ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ
ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ଭିତରେ ସବୁକିଛି ଠିକ ଅଛି ବୋଲି କୁହାଯାଇପାରିବ ନାହିଁ; ଏହା ଏଜବାଷ୍ଟନରେ…
ବାଇକ୍ ଉପରେ ଚଢ଼ିଗଲା ଟ୍ରକ୍, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ
ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା। ଫଳରେ ସ୍ବାମୀଙ୍କ ଆଗରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ…
ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍, ଆଉ ତା’ପରେ ଯାହା ଘଟିଲା…
ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ ଛକ ନିକଟରେ ମଙ୍ଗଳବାର ସକାଳ ପ୍ରାୟ ୬ଟା ୪୦ ମିନିଟ ସମୟରେ ଏକ…
SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…
ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସ୍ବତନ୍ତ୍ର…
ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର
ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଧ୍ୟ କରିଛି। ଘଟଣା ସମ୍ପର୍କରେ ସ୍ପଷ୍ଟୀକରଣ ମାଗିବା ପାଇଁ ଭାରତ ସରକାର ଦିଲ୍ଲୀରେ…
ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…
ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍ ହାରିବା ପରେ ଦିନିକିଆ ସିରିଜ୍ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ। ଏହି ସିରିଜ୍ରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଭିଳି ଭେଟରାନ ଖେଳିବେ।…
ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ
ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା କରାଯାଉଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି । ଭାଇରାଲ ଭିଡିଓରେ, ଜଣେ ପୁରୋହିତ…
ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ
କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ ସମାଗମ ହୋଇଛି। ସ୍ନାନଯାତ୍ରା ପରେ ଅଣସର ଘରେ ୧୫ ଦିନ ଧରି ବିରାଜମାନ…
ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ
ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କହିଛନ୍ତି, ଭାରତର ଏକ ଦୃଢ଼ ଶାନ୍ତି ରକ୍ଷା ରେକର୍ଡ ଅଛି। ବିକାଶ ପାଇଁ…
ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ
ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ ପ୍ରକାଶ ପାଇଛି, ଯାହା ପ୍ରକାଶ କରିଛି ଯେ ତାଙ୍କର କୌଣସି ଘର କିମ୍ବା…
ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍ପି
ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି । ମଙ୍ଗଳବାର ଭୋର୍ରୁ ନୀତିକାନ୍ତି ସମ୍ପନ୍ନ ହେଲା ପରେ ଚତୁର୍ଦ୍ଧାବିଗ୍ରହ ନବ ଯୌବନରେ ଦର୍ଶନ…
୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍’
ଲସ୍ ଆଞ୍ଜେଲସ୍, ୧୪।୭: କିଙ୍ଗ୍ ଅଫ୍ ପପ୍ ଭାବେ ପରିଚିତ ମାଇକେଲ୍ ଜ୍ୟାକସନ୍ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ ସୃଷ୍ଟି କରିଛି। ସିନେମାଟି ବିଶ୍ୱବ୍ୟାପୀ ୧ ବିଲିୟନ ଆମେରିକୀୟ ଡଲାର (୧୦୦ କୋଟିରୁ…

