରିଦ୍ର୍ୟ, ନିରକ୍ଷର ଓ…
ସପ୍ତଶଯ୍ୟାରେ ନିଖୋଜ ୫ ଛାତ୍ରଙ୍କୁ ଠାବକଲା ବନ ବିଭାଗ
ଢେଙ୍କାନାଳ,୧ା୭(ରତନ ନାୟାର): ଢେଙ୍କାନାଳର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ସବୁଜିମା ଜଙ୍ଗଲ ସପ୍ତଶଯ୍ୟା ବୁଲିବାକୁ ଆସିଥିବାବେଳେ ୫ଜଣ ଛାତ୍ର ରବିବାର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ସହିତ ଆସିଥିବା ଅନ୍ୟ ଦୁଇଜଣ ଛାତ୍ରଙ୍କଠାରୁ ଖବରପାଇ ସଦର ଥାନା ପୋଲିସ ଓ ବନବିଭାଗ ପକ୍ଷରୁ ଛାତ୍ରମାନଙ୍କୁ…
ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ
ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍ଡିଜେଏମ୍ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚରମ୍ପା ଏରେଇଁର ପ୍ରମୋଦ କୁମାର ରବୀନ୍ଦ୍ର ବେହେରା(୨୬), କୁଅଁାସର ରାକେଶ କୁମାର ହରିରାମ…
ଭୋଟ ହେଉଛି ଗଙ୍ଗାସ୍ନାନ
୨୦୨୪ ଲୋକ ସଭା ନିର୍ବାଚନ ସରି ସରକାର ଗଠନ ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପରମ୍ପରା ଅନୁଯାୟୀ ପାର୍ଲାମେଣ୍ଟରେ ତାଙ୍କ ଅଭିଭାଷଣ ରଖିସାରିଛନ୍ତି। ସେଥିରେ ସେ ୧୯୭୫ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଦ୍ୱାରା ଦେଶରେ ଲାଗୁ କରାଯାଇଥିବା ଜରୁରିକାଳୀନ ପରିସ୍ଥିତି…
ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ
ଭୁବନେଶ୍ୱର,୧ା୭ (ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିବ। ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ…
Archives


