ବଲିଭିଆରେ ସାମରିକ ବିଦ୍ରୋହ ପଣ୍ଡ
ଲା ପାଜ୍,୨୯ା୬: ବଲିଭିଆ ରାଷ୍ଟ୍ରପତି ଲୁଇସ୍ ଆର୍ସେଙ୍କ ସରକାରକୁ କ୍ଷମତାଚ୍ୟୁତ କରିବା ପାଇଁ ସୈନ୍ୟବାହିନୀ ବୁଧବାର ଚଳାଇିଥିବା ବିଦ୍ରୋହ ଉଦ୍ୟମ ପଣ୍ଡ ହୋଇଯାଇଛି। ଏଥିରେ ସମ୍ପୃକ୍ତ ୧୭ ଜଣଙ୍କୁ ଗିରଫ କରାଯାଇଥିବା ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ସରକାର ଭାଙ୍ଗିବା ପାଇଁ ସେନାର…
ଶିମ୍ଲାରେ ଭୂସ୍ଖଳନ: ପୋତିହୋଇଛି ବହୁ ଗାଡ଼ି
ଶିମ୍ଲା,୨୯ା୬: ହିମାଚଳପ୍ରଦେଶରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ଶିମ୍ଲାରେ ଭୂସ୍ଖଳନ ଘଟି ବହୁସଂଖ୍ୟାରେ ଗାଡ଼ି ମାଟି ଓ ପଥର ଖଣ୍ଡ ତଳେ ପୋତିହୋଇ ପଡ଼ିଛି। ଗାଡ଼ିଗୁଡ଼ିକୁ ବାହାର କରିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଗୁରୁବାର ହିମାଚଳପ୍ରଦେଶର ଅଧିକାଂଶ…
ଟି -୨୦ ବିଶ୍ୱକପ୍ ଫାଇନାଲ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ଦକ୍ଷିଣ ଆଫ୍ରିକା ଅଧିନାୟକ, କହିଲେ ଯାହା ହେଇଯାଉ ପଛେ…
ନୂଆଦିଲ୍ଲୀ,୨୯।୬: ଟି -୨୦ ବିଶ୍ୱକପ୍ ୨୦୨୪ର ଫାଇନାଲ ମ୍ୟାଚ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ । ଉଭୟଙ୍କ ମଧ୍ୟରେ ଏହି ଟାଇଟଲ ଯୁଦ୍ଧ ଆଜି ଅର୍ଥାତ୍ ଶନିବାର ବାର୍ବଡୋସର କେନ୍ସିଙ୍ଗଟନ ଓଭାଲରେ ହେବ। ଏହି ମ୍ୟାଚ ମାଧ୍ୟମରେ ଦକ୍ଷିଣ…
ପ୍ରେସିଡେନ୍ସିଆଲ ଡିବେଟ୍: ବାଇଡେନ୍ଙ୍କୁ ଘେରିଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୯ା୬: ଆସନ୍ତା ନଭେମ୍ବରରେ ହେବାକୁ ଥିବା ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଜୋ ବାଇଡେନ ଓ ତାଙ୍କ ରିପବ୍ଲିକାନ୍ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପ୍ ପ୍ରସ୍ତୁତ। ବର୍ତ୍ତମାନର ରାଷ୍ଟ୍ରପତି ବାଇଡେନ୍ ଓ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପ୍ଙ୍କ ମଧ୍ୟରେ ଗୁରୁବାର ପ୍ରଥମ ପ୍ରେସିଡେନ୍ସିଆଲ୍ ଇଲେକ୍ସନ…
ଗାଜାରୁ ୧୯ ଅସୁସ୍ଥ ଶିଶୁଙ୍କୁ ମୁକ୍ତ କଲା ଇସ୍ରାଏଲ୍
ଖାନ୍ ୟୁନିସ(ଗାଜା ଷ୍ଟ୍ରିପ୍),୨୯ା୬: ଗାଜା ଷ୍ଟ୍ରିପ୍ରୁ ଇସ୍ରାଏଲ୍ କର୍ତ୍ତୃପକ୍ଷ ୧୯ ଅସୁସ୍ଥ ତଥା ଆହତ ଶିଶୁଙ୍କ ସମେତ ୬୮ ଜଣଙ୍କୁ ମୁକ୍ତ କରିଦେଇଛନ୍ତି। ସେମାନଙ୍କୁ ଗାଜା ଛାଡ଼ି ଇଜିପ୍ଟ ଯିବାକୁ ଅନୁମତି ମିଳିଛି। ପାଖାପାଖି ୨ ମାସ ମଧ୍ୟରେ ପ୍ରଥମ ଥର…
ପ୍ରସ୍ତାବ ମାଗିଲା ପରୀକ୍ଷା ସଂସ୍କାର କମିଟି
ନୂଆଦିଲ୍ଲୀ,୨୯ା୬ (ପି.ଟି.): ସର୍ବଭାରତୀୟ ଏଣ୍ଟ୍ରାନ୍ସଗୁଡ଼ିକରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ବିବାଦ ଲାଗିରହିଥିବାବେଳେ ପରୀକ୍ଷାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ କମିଟି ଶୁକ୍ରବାର କେନ୍ଦ୍ରର ଛାତ୍ରୀଛାତ୍ର, ଅଭିଭାବକଙ୍କ ସମେତ ପକ୍ଷମାନଙ୍କଠାରୁ ପ୍ରସ୍ତାବ ଆହ୍ବାନ କରିଛି।…
ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ମିଳିବ ବେଲ୍
ଭୁବନେଶ୍ୱର,୨୯।୬(ସତ୍ୟଜିତ୍ ରାଉତ): ଗରିବ ଲୋକଙ୍କୁ ଓକିଲଙ୍କ ବିନା ସହାୟତାରେ ଜାମିନ ମିଳିପାରିବ। ଜେଲରେ ଥିବା ବହୁ ଗରିବ ଲୋକଙ୍କ ପାଖରେ ଟଙ୍କା ନ ଥିବାରୁ ସେମାନେ ଓକିଲଙ୍କୁ ନିୟୋଜିତ କରି ଜାମିନ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ଲୋକଙ୍କୁ ଜାମିନ ଦେବା…
ଜାଭେଲିନ୍ ଥ୍ରୋୟର ମନୁ ସସ୍ପେଣ୍ଡ
ପଞ୍ଚକୁଲା(ହରିୟାଣା),୨୯ା୬(ପି.ଟି.): ଡୋପ୍ ଟେଷ୍ଟରେ ଆନାବୋଲିକ୍ ଷ୍ଟେରଏଡ୍ ପାଇଁ ପଜିଟିଭ ଆସିବାରୁ ଅଲିମ୍ପିକ ଆଶାୟୀ ଭାରତୀୟ ଜାଭେଲିନ ଥ୍ରୋୟର ଡି.ପି. ମନୁଙ୍କୁ ନ୍ୟାଶନାଲ ଆଣ୍ଟି ଡୋପିଙ୍ଗ ଏଜେନ୍ସି(ନାଡା) ପକ୍ଷରୁ ସସ୍ପେଣ୍ଡ କରାଯାଇଛି। ଚଳିତ ବର୍ଷ ଏପ୍ରିଲରେ ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି ସମୟରେ…
ଭାରତ-ଦକ୍ଷିଣ ଆଫ୍ରିକା ଅପରାଜେୟ
ବ୍ରିଜଟାଉନ୍ (ବାର୍ବାଡୋସ), ୨୯।୬: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଶନିବାର ଟି୨୦ କ୍ରିକେଟ ବିଶ୍ୱକପର ଫାଇନାଲ ଅନୁଷ୍ଠିତ ହେବାକୁ ଯାଉଛି। ଚଳିତ ଟୁର୍ନାମେଣ୍ଟରେ ଦୁଇ ଦଳ ଏପର୍ଯ୍ୟନ୍ତ ଅପରାଜେୟ ରହିଛନ୍ତି। ଗ୍ରୁପ୍ ‘ଏ’ରେ ସ୍ଥାନ ପାଇଥିବା ଭାରତ ଲିଗ୍ ମ୍ୟାଚରେ…
ଜାତୀୟ ପରିସଂଖ୍ୟାନ ଦିବସ
ଭାରତରେ ଜାତୀୟ ପରିସଂଖ୍ୟାନ ଦିବସ ପ୍ରତିବର୍ଷ ଜୁନ୍ ୨୯ରେ ପାଳନ କରାଯାଏ। ପରିସଂଖ୍ୟାନ ଏବଂ ଅର୍ଥନୈତିକ ଯୋଜନା କ୍ଷେତ୍ରରେ ପ୍ରଫେସର ପ୍ରଶାନ୍ତ ଚନ୍ଦ୍ର ମହଲାନୋବିସଙ୍କ ଅବଦାନକୁ ମନେ ରଖିବା ପାଇଁ ଏହି ଦିନ ପାଳନ କରାଯାଇଥାଏ। ପ୍ରଫେସର ମହଲାନୋବିସ ଯିଏକି ଭାରତୀୟ…
ଶରତଙ୍କ ଇସ୍ତଫା ଖବରକୁ ନେଇ ବଡ଼ ବୟାନ ଦେଲେ ଅଜୟ କୁମାର
ଭୁବନେଶ୍ୱର, ୨୯।୬(ସୁନିତ୍ ମିଶ୍ର): ୨୦୨୪ ନିର୍ବାଚନରେ ରାଜ୍ୟରେ ପ୍ରଥମ ଥର ଲାଗି ଭାଜପା ସରକାର କ୍ଷମତାକୁ ଆସିଥିବା ବେଳେ ୨୦୧୯ ତୁଳନାରେ କଂଗ୍ରେସର ବିଧାୟକଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ବିଜେଡି ୨୪ ବର୍ଷ ଧରି ସରକାରରେ ଥିବାବେଳେ ଏଥର ରାଜ୍ୟବାସୀ ତାକୁ…
ସ୍ଲଟ୍ ବୁକିଂ ନେଇ ସରକାର କିଛି ନିଷ୍ପତ୍ତି ନେଇନାହାନ୍ତି: ଆଇନମନ୍ତ୍ରୀ
ପୁରୀ,୨୮ା୬(ଅଜିତ୍ କୁମାର ମହାନ୍ତି)- ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ଲଟ୍ ବୁକିଂ ବା ଅନ୍ଲାଇନ ରେଜିଷ୍ଟ୍ରେଶନ ବ୍ୟବସ୍ଥା ଲାଗୁ ହେବାର ଯୋଜନା ରହିଛି ବୋଲି ଗଜପତି ମହାରାଜା ଏକ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏହାକୁ ନେଇ…
Archives


