କୋହଲିଙ୍କ ଶତକ ସତ୍ତ୍ୱେ ହାରିଲା ଟିମ୍ ଇଣ୍ଡିଆ
ଇନ୍ଦୋର,୧୮।୧- ଇନ୍ଦୋର ହୋଲକର ଷ୍ଟାଡିୟମରେ ରବିବାର ବିରାଟ କୋହଲିଙ୍କ ଦମ୍ଦାର ଶତକ ସତ୍ତ୍ୱେ ଭାରତ ୪୧ ରନରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଛି। ଡାରଲି ମିଚେଲ ଓ ଗ୍ଲେନ ଫିଲିପ୍ସଙ୍କ ଶତକ ବଳରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ…
ଜନବସତିକୁ ମାଡି ଆସିଲେ ହାତୀପଲ ; ଖାଇଗଲେ ଅମଳ ଧାନ, ଚିନ୍ତାରେ…
ଦିଗପହଣ୍ଡି,୧୮ା୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର, ସୁନାଖଣ୍ଡି ହରିଣା, ନୂଆଗଡ ପ୍ରଭୃତି ଗ୍ରାମମାନଙ୍କରେ ଗତ ପ୍ରାୟ ୧ ମାସରୁ ଉର୍ଦ୍ଧ୍ବ ହେଲା ହାତୀ ଉପଦ୍ରବ ଦେଖିବାକୁ ମିଳୁଛି । ଫଳରେ ସନ୍ଧ୍ୟା ହେଲେ ରାସ୍ତାରେ ଚଳପ୍ରଚଳ…
କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି
ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ଜାନୁଆରୀ ୨୫ ତାରିଖରେ କେତୁଙ୍କ ସ୍ଥିତି ପରିବର୍ତ୍ତନ ହେବ। କେତୁ ପୂର୍ବାଫାଲଗୁନି ନକ୍ଷତ୍ରର…
ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ
ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣା ତଦନ୍ତ ଆରମ୍ଭ କରିଛି। ତେବେ ମୃତଦେହ ସେଠାକୁ କିପରି…
କେନାଲରୁ ମିଳିଲା ଶିଶୁପୁତ୍ରର ମୃତଦେହ, ଭାସିଯାଇ…
ବରଗଡ଼,୧୮।୧(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସଦର ଥାନା ଅନ୍ତର୍ଗତ ସୟାଁ ପଡିଆ ପାଖ ଦେଇ ଯାଇଥିବା କେନାଲରୁ ରବିବାର ଜଣେ ଶିଶୁପୁତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଶିଶୁ ଜଣକ ହେଲେ, ସୟାଁ କେନାଲ ପଡାର ଡାକ୍ତର ବରିହାଙ୍କ ପୁଅ ଅଜିତ…
ଯୋଗେନ୍ଦ୍ରଙ୍କୁ ମିଳିଲା ଗୁରୁଦାୟିତ୍ୱ: ନବୀନଙ୍କୁ ଜଣାଇଲେ କୃତଜ୍ଞତା
ବଡ଼ଗାଁ, ୧୮।୧(ଅଶୋକ ଷଡଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ବିଜେଡି ସଭାପତି ଭାବେ ଫୁଲବାରୀ ସରପଞ୍ଚ ତଥା ବଡ଼ଗାଁ ବ୍ଲକ ସରପଞ୍ଚ ସଂଘ ସଭାପତି ଯୋଗେନ୍ଦ୍ର କିଷାନ ମନୋନୀତ ହୋଇଛନ୍ତି । ପୁରୁଖା ବିଜେଡି କର୍ମୀ ଭାବେ ସେ ବଡ଼ଗାଁ ବ୍ଲକରେ…
ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ
ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ ଅବକାରୀ ବିଭାଗ ଏବଂ ପୋଲିସ ସୁରକ୍ଷା ବାହିନୀର ମିଳିତ ଉକ୍ତ ଥାନା…
ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…
କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ ଖ ଜୋନ ଜିଲ୍ଲା ପରିଷଦ ସଭ୍ୟ ରହିଥିବା ବେଳେ ଗତ ଜିଲ୍ଲା ପରିଷଦ ନିର୍ବାଚନରେ…
୭୬ତମ କୁର୍ଶୁଲା ମକରମେଳା ଉଦଯାପିତ; ଚଣ୍ଡୀଙ୍କ ପୀଠରେ ପଡିଲା ବଳି, ୨କୋଟିରୁ…
କର୍ଲାମୁଣ୍ଡା,୧୮ା୧ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲା ସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରରେ ଚାଲୁଥିବା ୭୬ତମ ମକରମେଳା ରବିବାର ଉଦଯାପିତ ହୋଇଯାଇଛି । ଗତ ୧୨ ତାରିଖ ଦିନ ନେଉଳ ପ୍ରବେଶ ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା…
ପାଟପୁରରେ କ୍ରିକେଟ ମ୍ୟାଚ୍, ବ୍ଲୁ ୱାରିୟର ଟିମ୍ ବିଜୟୀ
ଦିଗପହଣ୍ଡି/ପାଟପୁର,୧୮|୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ମିନି ଷ୍ଟାଡିୟମରେ ସ୍ଥାନୀୟ ଫ୍ରେଣ୍ଡସ୍ସ କ୍ରିକେଟ କ୍ଲବ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତବର୍ଷ ବନ୍ଧୁତ୍ବପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି । ରବିବାର କ୍ଲବର…
ବସ୍ ମାଲିକ ସଂଘର ବଡ଼ ନିଷ୍ପତ୍ତି: ପାରାଦୀପରୁ ଗଡ଼ିବନାହିଁ ଘରୋଇ ବସ୍
ପାରାଦୀପ,୧୮।୧: ମୁଖ୍ୟମନ୍ତ୍ରୀ ବସ୍ ଚଳାଚଳକୁ ବିରୋଧ କରି ଘରୋଇ ବସ୍ ମାଲିକ ସଂଘ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛି। ସୋମବାର ସକାଳ ୬ଟାରୁ ପାରାଦୀପ ବସ୍ଷ୍ଟାଣ୍ଡରୁ ଘରୋଇ ବସ୍ ଗଡ଼ିବ ନାହିଁ ବୋଲି ସଂଘ ପକ୍ଷରୁ ଜନସାଧାରଣଙ୍କୁ ଅବଗତ କରି…
ବନ୍ଦେ ଭାରତ ଟ୍ରେନ ପାଇଁ ଆସିଲା ନୂଆ ନିୟମ, ଟିକେଟ୍ ବାତିଲ କଲେ କଟିଯିବ…
ନୂଆଦିଲ୍ଲୀ,୧୮ା୧: ବନ୍ଦେ ଭାରତ ଏକ୍ସପ୍ରେସର ଅପାର ସଫଳତା ପରେ, ଦେଶକୁ ଏବେ ପ୍ରଥମ “ବନ୍ଦେ ଭାରତ ସ୍ଲିପର” ଟ୍ରେନର ଉପହାର ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାଓ୍ବଡା ଏବଂ କାମାଖ୍ୟା (ଗୌହାଟି) ମଧ୍ୟରେ ଚାଲୁଥିବା ଏହି ପ୍ରଥମ ସ୍ଲିପର ଟ୍ରେନକୁ ନିକଟରେ ପତାକା…
Archives


