ନିର୍ବାଚନ ପାଇଁ ଜିଲାର ସମସ୍ତ ସରକାରୀ ଅଧିକାରୀ, କର୍ମଚାରୀଙ୍କ ଛୁଟି ବାତିଲ
କଟକ,୧୧।୫ (କାର୍ତ୍ତିକ ସାହୁ): ଚଳିତ ନିର୍ବାଚନ ପାଇଁ ଶନିବାର ଓ ରବିବାର ସମେତ ସମସ୍ତ ସାଧାରଣ ଛୁଟିକୁ ବାତିଲ କରାଯାଇଛି। ଫଳରେ ଶନିବାର ଓ ରବିବାର ପଡୁଥିବା ମେ’ ମାସର ୧୧, ୧୨, ୧୯, ୨୩, ୨୫, ୨୬, ୩୦ ଓ…
ରାଜନୀତିରୁ ଦୂରେଇ ରହିବେ ଟ୍ରମ୍ଫଙ୍କ ସାନ ପୁଅ
ଓ୍ବାଶିଂଟନ,୧୧।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନପୁଅ ବାରୁନ ବର୍ତ୍ତମାନ ରାଜନୀତିରୁ ଦୂରେଇ ରହିବେ। ନିକଟରେ ଖବର ଆସିଥିଲା ଯେ ସେ ଟ୍ରମ୍ପ ପରିବାରର ନୂତନ ସଦସ୍ୟ ହୋଇପାରନ୍ତି, ଯିଏ ରାଜନୀତିରେ ପ୍ରବେଶ କରିବେ। ଜୁଲାଇରେ ଅନୁଷ୍ଠିତ ହେବାକୁ ଥିବା…
ବିଜେଡି ଛାଡିଲେ ବ୍ଲକ ଅଧ୍ୟକ୍ଷା ଅନିମା
ଖଜୁରିପଡା,୧୧ା୫ (ବିଦୂର ବେହେରା ): ଖଜୁରିପଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ତଥା କନ୍ଧମାଳ ଜିଲା ବିଜୁ ମହିଳା ଜନତା ଦଳର ଜିଲା ସଭାନେତ୍ରୀ ଅନିମା କହଁର ବିଜେଡିର ସମସ୍ତ ପଦପଦବୀ ଏବଂ ପ୍ରାଥମିକ ସଦସ୍ୟା ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଇସ୍ତଫା…
କେଜରିଓ୍ବାଲ, ସଞ୍ଜୟ ସିଂଙ୍କ ପାଇଁ ଦେବଦୂତ ସାଜିଲେ କଂଗ୍ରେସର ଏହି ନେତା
ନୂଆଦିଲ୍ଲୀ,୧୧।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଛି। ସେହିଭଳି ସଞ୍ଜୟ ସିଂଙ୍କୁ ଦିଲ୍ଲୀ ଲିକର୍ ପଲିସି ମାମଲାରେ ମଧ୍ୟ ଜାମିନ ମିଳିଛି। ତେବେ ଏହି ଆମ ଆଦମୀ ପାର୍ଟି (ଏଏପି) ନେତାମାନଙ୍କୁ ଜେଲରୁ ବାହାରକୁ ଆଣିବାରେ ଜଣେ…
ଶୀତଳ ହେଲା ଶିମିଳିପାଳ
ବାରିପଦା,୧୧।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ପରିପୂର୍ଣ୍ଣ ପ୍ରକୃତି ରାଣୀ ଶିମିଳିପାଳକୁ ପ୍ରାକୃତିକ ବର୍ଷାରୁ ସୁରକ୍ଷା ମିଳିଛି। ଶୀତଳ ହୋଇଛି ଅଭୟାରଣ୍ୟ ବନାଗ୍ନି। ଦୀର୍ଘ ୫୦ଦିନ ଧରି ଜଳୁଥିବା ଶିମିଳିପାଳ ଅଭୟାରଣ୍ୟରେ ବର୍ଷା ଯୋଗୁ ନିଆଁ ପ୍ରଶମିତ ହୋଇଛି। ଫଳରେ କର୍ମଚାରୀମାନଙ୍କୁ…
ହାତ ମିଳାଇବାକୁ ଅଫର ଦେଲେ ମୋଦି, ଜବାବରେ ଶରଦ ପାଓ୍ବାର କହିଲେ…
ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ଏନସିପି (ଏସପି) ନେତା ଶରଦ ପାୱାର ଦେଇଥିବା ବୟାନକୁ ଟାର୍ଗେଟ କରି ତାଙ୍କୁ ଭାଜପା ସହ ହାତ ମିଳାଇବାକୁ ପ୍ରସ୍ତାବ ଦେଇଥିଲେ। ବର୍ତ୍ତମାନ ଶରଦ ପାୱାର ପ୍ରଧାନମନ୍ତ୍ରୀଙ୍କ ଏହି ଅପମାନର ଜବାବ ଦେଇ କହିଛନ୍ତି…
ଛାତ ନ ପଡ଼ି ଫାଇନାଲ ବିଲ୍
ପାଟଣା,୧୧ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ବୁଢ଼ିକାପୁଡ଼ି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହା ଦୁର୍ନୀତି ହୋଇଛି। ଏ ନେଇ ଖୋଦ ସରପଞ୍ଚ ମମତାମୟୀ ନାଏକ ଶୁକ୍ରବାର ପାଟଣା ବିଡିଓଙ୍କଠାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ବିଡିଓ ଶିବ…
ପୁଣି ଖସିଲା ବେରିଂ, ଭାରିଯାନ ଚଳାଚଳ ବନ୍ଦ
ଆନନ୍ଦପୁର,୧୧ା୫(ଉମେଶ ଚନ୍ଦ୍ର ପାଢ଼ୀ/ସୁଶାନ୍ତ କୁମାର ସାହ): କେନ୍ଦୁଝର ଜିଲା ଆନନ୍ଦପୁରର ବୈତରଣୀ ସେତୁ ବିପଦସଙ୍କୁଳ ଅବସ୍ଥାରେ ରହିଛି। ପୂର୍ବରୁ ସେତୁର ୫ ନଂ. ସ୍ପାନ୍ ବେରିଂ ଖସିଥିଲା। ଏବେ ପୁଣି ୭ ନଂ. ବେରିଂ ଖସିବାରୁ ଭାରିଯାନ ଚଳାଚଳ ଉପରେ ରୋକ…
ଅବଦୁ ରୋଜିକଙ୍କର ହେଲା ଏନଗେଜମେଣ୍ଟ, ପ୍ରଶଂସକଙ୍କୁ ଦେଖାଇଲେ ଭାବି ସ୍ତ୍ରୀଙ୍କ ଫଟୋ
ଦଶାନବେ: ବିଗ ବସ ୧୬ର ଷ୍ଟାର ଅବଦୁ ରୋଜିକ ଏହି ଶୋ’କୁ ଆସିବା ପରେ ତାଙ୍କର ଲୋକପ୍ରିୟତା ବହୁତ ବୃଦ୍ଧି ପାଇଛି। ସେ ଏହି ଶୋ’କୁ ଆସି ପ୍ରାଧାନ୍ୟ ବିସ୍ତାର କରିଥିଲେ। ସମସ୍ତେ ତାଙ୍କ କ୍ୟୁଟନେସ ଓ ନିଷ୍ପାପ ମନକୁ ଦେଖି…
ଅକ୍ଷୟତୃତୀୟା କାରବାର ଉତ୍ସାହଜନକ
ଭୁବନେଶ୍ୱର,୧୧।୫ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ମଧ୍ୟ ବେଶ୍ ଉତ୍ସାହଜନକ ରହିଥିଲାବେଳେ ସର୍ବଭାରତୀୟ ସ୍ତରରେ ସୁନା କାରବାର ୧୫ରୁ ୨୦% ବୃଦ୍ଧି ପାଇଛି ବୋଲି ଇଣ୍ଡିଆନ ବୁଲିଅନ ଆଣ୍ଡ ଜୁଏଲର୍ସ ଆସୋସିଏସନ ପକ୍ଷରୁ ଆକଳନ…
ମାର୍ଚ୍ଚରେ ଖସିଲା ଆଇଆଇପି ଅଭିବୃଦ୍ଧି
ଭୁବନେଶ୍ୱର,୧୧।୫ (ଅନୁରାଧା ମହାରଣା): ଦେଶରେ ଶିଳ୍ପ ଉତ୍ପାଦନର ଗତି ମନ୍ଥର ହୋଇଯାଇଛି। ଇଣ୍ଡେକ୍ସ ଅଫ୍ ଇଣ୍ଡଷ୍ଟ୍ରିଆଲ ପ୍ରଡକ୍ସନ (ଆଇଆଇପି)ର ତଥ୍ୟ ଅନୁଯାୟୀ, ୨୦୨୪ ମାର୍ଚ୍ଚରେ ଶିଳ୍ପ ଉତ୍ପାଦନର ଅଭିବୃଦ୍ଧି ହାର ୪.୯ ପ୍ରତିଶତ ହୋଇଛି। ଫେବୃଆରୀରେ ଏହି ଅଭିବୃଦ୍ଧି ହାର ୫.୭ ପ୍ରତିଶତ…
ବାସନ୍ଦ ହେଲେ ଆଉ ଦୁଇ ଖେଳାଳି
ଲଣ୍ଡନ, ୧୦ା୫: ବେଲିଜିୟମସ୍ଥିତ ଏକ ମ୍ୟାଚ ଫିକ୍ସିଂ ସିଣ୍ଡିକେଟ୍ ସହିତ ସମ୍ପୃକ୍ତିକୁ ନେଇ ଆଉ ଦୁଇ ଜଣ ନିମ୍ନ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ଖେଳରୁ ସସ୍ପେଣ୍ଡ ହୋଇଛନ୍ତି। ଇଣ୍ଟରନ୍ୟାଶନାଲ ଟେନିସ ଇଣ୍ଟିଗ୍ରିଟି ଏଜେନ୍ସି ତରଫରୁ ଏହି ବିଷୟରେ ସୂଚନା ଦିଆଯାଇଛି। ବାରମ୍ବାର ଦୁର୍ନୀତି…
Archives


