ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ଆଜି ଥମିବ ପ୍ରଚାର
ଭୁବନେଶ୍ୱର,୧୧।୫: ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ମତଦାନ ମେ’ ୧୩ ଅନୁଷ୍ଠିତ ହେବ। ତେବେ ମତଦାନ ପାଇଁ ଆଜି ପ୍ରଚାର ସରିବ । ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକ ସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ମତଦାନ…
ନାମାଙ୍କନ ଦାଖଲ ବେଳେ ସାମ୍ନାକୁ ଆସିଲା ବଡ଼ ସତ୍ୟତା, ବର୍ଷାଙ୍କର ରହିଛି ୮ ନାଁ
ଭୁବନେଶ୍ୱର,୧୧।୫: ବଡ଼ଚଣା ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଶୁକ୍ରବାର ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବର୍ଷା ଦାଖଲ କରିଥିବା ସତ୍ୟପାଠ ଏବେ ବିଜେଡିର ନିଦ ହଜାଇ ଦେଇଛି। ବର୍ଷାଙ୍କ ବିଭିନ୍ନ ସରକାରୀ ରେକର୍ଡରେ ଭିନ୍ନ ଭିନ୍ନ…
ଓଡ଼ିଶାରୁ ଭାଗନେବେ ୧୮ ଆଥ୍ଲେଟ
ଭୁବନେଶ୍ୱର, ୧୧।୫ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚଳିତ ମାସ ୧୨ରୁ ୧୫ ପର୍ଯ୍ୟନ୍ତ ହେବାକୁଥିବା ୨୭ତମ ଜାତୀୟ ଫେଡେରେଶନ କପ୍ ସିନିୟର ଆଥ୍ଲେଟିକ୍ସ ପ୍ରତିଯୋଗିତାରେ ଓଡ଼ିଶାର ମୋଟ ୧୮ ଆଥ୍ଲେଟ ଅଂଶଗ୍ରହଣ କରିବେ। ସେମାନଙ୍କ ମଧ୍ୟରେ ୫ ମହିଳା ପ୍ରତିଯୋଗୀ…
ଇନ୍ଷ୍ଟାଗ୍ରାମ୍ରେ ପାଣ୍ଡିଆନ୍
ଭୁବନେଶ୍ୱର, ୧୧।୫(ଅନିଲ ଦାସ): ସାମାଜିକ ଗଣମାଧ୍ୟମ ଇନ୍ଷ୍ଟାଗ୍ରାମ୍ରେ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଦଳର ନିର୍ବାଚନ ଇସ୍ତାହାର ସମ୍ପର୍କରେ ଯୁବପିଢ଼ିଙ୍କୁ ସୂଚନା ଦେଇ ଭୋଟ ଭିକ୍ଷା କରୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ସେ ଏକ ମୋଟରସାଇକେଲରେ ଆସି ହେଲ୍ମେଟ…
ଧର୍ମେନ୍ଦ୍ର ଔଷଧ ବିକଳରେ ତାଟିଆ କାମୁଡ଼ୁଛନ୍ତି: ଲେନିନ୍
ସମ୍ବଲପୁର,୧୧ା୫(ପ୍ରମୋଦ ବହିଦାର): ଆଗାମୀ ୧୨ ବର୍ଷ ମଧ୍ୟରେ ଓଡ଼ିଶାକୁ ସମଗ୍ର ଦେଶରେ ଏକ ନମ୍ବର ରାଜ୍ୟରେ ପରିଣତ କରିବାକୁ ଲକ୍ଷ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାକୁ ଦୃଷ୍ଟିରେ ରଖି ବିଜେଡିର ନିର୍ବାଚନୀ ଇସ୍ତାହାରରେ ବିକଶିତ ଓଡ଼ିଶାର ଚିତ୍ର ପ୍ରତିଫଳିତ ହେଉଛି।…
ପ୍ରଣବ-ଧର୍ମେନ୍ଦ୍ର କୋଳାକୋଳି
ସମ୍ବଲପୁର,୧୧।୫ (ଭବାନୀଶଙ୍କର ଭୋଇ): ପବିତ୍ର ଅକ୍ଷୟତୃତୀୟା ଅବସରରେ ସମ୍ବଲପୁରର ଗଣପର୍ବ ଶୀତଳଷଷ୍ଠୀ ଯାତ୍ରାର ଥାଳ ଉଠାପର୍ବ ସମ୍ପନ୍ନ ହୋଇଛି। ତେବେ ଥାଳଉଠା ପର୍ବ ଅବସରରେ ସମ୍ବଲପୁରର ରାଜନୈତିକ ମାହୋଲରେ ଭିନ୍ନ ଏକ ଚିତ୍ର ଦେଖିବାକୁ ମିଳିଥିଲା। ପ୍ରତିଦିନ ବିଜେଡି ଭାଜପା ମଧ୍ୟରେ…
ସୁନ୍ଦରଗଡ଼କୁ ନୂଆ ପରିଚୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ
ସୁନ୍ଦରଗଡ, ରାଜଗାଙ୍ଗପୁର, ରାଉରକେଲା୧୧ା୫(ଜୟ ନାରାୟଣ ମେଣ୍ଡୁଳି/ ଅଶୋକ ପାଣି/ ଦିନେଶ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦିବାସୀଙ୍କୁ ଭଲ ପାଆନ୍ତି। ରାଜ୍ୟର ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ଆପଣମାନଙ୍କୁ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ମାଗଣାରେ ବିଜୁଳି…
ଭାଜପା ସରକାର ଆସିଲେ ରାମରାଜ୍ୟ ହେବ: ରାଜନାଥ
ରଣପୁର,୧୧ା୫(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଯୋଗଦେଇ ଓଡ଼ିଶାରେ ଭାଜପା ସରକାର ଆସିଲେ ରାମ ରାଜ୍ୟ ହେବ ବୋଲି ପ୍ରତିଶ୍ରୁତି…
ଗର୍ଭବତୀଙ୍କୁ ୪ କି.ମି. ଚଲାଇନେଲେ
ଭବାନୀପାଟଣା,୧୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ପୁଣି ଜନନୀ ଯନ୍ତ୍ରଣାର ଏକ ଚିତ୍ର ସାମ୍ନାକୁ ଆସିଛି। ରାସ୍ତା ନ ଥିବାରୁ ଗାଁକୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ୪ କି.ମି. ଚାଲି ଚାଲି ଡାକ୍ତରଖାନା ଗଲେ ଗର୍ଭବତୀ ମହିଳା। ଏଭଳି ଏକ…
୨୮ ହଜାର ମୋବାଇଲରେ ୨୦ ଲକ୍ଷ ନମ୍ବର
ନୂଆଦିଲ୍ଲୀ,୧୧ା୫: ସାଇବର ଅପରାଧରେ ବ୍ୟବହୃତ ହେଉଥିବା ୨୮,୨୦୦ ମୋବାଇଲ ଫୋନ୍କୁ ବ୍ଲକ୍ କରିବା ପାଇଁ କେନ୍ଦ୍ର ସରକାର ଶୁକ୍ରବାର ଟେଲିକମ୍ ଅପରେଟରମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଫୋନଗୁଡ଼ିକ ସହ ସମ୍ପୃକ୍ତ ଥିବା ୨୦ ଲକ୍ଷ ମୋବାଇଲ୍ ସଂଯୋଗକୁ ପୁନଃ ଯାଞ୍ଚ କରିବାକୁ…
ଏପରି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୋଇଯାଏ ପୁରୁଷ ଜୀବନ; ଜାଣନ୍ତୁ କାହାକୁ କହିଛନ୍ତି ଚାଣକ୍ୟ…
ବିବାହକୁ ସମସ୍ତଙ୍କର ଭିନ୍ନ ଚିନ୍ତାଧାରା ଥାଏ। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଲୋଡିଥାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ ବିଷୟରେ କୁହାଯାଇଛି ଯାହାଙ୍କୁ ବିବାହ କଲେ ଯେକୌଣସି ପୁରୁଷର ଜୀବନ ଧନ୍ୟ…
ୟୁଜିସି-ଏନ୍ଇଟି ଆବେଦନ ଅବଧି ବଢ଼ିଲା
ଭୁବନେଶ୍ୱର, ୧୦।୫(ଅସମାପିକା ସାହୁ) – ଆସନ୍ତା ମାସରେ ୟୁଜିସି-ଏନ୍ଇଟି ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଏହି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଅବଧିକୁ ଆଉ ୫ଦିନ ବୃଦ୍ଧି କରାଯାଇଛି। ଏ ନେଇ ଶୁକ୍ରବାର ଏନ୍ଟିଏ ପକ୍ଷରୁ ସୂଚନା…
Archives


