ପ୍ରାର୍ଥିପତ୍ର ଦାଖଲ କଲେ ଅରିନ୍ଦମ
ସାଲେପୁର,୯ା୫: ସାଲେପୁରର ଭାଜପା ବିଧାୟକ ପ୍ରାର୍ଥୀ ଅରିନ୍ଦମ ରାୟ ଗୁରୁବାର ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ ଆସି ଅରିନ୍ଦମ ଆଜି ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ପୂର୍ବରୁ ସେ କଟକର ଚଣ୍ଡୀମନ୍ଦିର ଯାଇ ମା’ଙ୍କ…
ରାମଲାଲାଙ୍କ ଦର୍ଶନ କଲେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ୍ ଖାନ୍; କହିଲେ ଏମିତି
ଅଯୋଧ୍ୟା,୯।୫: କେରଳ ରାଜ୍ୟପାଳ ଆରିଫ ମହମ୍ମଦ ଖାନ୍ ବୁଧବାର ଅଯୋଧ୍ୟା ରାମ ମନ୍ଦିର ଗସ୍ତ କରିଛନ୍ତି। ଏହାକୁ ସେ ଶାନ୍ତିର ସ୍ଥାନ ବୋଲି କହିଛନ୍ତି। ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା ପୂର୍ବରୁ ସେ ଦୁଇ ଥର ମନ୍ଦିରକୁ ଆସିଥିଲେ। ବହରାଇଚରେ ରହୁଥିବାରୁ…
ଏହି ଭୁଲ୍ ଅଭ୍ୟାସ, ଏବେ ଅଧାରୁ ଅଧିକ ରୋଗର କାରଣ: ଜାଣନ୍ତୁ କ’ଣ ସେହି ଅଭ୍ୟାସ
ନୂଆଦିଲ୍ଲୀ,୯।୫: ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର)ର ମୁଖ୍ୟ ଭାରତୀୟଙ୍କ ଖାଦ୍ୟ ଅଭ୍ୟାସ ସମ୍ବନ୍ଧରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଅଧାରୁ ଅଧିକ ରୋଗର କାରଣ ହେଉଛି ଆମର ଭୁଲ ଖାଇବା ଅଭ୍ୟାସ ବୋଲି ଆଇସିଏମଆର ପକ୍ଷରୁ କୁହାଯାଇଛି। ଅସ୍ବାସ୍ଥ୍ୟକର ଖାଦ୍ୟ…
ସ୍ତ୍ରୀ, ଝିଅଙ୍କୁ ଗୁଳି କରି ହତ୍ୟା କରିବା ପରେ ନିଜକୁ ଗୁଳି କଲେ ବ୍ୟକ୍ତି
ଝାରସୁଗୁଡ଼ା,୯ା୫: ସ୍ତ୍ରୀ ଓ ଝିଅକୁ ଗୁଳି ହତ୍ୟା କରିବା ପରେ ନିଜକୁ ଗୁଳି କରିଛନ୍ତି ଜଣେ ବ୍ୟକ୍ତି। ଏପରି ଦୁଃଖଦ ଘଟଣା ଘଟିଛି ଝାରସୁଗୁଡ଼ା ଜିଲାର ଲଖନପୁର ଥାନା ବାଣୀପାହା ନିକଟରେ। ମୃତକ ଜଣକ ହେଲେ ଓରିଏଣ୍ଟ ଥାନା ଅଞ୍ଚଳର କାଳୀନଗରର…
କାହିଁକି ଅଧାରୁ ରାଜନୀତି ଛାଡିଥିଲେ ଅମିତାଭ ବଚ୍ଚନ
ଗଣତନ୍ତ୍ରର ମହାନ ପର୍ବ ଅର୍ଥାତ୍ ନିର୍ବାଚନ ଚାଲିଛି। ନିର୍ବାଚନବେଳେ ମେଗାଷ୍ଟାର ଅମିତାଭ ବଚ୍ଚନଙ୍କ ଏକ ଘଟଣା ମନେ ପଡିଯାଏ। ବିଗ ବି ରାଜନୀତି ପ୍ରବେଶ କରିଥିଲେ। କିନ୍ତୁ ପରେ ନିଜକୁ ରାଜନୀତିରୁ ଦୂରେଇ ଯାଇଥିଲେ। ୮୧ ବର୍ଷ ବୟସ୍କ ଅମିତାଭଙ୍କୁ ଶତାବ୍ଦୀର…
ଅକ୍ଷୟ ତୃତୀୟା ପୂର୍ବରୁ ବୃଦ୍ଧି ପାଇଲା ସୁନା ଓ ରୂପା ମୂଲ୍ୟ, ଜାଣନ୍ତୁ ପ୍ରମୁଖ ସହର ଗୁଡିକର ତାଜା ରେଟ୍ ?
ନୂଆଦିଲ୍ଲୀ,୯।୫: ଶୁକ୍ରବାର ଅକ୍ଷୟ ତୃତୀୟା ପର୍ବ ସାରା ଦେଶରେ ପାଳନ କରାଯିବ। ଏହି ଦିନ ସୁନା କିଣିବାର ବିଶେଷ ମହତ୍ତ୍ୱ ରହିଛି। ଯଦି ଆପଣ ମଧ୍ୟ ସୁନା କିଣିବାକୁ ଚିନ୍ତା କରୁଛନ୍ତି, ତେବେ ସୁନା ଓ ରୂପା ମୂଲ୍ୟ କ’ଣ ଜାଣି…
୧୫ ସେକେଣ୍ଡ ପାଇଁ ପୋଲିସ ହଟାଇ ଦିଅ…ଓଓ୍ବାଇସିଙ୍କୁ ଖୁଲମ୍ଖୁଲା ଧମକ ଦେଲେ ଭାଜପା ନେତା
ନୂଆଦିଲ୍ଲୀ,୯।୫: ଭାରତୀୟ ଜନତା ପାର୍ଟି (ଭାଜପା) ନିଜର ସମସ୍ତ ଶକ୍ତି ବ୍ୟବହାର କରି ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କ ହାଇଦ୍ରାବାଦ ଗଡ଼କୁ ଭାଙ୍ଗି ଦେଇଛି। ମହାରାଷ୍ଟ୍ରର ଅମରାବତୀରୁ ଭାଜପା ଏମ୍ପି ତଥା ଭାଜପା ପ୍ରାର୍ଥୀ ମାଧବୀ ଲତାଙ୍କ ସମର୍ଥନରେ ପ୍ରଚାର କରିବାକୁ…
ଗୁରୁବାର ସନ୍ଧ୍ୟାରେ ବଡ଼ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ, ପାଣ୍ଡିଆନ ଦେଲେ ସୂଚନା
ଗଞ୍ଜାମ,୯।୫: ଗୁରୁବାର ଗଞ୍ଜାମ କନିଷିରୁ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ। ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀଙ୍କ ବିକାଶ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବାକୁ ଲୋକମାନଙ୍କୁ ଅପିଲ କରିଛନ୍ତି। ଏହା ସହିତ ସେ ସୂଚନା ଦେଇଛନ୍ତି ଯେ, ଗୁରୁବାର ସଂନ୍ଧ୍ୟାରେ…
ଅନ୍ଲାଇନ୍ରେ ଅର୍ଡର କରିଥିଲେ ୧ ଲକ୍ଷ ଟଙ୍କାର ଲ୍ୟାପ୍ଟପ୍: ମିଳିଲା ଏମିତି କିଛି, ଗ୍ରାହକଙ୍କ ହେଶ୍ ଉଡିଲା
ନୂଆଦିଲ୍ଲୀ,୯।୫: ଅନଲାଇନ ଶପିଂ ଆପ୍ର ବ୍ୟବହାର ଦିନକୁ ଦିନ ବୃଦ୍ଧି ପାଉଛି। କିନ୍ତୁ ଅନଲାଇନ ଆପଗୁଡ଼ିକର ବିଶ୍ୱସନୀୟତା ଧୀରେ ଧୀରେ ହ୍ରାସ ପାଉଛି। ଏହାର କାରଣ ଗ୍ରାହକମାନଙ୍କୁ ସଠିକ ଉତ୍ପାଦ ପ୍ରଦାନ ନ କରିବା ଏବଂ ସେମାନଙ୍କୁ ପ୍ରତାରଣା କରିବା। ଏହି…
ଟଳିପଡିଲେ ୩ ଆତଙ୍କବାଦୀ
ଶ୍ରୀନଗର,୯।୫: ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ରେଡୱାନି ଅଞ୍ଚଳରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ପ୍ରାୟ ୪୦ ଘଣ୍ଟା ପରେ ଶେଷ ହୋଇଛି। ସୁରକ୍ଷା ବାହିନୀ ତିନି ଜଣ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ଭାରତୀୟ ସେନାର ଚିନାର କର୍ପସ…
ଦବିଲା ରାସ୍ତା, ଫସିଲା ସାର ବୋଝେଇ ଟ୍ରକ୍
କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ପରିସରରେ ନବ ନିର୍ମିତ କଂକ୍ରିଟ ରାସ୍ତାରେ ଗୁରୁବାର ଏକ ସାର ବୋଝେଇ ଟ୍ରକ୍ ଫସି ରହିଥିବା ଦେଖିବାକୁ ମିଳିଛି। ଉକ୍ତ କଂକ୍ରିଟ ରାସ୍ତାଟି ୨୦୨୩-୨୪ ଆର୍ଥିକ ବର୍ଷରେ…
ଶୋଇଥିଲେ ଶ୍ରମିକ, ଗୁଳିବର୍ଷଣ କଲେ ଆତଙ୍କବାଦୀ: ୭ ମୃତ
ନୂଆଦିଲ୍ଲୀ,୯।୫: ଆଜିକାଲି ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ ଘଟୁଛି। ପୁଣି ଥରେ ଆତଙ୍କବାଦୀମାନେ ଗ୍ବାଦ୍ରରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ୭ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀମାନେ ଗ୍ବାଦ୍ରର ସରବନ୍ଦର ଫିସ ହାରବର୍ ଜେଟି ନିକଟରେ ଥିବା…
Archives


