Home Left

ଦେଶର ସୁରକ୍ଷା, ଏକତା ଓ ଅଖଣ୍ଡତାକୁ ବଜାୟ ରଖିବାର ଦିନ…

ପ୍ରତିବର୍ଷ ୩୧ ଅକ୍ଟୋବରରେ ଆଇରନ ମ୍ୟାନ୍‌ ଅଫ୍‌ ଇଣ୍ଡିଆ ଅର୍ଥାତ୍‌ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନଦିବସକୁ ଜାତୀୟ ଏକତା ଦିବସ ଭାବେ ପାଳନ କରାଯାଏ। ତାଙ୍କୁ ଭାରତର ଜାତୀୟ ଏକତାର ସ୍ଥପତି ଭାବରେ ସ୍ମରଣ କରାଯାଇଥାଏ। ଦେଶର…

ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ, କାନାଡା ମନ୍ତ୍ରୀଙ୍କ ଅଭିଯୋଗ

ଓଟ୍ଟାଓ୍ବା,୩୦ା୧୦: କାନାଡାରେ ଶିଖ୍‌ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ନିର୍ଦ୍ଦେଶ ଦେଇଥିବା ଓଟ୍ଟାଓ୍ବା ପକ୍ଷରୁ କୁହାଯାଇଛି। ଏହି ଅଭିଯୋଗ ଭାରତ-କାନାଡା…

୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ…

ଚୋରି ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୩ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି/ଚିକିଟି୩୦ା୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ରହ୍ମା ନଗର ସନ୍ତୋଷ କୁମାର ପଣ୍ଡାଙ୍କ ଘରୁ ଗତ ୭ ତାରିଖ ବିଳମ୍ବିତ ରାତିରେ ଚୋରି ଯାଇଥିବା ଘଟଣାର ପର୍ଦ୍ଦାଫାଶ କରିଛି କେ.ନୂଆଗାଁ ଥାନା ପୋଲିସ। ବୁଧବାର ଏହି ଚୋରି…

ରୋହିତ-ଗମ୍ଭୀରଙ୍କ ମଧ୍ୟରେ ଫାଟ, ଅଧିନାୟକ-କୋଚ୍‌ଙ୍କ ମଧ୍ୟରେ ଜୋରଦାର କଥା କଟାକଟି!

ନୂଆଦିଲ୍ଲୀ,୩୦।୧୦: ଟି୨୦ ବିଶ୍ୱକପ୍‌ ୨୦୨୪ ବିଜୟ ପରେ ସେଲିବ୍ରେଶନ୍‌ ମୁଡ୍‌ରେ ଥିବା ଭାରତୀୟ ଟିମ୍‌ର ଖୁସିରେ ଲାଗିଛି ବ୍ରେକ୍‌। ଟି୨୦ ଫର୍ମାଟରେ ଦଳ ଜବରଦସ୍ତ ପ୍ରଦର୍ଶନ କରୁଥିଲେ ହେଁ ଟେଷ୍ଟ ଫର୍ମାଟରେ ଖେଳାଳି ଫିକା ପଡ଼ୁଛନ୍ତି। ଯାହାର ସଦ୍ୟ ଉଦାହରଣ ନ୍ୟୁଜିଲାଣ୍ଡ…

ଦିଗପହଣ୍ଡିରେ ବୁଲୁଛି ମହାବଳ; ପାଦଚିହ୍ନ ଠାବ, ସନ୍ଧ୍ୟାରେ ଘରୁ ନ ବାହାରିବାକୁ ପରାମର୍ଶ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଳକ ଖମ୍ବାରୀ ଗାଁ ପଞ୍ଚାୟତର ଆଦିବାସୀ ଗ୍ରାମ ପଦ୍ମପୁର ନିକଟସ୍ଥ ମକାବାଡରେ ମହାବଳ ବାଘର ପାଦ ଚିହ୍ନ କୁ ବନବିଭାଗ ପକ୍ଷରୁ ଚିହ୍ନଟ କରାଯାଇଛି। ବାଘ ବୁଲୁଥିବା ଖବର ବୁଧବାର ସକାଳେ…

କେନ୍ଦୁଝର ଜିଲା ଏନ୍‌ଏଚ୍‌, ଏକ୍ସପ୍ରେସ୍‌ ୱେ’ରେ ଲାଗିଲା କଟକଣା

କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ୍‌ ଓ ଏକ୍ସପ୍ରେସ୍‌ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍‌ଏଚ୍‌ ୨୦ (ରାମ ଚନ୍ଦ୍ରପୁର ରୁ ରିମୁଳି ରୁ ଚମ୍ପୁଆ) ,୪୯ ( ତୁରୁମୁଙ୍ଗା ଠାରୁ…

ଶୁଭମନ ଗିଲ୍‌ ନେଲେ ବଡ଼ ନିଷ୍ପତ୍ତି, ଅପେକ୍ଷାରେ ଥିବା ଏହି ଦଳକୁ ଲାଗିଲା ଝଟ୍‌କା

ନୂଆଦିଲ୍ଲୀ,୩୦।୧୦: ଆଇପିଏଲ୍‌ ରିଟେନ୍‌ଶନର ଅନ୍ତିମ ତାରିଖ ହେଉଛି ଅକ୍ଟୋବର ୩୧। ଏହା ପୂର୍ବରୁ ଅନେକ ଚମକାଇବା ଭଳି ଖବର ସାମ୍ନାକୁ ଆସୁଛି। ପ୍ରଥମରୁ ଶ୍ରେୟାସ ଆୟର, କେ ଏଲ୍‌ ରାହୁଲ ଏବଂ ଋଷଭ ପନ୍ତଙ୍କ ଭଳି ଖେଳାଳି ବର୍ତ୍ତମାନର ଟିମ୍‌ରୁ ବାହାରିବାର…

ଏମ୍‌କେସିଜିରେ ରାଗିଂ ଘଟଣା: ୫ ସନିୟର୍‌ ଛାତ୍ରଙ୍କୁ ୬ମାସ ଯାଏଁ କ୍ୟାମ୍ପସ୍‌ ମନା

ବ୍ରହ୍ମପୁର,୩୦।୧୦(ସୁବାସ ଚନ୍ଦ୍ର ପାଢ଼ୀ): ଵ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହୋଇଛି। ଏମ୍‌କେସିଜି ମେଡିକାଲ କଲେଜରେ ଆଣ୍ଟିଂ ରାଗିଂ କମିଟିର ବୈଠକ ପରେ ପ୍ରମାଣ ମିଳିବାରୁ…

ପୋଲିସ ଇନ୍‌ଫର୍ମର ଦର୍ଶାଇ ଯୁବକଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୩୦ା୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲା ବାସାଗୁଡ଼ା ଥାନା ଅନ୍ତର୍ଗତ ପୁଟକେଲ ଗାଁର ଜଣେ ଯୁବକଙ୍କୁ ଘରୁ ଡାକି ନେଇ ପୋଲିସ ଇନ୍‌ଫର୍ମର ଦର୍ଶାଇ ମାଓବାଦୀମାନେ ହତ୍ୟା କରିଛନ୍ତି। ସେ ହେଲେ ଦିନେଶ ପୂଜାରୀ(୩୫)। ରାତି ଅଧରେ ଘରୁ ଡାକିନେଇ ଏକ…

ଦୁଇ ଚାଷୀଙ୍କ ଅମଳ ଧାନଗଦା ଜଳିପୋଡ଼ି ଛାରଖାର

ଝରିଗାଁ,୩୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ଧାନଖଳାରେ ଜଳିଗଲା ତିନି ଏକର ଜମିର ଅମଳ ଧାନ, ଖଳାରେ ଧାନ ରଖି ବୁଧବାର ଭୋରରୁ ଆସି ଦେଖିବା ବେଳେକୁ ସବୁ ଜଳିପୋଡ଼ି ଛାରଖାର ହୋଇଯାଇଛି। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଣୁଆଗୁଡ଼ା…

ଦୀପାବଳି ପାଇଁ ସଜାଉଥିଲେ ଲିଚୁ ଲାଇଟ୍‌, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଚାଲିଗଲା ବାଳ ଶ୍ରମିକଙ୍କ ଜୀବନ

ବଡ଼ବିଲ,୩୦ା୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ସ୍ଥିତ ଏକ ଘର ଛାତ ଉପରେ ଚଢ଼ି ଦୀପାବଳି ନିମନ୍ତେ ଲିଚୁ ଲାଇଟ୍‌ ସଜାଇବା ବେଳେ ଛାତ ଉପର ଦେଇ ଯାଇଥିବା ୧୧ହଜାର କେଭି ବିଦ୍ୟୁତ୍‌ତାର ସଂସ୍ପର୍ଶରେ ଆସି ଟେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?