ଏଥର ହ୍ବାଟ୍ସଆପ୍ରେ ମିଳିବ ମାଟ୍ରିକ୍ ପରୀକ୍ଷାଫଳ
କଟକ,୧୦ା୫ (କାର୍ତ୍ତିକ ସାହୁ)- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଛାତ୍ରୀଛାତ୍ରମାନେ ପୂର୍ବରୁ ଏସ୍ଏମ୍ଏସ୍ ଓ ଓ୍ବେବ୍ସାଇଟ୍ରୁ ଡାଉନ୍ଲୋଡ୍ କରି ପରୀକ୍ଷାଫଳ ଜାଣୁଥିଲେ। ଏବେ ଆଉ ଏକ ନୂତନ…
ବିଶାଳ ରାଲି ନୁହେଁ, ପ୍ରାର୍ଥିପତ୍ର ଦାଖଲ ପାଇଁ ସାଇକେଲରେ ପହଞ୍ଚିଲେ ସୁରଙ୍କ ପୁଅ ସିଦ୍ଧାର୍ଥ
ନିମାପଡ଼ା,୧୦ା୫: ପ୍ରାର୍ଥୀପତ୍ର ଦାଖଲ ସମୟରେ ସମସ୍ତ ପ୍ରାର୍ଥୀ ବିଶାଳ ରାଲି କରି ଯାଉଥିବା ନଜର ଆସିଥାଏ। ହେଲେ ନିମାପଡ଼ା ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ଏକ ନିଆରା ଢଙ୍ଗରେ ପୁରୀ ଯାଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସକାଳ…
ଉଇକେଟ ନେବା ପରେ ବି ସେଲିବ୍ରେଟ୍ କରନ୍ତି ନାହିଁ ସୁନୀଲ ନରେନ୍, ପଛରେ ରହିଛି ଏଭଳି କାରଣ…
ନୂଆଦିଲ୍ଲୀ,୧୦।୫: କୌଣସି ବୋଲର ପାଇଁ ଉଇକେଟ ନେବା ସବୁଠାରୁ ବଡ଼ ମୂହୁର୍ତ୍ତ ହୋଇଥାଏ। ଏହାକୁ ନେଇ ସେ ନିଜର ଖୁସିକୁ ସେଲିବ୍ରେଶନ ମାଧ୍ୟମରେ ପରିପ୍ରକାଶ କରିଥାଏ। ହେଲେ ବହୁତ କମ୍ ବୋଲର ଅଛନ୍ତି ଯେଉଁମାନେ ଉଇକେଟ ନେଇ ବି ପ୍ରତିକ୍ରିୟାହୀନ ନଜର…
କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ
ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଶାହା କହିଛନ୍ତି, ଦିଲ୍ଲୀ ମୁଖ୍ୟମନ୍ତ୍ରୀ…
ଏହା ଲଜ୍ଜାଜନକ କଥା; ରାଗରେ ଏଭଳି କହିଦେଲେ ଶାମି…
ନୂଆଦିଲ୍ଲୀ,୧୦।୫: ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ କେଏଲ୍ ରାହୁଲଙ୍କ ଉପରେ ବର୍ଷିଥିଲେ ଲକ୍ଷ୍ନୌ ମାଲିକ। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରଶଂସକ ରାହୁଲଙ୍କ ସମର୍ଥନରେ ବାହାରିଥିଲେ। ଏବେ ତାଙ୍କର ସାଥୀ ଖେଳାଳି ମହମ୍ମଦ ଶାମି ଘଟଣାକୁ ନେଇ ମୁହଁ ଖୋଲିଛନ୍ତି।…
କୋର୍ଟ ଆସିଲେନି ଅନୁଭବ
କଟକ,୧୦ା୫ (କାର୍ତ୍ତିକ ସାହୁ) ବର୍ଷାଙ୍କୁ ନିର୍ଯାତନା ଦେବା ନେଇ ରୁଜୁ ମାମଲାରେ ଅନୁଭବ ମହାନ୍ତି ଶୁକ୍ରବାର କୋର୍ଟ ଆସିଲେ ନାହିଁ। ଚାର୍ଜ ଫ୍ରେମ ପାଇଁ ଶୁକ୍ରବାର କଟକ ଜେଏମ୍ଏଫ୍ସି ସ୍ବତନ୍ତ୍ର କୋର୍ଟରେ ଅନୁଭବ ଓ ତାଙ୍କ ଦୁଇ ସହଯୋଗୀ ହାଜର ହେବାକୁ…
ଆସୁଛନ୍ତି ମୋଦି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ବରଗଡ଼,୧୦।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ମୋଦି ମଧ୍ୟାହ୍ନ ୧୨ଟାରେ ପହଞ୍ଚି ତାଙ୍କ ଏହି ଗସ୍ତରେ ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ା ଟୋଲଗେଟ୍…
ଅନୁକୂଳ ହେଲା ରଥକାଠ, ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ
ପୁରୀ,୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁକ୍ରବାର ରଥକାଠ ଅନୁକୁଳ ହୋଇଛି । ରଥ ନିର୍ମାଣ ପାଇଁ ଶ୍ରୀମନ୍ଦିରରୁ ଆଜ୍ଞାମାଳ ବିଜେ ହୋଇଛି । ଏଥିସହ ଆଜି ଠାରୁ ଶ୍ରୀକ୍ଷେତ୍ରରେ ଚନ୍ଦନଯାତ୍ରା ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…
ଜଙ୍ଗଲରେ ନିଆଁ ଲଗାଇ ପୋଡୁ ଚାଷ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା
ଦାରିଙ୍ଗବାଡ଼ି,୧୦।୫(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନିଆଁ ଲିଭିବାର ନାଁ ଧରୁନି। କେତେବେକେ ଶିକାର ଉଦ୍ଦେଶ୍ୟରେ ତ କେତେବେଳେ ପୋଡୁ ଚାଷ ପାଇଁ ଜଙ୍ଗଲକୁ ଧ୍ବଂସ କରିବାକୁ ଦୁର୍ବୁତ୍ତମାନେ ପଛାଉନାହାନ୍ତି। ଏଭଳି ପରିସ୍ଥିତିରେ ଜଙ୍ଗଲ ବିଭାଗର ତଳିଆ କର୍ମଚାରୀଠୁ…
ରାହୁଲ-ଗୋଏଙ୍କା ବିବାଦ ପରେ ଲକ୍ଷ୍ନୌ ଟିମ୍ରେ ହେବ ବଡ଼ ପରିବର୍ତ୍ତନ, ଏହି ଖେଳାଳି ହେବେ ଅଧିନାୟକ !
ନୂଆଦିଲ୍ଲୀ,୧୦।୫: ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ବୁଧବାର ଶୋଚନୀୟ ପରାଜୟ ପରେ ଆଇପିଏଲ୍ ପ୍ଲେ ଅଫ୍ ଦୌଡ଼ରୁ ପ୍ରାୟତଃ ବାହାର ହୋଇଛି ଲକ୍ଷ୍ନୌ ସୁପର ଜିଆଣ୍ଟସ। ଏହାକୁ ନେଇ ଅଧିନାୟକ ଭାବେ ଲୋକେଶ ରାହୁଲଙ୍କ ଭବିଷ୍ୟତକୁ ନେଇ ଆଲୋଚନା ବଢ଼ିବାରେ ଲାଗିଛି। ମ୍ୟାଚ୍ରେ…
କ୍ରିକେଟ ଖେଳୁଥିବା ବେଳେ ଟଳିପଡିଲେ ଯୁବକ, ଅଂଶୁଘାତ ଆଶଙ୍କା
ବ୍ରହ୍ମପୁର,୧୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ଖଲ୍ଲିକୋଟ କଲେଜ ଖେଳପଡ଼ିଆରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଖେଳୁଥିବାବେଳେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୈଦ୍ୟନାଥପୁର ଥାନା ଆଙ୍କୁଲି କୁମ୍ଭାରପଲ୍ଲୀର ସୁନୀଲ କୁମାର ନାହାକ(୩୧)। ଅଂଶୁଘାତରେ ତାଙ୍କର…
ପ୍ରଧାନମନ୍ତ୍ରୀଙ୍କୁ ଜିତାଇବା ଲାଗି ମୋଦି-ଯୋଗୀଙ୍କ ନାମର ମେହେନ୍ଦୀ ଲଗାଇଲେ ମୁସଲମାନ ମହିଳା, ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୧୦।୫: ଲୋକ ସଭା ନିର୍ବାଚନ ୨୦୨୪ର ୩ ପର୍ଯ୍ୟାୟ ଶେଷ ହୋଇଛି। ଏସବୁ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟକୁ ନେଇ ଦଳଗୁଡ଼ିକ ପକ୍ଷରୁ ଜୋରଦାର ନିର୍ବାଚନୀ ପ୍ରଚାର ଚାଲିଛି। ଏମିତିରେ ଉତ୍ତରପ୍ରଦେଶର ପ୍ରୟାଗରାଜରେ ମୁସଲମାନ ମହିଳାମାନେ ପିଏମ୍ ମୋଦିଙ୍କ ନାମର ମେହେନ୍ଦୀ ନିଜ…
Archives


