ହଠାତ୍ ଷ୍ଟେଜ ଉପରେ ଭୋ ଭୋ ହୋଇ କାନ୍ଦିଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୯।୧୦: ଆୟୁଷ୍ମାନ ଯୋଜନା ପାର୍ଟ-୨ରେ ସମସ୍ତେ ଲାଭ ନେଇ ପାରିବେ। ୭୦ ବର୍ଷରୁ ଅଧିକ ହେଲେ ବି ଆପଣଙ୍କ ସ୍ବାସ୍ଥ୍ୟ ସେବା ଦାୟିତ୍ୱ ସରକାରଙ୍କର। ଆଜି ଆୟୁଷ୍ମାନ ଯୋଜନା ପାର୍ଟ-୨ର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ…
ଫୁଟ୍ବଲ୍ ଖେଳିଲା ବଣୁଆ ଦନ୍ତା; କିକ୍ ମାରିଲା, ପିଲାଙ୍କ ଭଳି ପଡ଼ିଆରେ ଧାଇଁଲା…
କେନ୍ଦୁଝର,୨୯।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ପିଲାଙ୍କ ସହ ଫୁଟ୍ବଲ୍ ଖେଳିଲା ଦନ୍ତା। ଏଭଳି କିଛି ଦୃଶ୍ୟ କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବି ପାଟଣା ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମରେ ପିଲା ମାନେ ଫୁଟବଲ ଖେଳୁଥିବା ବେଳେ ହଠାତ୍ ଏକ ବଣୁଆ…
ଛାଡପତ୍ର ଗୁଜବ ଭିତରେ ମୁହଁ ଖୋଲିଲେ ଐଶ୍ୱର୍ଯ୍ୟା, କହିଲେ ବାପାଙ୍କ ବିନା ସହମତିରେ…
ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ଛାଡପତ୍ର ଗୁଜବକୁ ନେଇ ଏବେ ବି ଚର୍ଚ୍ଚା ଜାରି ରହିଛି। ଇତିମଧ୍ୟରେ ଐଶଙ୍କ ଏକ ଭିଡିଓ ପୁଣି ଚର୍ଚ୍ଚାର ବିଷୟ ପାଲଟିଛି। ଯେତେବେଳେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପରିବାର ବିନା ଅନନ୍ତ ଅମ୍ବାନୀଙ୍କ…
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲେ ୱାର୍ଡ ସଭ୍ୟ
ଭବାନୀପାଟଣା, ୨୯।୧୦( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଗୋବର୍ଦ୍ଧନପୁର ପଞ୍ଚାୟତ ସରପଞ୍ଚ ବୈଦେହୀ ମାଝୀଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ସ୍ଥାନୀୟ ୱାର୍ଡ ସଭ୍ୟା-ସଭ୍ୟ। ସରପଞ୍ଚ ପଞ୍ଚାୟତ ଆଇନର ଖୋଲାଖୋଲି ଉଲ୍ଲଂଘନ କରିବା ସହିତ ବିଭିନ୍ନ ଆର୍ଥିକ…
କ୍ଷୀର ଦେବା ବେଳେ ଛେପ ପକାଉଥିଲେ ବ୍ୟକ୍ତି, ସିସିଟିଭିରେ ଏଭଳି ଦୃଶ୍ୟ କଏଦ ହେବା ପରେ…
ଲକ୍ଷ୍ନୌ,୨୯।୧୦: ଉତ୍ତର ପ୍ରଦେଶ ସହ ବିଭିନ୍ନ ରାଜ୍ୟରେ ‘ସ୍ପିଟ୍ ଜିହାଦ’ର ଅନେକ ମାମଲା ସାମ୍ନାକୁ ଆସିଛି। ୟୁପି ସରକାର ଏଭଳି ମାମଲା ଉପରେ କଡ଼ା ପଦକ୍ଷେପ ନେଉଛନ୍ତି। ଏପରିକି ସ୍ପିଟ୍ ଜିହାଦକଚ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…
ଏଣିକି ଘସିରେ ଶବଦାହ: କେବେଠୁ ଆରମ୍ଭ …
ଭୁବନେଶ୍ୱର,୨୯।୧୦: ଏଣିକି ଘସିରେ ହେବ ଶବଦାହ। ସ୍ବର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଯୋଜନା ପ୍ରସ୍ତୁତି କରୁଛି । ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା…
୩୦ ବିଜେଡି ସମର୍ଥିତ ସରପଞ୍ଚଙ୍କ ସହ ଭାଜପାରେ ମିଶିଲେ ରାଣୀ ଖଟୁଆ
ଗଁଦିଆ, ୨୯।୧୦: ଭାଜପାରେ ମିଶିଲେ ଗଁଦିଆ ବ୍ଲକ ଅଧ୍ୟକ୍ଷା ରୀନା ରାଣୀ ଖଟୁଆ। ବିଜେଡି ଛାଡି ସେ ଆଜି ବିଧିବଦ୍ଧ ଭାବେ ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉପସ୍ଥିତିରେ ଭାଜପାରେ ମିଶିଛନ୍ତି । ରୀନାଙ୍କ ସହ ୩୦ଜଣ ବିଜେଡି ସମର୍ଥିତ ସରପଞ୍ଚ ଏବଂ…
ମହାବାତ୍ୟାରେ ଭାସି ଯାଇଥିଲେ ସ୍ତ୍ରୀ-୪ ସନ୍ତାନ: ତଥାପି ହାରିନାହାନ୍ତି ଶଙ୍କର ନନା
ପାରାଦୀପ,୨୯।୧୦(ଶରତ ରାଉତ):ଓଡ଼ିଶାର ସବୁଠାରୁ ବଡ଼ ବାତ୍ୟା କୁହାଯାଉଥିବା ୧୯୯୯ ମହାବାତ୍ୟାକୁ ମଙ୍ଗଳବାର ୨୫ ବର୍ଷ ପୂରିଛି। ଏହି ୨୫ ବର୍ଷ ମଧ୍ୟରେ ଉପକୂଳ ଓଡ଼ିଶାରେ ୧୧ ଥର ବାତ୍ୟା ହେଲାଣି। ସେଗୁଡିକ ହେଲା ୨୦୧୩ରେ ଫାଇଲିନ୍, ୨୦୧୪ ହୁଡ୍ହୁଡ୍, ୨୦୧୬ ତିତ୍ଲି,…
୩୩ ଘଣ୍ଟା ପରେ ମୃତଦେହକୁ ମିଳିଲା ଶ୍ମଶାନ
ପାପଡାହାଣ୍ଡି,୨୯।୧୦(ସ୍ବପ୍ନଜିତ ପଟ୍ଟନାୟକ):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ସଦର ମହକୁମାଠାରେ ଧର୍ମ ପରିବର୍ତ୍ତନ ଯୋଗୁ ଗ୍ରାମର ଡମୁଯାନୀଙ୍କ ସୋମବାର ମୃତ୍ୟୁ ପରେ ଶ୍ମଶାନ ମିଳି ନ ଥିଲା। ଦୀର୍ଘ ୩୩ ଘଣ୍ଟା ପରେ ମଙ୍ଗଳବାର ଗ୍ରାମ ନିକଟରେ ତାଙ୍କ ସତ୍କାର…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆୟୁଷ୍ମାନ ଭାରତ ଯୋଜନାକୁ ନେଇ ଆସିଲା ବଡ଼ ଅପ୍ଡେଟ୍ : ଖୁବ୍ ଶୀଘ୍ର …
ଭୁବନେଶ୍ୱର,୨୯।୧୦: ଖୁବଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ । ପୂର୍ବରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଏହି ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରାଯିବ । ଏହା ସହିତ ଗୋପବନ୍ଧୁ ସ୍ବାସ୍ଥ୍ୟ ଯୋଜନା ମଧ୍ୟ ଜାରି ରହିବ । ଯୋଜନାରେ…

