Home Left

କଳ୍ପନା ସୋରେନଙ୍କୁ ଦେଖି ମୋ ସ୍ତ୍ରୀ କହୁଛନ୍ତି…, କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟି,୩୧।୧୦: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ଦ୍ୱାରା ଯୋର ସୋରରେ ପ୍ରଚାର ଚାଲିଛି। ଏହି ସମୟରେ ଝାଡ଼ଖଣ୍ଡର ଦାୟିତ୍ୱରେ ଥିବା ଭାଜପା ନେତା ତଥା ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରାଞ୍ଚିରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ…

ଯାଯାବର ପରିବାରର ୫ଜଣଙ୍କୁ ନିର୍ମମ ହତ୍ୟା: ଅନୁଗୋଳରୁ ୧୩ଜଣଙ୍କୁ ଉଠାଇ ଆଣିଲା ପୋଲିସ ଟିମ୍‌

ସୁନ୍ଦରଗଡ଼,୩୧।୧୦(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ଥାନା ଅଧୀନ କରମଡିହି ଗୀତାପଡ଼ାରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୩ଜଣ ମହିଳାଙ୍କ ସହ ୫ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ରାଜ୍ୟରେ ଚର୍ଚ୍ଚାର ବିଷୟ…

ନିଆରା ଢଙ୍ଗରେ ଦୀପାବଳି ପାଳିଲେ ମୋଦି, ଦେଖନ୍ତୁ ଭିଡିଓ

କଚ୍ଛ,୩୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଚଳିତ ବର୍ଷ ସୀମାରେ ନିୟୋଜିତ ସେନାଙ୍କ ସହିତ ଦୀପାବଳି ପାଳନ କରିବାର ପରମ୍ପରା ଜାରି ରଖିଛନ୍ତି। ସେ ଗୁରୁବାର ଗୁଜୁରାଟର କୁଚ୍ଛରେ ସାର୍‌ କ୍ରିକ ଅଞ୍ଚଳରେ ସୀମା ସୁରକ୍ଷା ବଳ (ବିଏସଏଫ), ଭାରତୀୟ ସେନା,…

ଓ୍ବାନ ନେଶନ ଓ୍ବାନ ଇଲେକ୍ସନ ସହ ୟୁସିସିକୁ ନେଇ ମୋଦି ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୩୧।୧୦: ପ୍ରଧାନମନ୍ତ୍ରୀ ମୋଦି ଏବେ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଗୁରୁବାର ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୪୯ତମ ଜନ୍ମ ବାର୍ଷିକୀରେ ଗୁଜୁରାଟର ଷ୍ଟାଚ୍ୟୁ ଅଫ ୟୁନିଟିରେ ସେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଜାତୀୟ ଏକତା ଦିବସ ପାଳନ ପାଇଁ…

ରାଜଧାନୀରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୩୧ା୧୦: ରାଜଧାନୀ ଭୁବନେଶ୍ୱରରେ ଲଜ୍ଜା। ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ପୀଡ଼ିତାଙ୍କ ବାନ୍ଧବୀ ନାବାଳିକା ସହ ସମେତ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ-ଭୁବନେଶ୍ବର ଡିସିପି ପିନାକ ମିଶ୍ର ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି। ପୀଡ଼ିତାଙ୍କୁ ତାଙ୍କ ବାନ୍ଧବୀ…

ସର୍ଭେ ରିପୋର୍ଟ ଦେଖି ଭାଜପାର ଉଡିବ ନିଦ! ଚମକି ଉଠିବେ ଶିନ୍ଦେ

ମୁମ୍ବାଇ,୩୧।୧୦: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ମତଦାନ ହେବାକୁ ଯାଉଛି ଏବଂ ଏହାର ଫଳାଫଳ ୨୩ ନଭେମ୍ବରରେ ଘୋଷଣା କରାଯିବ । ଏହି ସମୟରେ ମହାରାଷ୍ଟ୍ରରେ ନିର୍ବାଚନ କାର୍ଯ୍ୟକୁ ନେଇ ସବୁ ରାଜନୈତିକ ଦଳ ମଧ୍ୟରେ ଚଞ୍ଚଳତା ପ୍ରକାଶ ପାଇଛି। ଏହି ସମୟରେ…

ଦୀପାବଳିରେ କଂଗ୍ରେସକୁ ଲାଗିଲା ବଡ ଝଟ୍‌କା

ମୁମ୍ବାଇ,୩୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ମଧ୍ୟରେ ଦୀପାବଳିରେ କଂଗ୍ରେସକୁ ଏକ ବଡ ଝଟକା ଲାଗିଛି। କଂଗ୍ରେସ ନେତା ରବି ରାଜ ଦଳରୁ ଇସ୍ତଫା ଦେବା ପରେ ଭାଜପାରେ ଯୋଗ ଦେଇଛନ୍ତି। ରବି ରାଜ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଉପସ୍ଥିତିରେ ଭାଜପାରେ…

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଗାଁରେ ପରିବାର ଲୋକଙ୍କ ସହ ପାଳିବେ ଦୀପାବଳି

କେନ୍ଦୁଝର,୩୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଜିଲା ଗସ୍ତରେ ଆସି ପହଞ୍ଚିଛନ୍ତି। ଏକ ସ୍ବତନ୍ତ୍ର ବିମାନରେ ଆସି ରାଇସୁଆଁ ଏୟାର ଷ୍ଟ୍ରିପ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ। ସେଠାରେ ପ୍ରଶାସନ ପକ୍ଷରୁ ତାଙ୍କୁ ଗାର୍ଡ ଅଫ୍‌ ଅନର…

ଅଡୁଆରେ ଗମ୍ଭୀର, ବଡ଼ ଧରଣର ଠକେଇ ନେଇ କୋର୍ଟ ଦେଲେ ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୧୦: ଭାରତୀୟ ଟିମ୍‌ର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଅଡ଼ୁଆ ଥମିବାର ନାଁ ନେଉନାହିଁ। ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ହାରିବା ପରେ ସେ ବର୍ତ୍ତମାନ ତୃତୀୟ ଟେଷ୍ଟ ପାଇଁ ମୁମ୍ବାଇରେ ଅଛନ୍ତି। ଏସବୁ ମଧ୍ୟରେ ସେ ବଡ଼ ଅଡ଼ୁଆରେ ଫସିଛନ୍ତି। ଫ୍ଲାଟ୍‌…

ବାଇକ୍‌କୁ ଧକ୍କା ଦେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ସଇଁତଳା,୩୧ା୧୦(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ବିବିନା ପଞ୍ଚାୟତ ନିକଟରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସଇଁତଳା ପୋଲିସ ସୂତ୍ରରୁ ପ୍ରକାଶ ଯେ, ବିବିନା ପଞ୍ଚାୟତ ଗ୍ୟାସ୍‌ ଗୋଦାମ ନିକଟରେ ଟାୟାର ରିପ୍ୟାରିଂ ଦୋକାନ ଖୋଲିଥିବା…

ଚିକିତ୍ସିତ ହୋଇ ଫେରିବା ରାସ୍ତାରେ ଚାଲିଗଲା ବ୍ଲକ ବିଜେଡି ସଭାପତିଙ୍କ ଜୀବନ

ତିହିଡ଼ି,୩୧ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ବିଜେଡି ସଭାପତି ରଘୁନାଥ ପଣ୍ଡାଙ୍କର ଗୁରୁବାର ସକାଳେ ପରଲୋକ ହୋଇଯାଇଛି। ମୃତ୍ୟ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ତାଙ୍କ ଘର ଭାଟପଡ଼ା ପଞ୍ଚାୟତ ଅଧୀନ ସଂଖିଡା ଗ୍ରାମରେ। କିଛି ମାସ ଧରି…

କାଳୀପୂଜା ପାଇଁ ଚଳଚଞ୍ଚଳ ଭଦ୍ରକାଳୀ ପୀଠ, ଆଜି ବେଦମାତା ବେଶରେ ଭକ୍ତଙ୍କୁ ଦେଲେ ଦର୍ଶନ

ଭଦ୍ରକ,୩୧ା୧୦(ସନାତନ ରାଉତ): ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ଚରମ୍ପା ସମେତ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି l ଗୁରୁବାର କାଳୀପୂଜାଠାରୁ ମା’ ସପ୍ତ ମାତୃକା ବେଶରେ ଦର୍ଶନ ଦେବେ। ପ୍ରଥମ ଦିନରେ ମା’ ଭଦ୍ରକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?