Home Left

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା ନେତାଙ୍କୁ ଦଳ ଏଠାରେ ଲଢ଼ିବାକୁ ବାଛିଛନ୍ତି। ଏହି ନିର୍ବାଚନରେ ହାଇ ଭୋଲ୍ଟେଜ୍‌ ଲଢ଼େଇ ଦେଖିବାକୁ…

‘ଫୋନ୍‌ରେ ଧମକ ଦେଉଛନ୍ତି ପ୍ରଶାନ୍ତ ଜଗଦ୍ଦେବ’

ଭୁବନେଶ୍ୱର,୮।୫: ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ବୁଧବାର ବିଜେଡିର ଏକ ପ୍ରତିନିଧି ଦଳ ଆସି ସିଇଓଙ୍କୁ ଭେଟିଛନ୍ତି। ମଙ୍ଗଳବାର ସେମାନେ ଯେଉଁ ପ୍ରସଙ୍ଗ ସହ କମିଶନଙ୍କ…

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା: ଆତ୍ମହତ୍ୟା କରିଥିବା ଅଭିଯୁକ୍ତଙ୍କର ପୁଣିଥରେ ହେବ ପୋଷ୍ଟମର୍ଟମ

ମୁମ୍ବାଇ,୮ା୫: ଅଭିନେତା ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାରେ ମୁମ୍ବାଇ ପୋଲିସର ହେପାଜତରେ ଆତ୍ମହତ୍ୟା କରିଥିବା ଅଭିଯୁକ୍ତ ଅନୁଜ ଥାପାନଙ୍କ ପୋଷ୍ଟମର୍ଟମ ପୁଣି ଥରେ କରାଯିବ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କର ପୋଷ୍ଟମର୍ଟମ ହୋଇସାରିଛି…

ଜମୁଛି ପ୍ରଚାର, ନିଜ ସପକ୍ଷରେ ଭୋଟ୍‌ ଦେବାକୁ ଲୋକଙ୍କୁ ନିବେଦନ କରୁଛନ୍ତି ପ୍ରାର୍ଥୀ

କେସିଙ୍ଗା,୮ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେବା ପାଇଁ ନଗରପାଳ ନୃପରାଜ ଯାଦବଙ୍କ ନେତୃତ୍ୱରେ ବିଜେଡି କର୍ମୀଙ୍କ ଦ୍ୱାରା ନିର୍ବାଚନୀ ପ୍ରଚାରକୁ ବୁଧବାର ଜୋର୍‌ଦାର କରାଯାଇଛି। ଏଥିରେ ଟାଉନ ସଭାପତି ରମେଶ ପଟ୍ଟନାୟକ ନିର୍ବାଚନୀ ପ୍ରଚାରରେ…

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ ଓହ୍ଲାଇ ସେଠାରୁ ସଡ଼କ ପଥରେ ଲାଲ୍‌ ବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଭାଜପାର ବିଜୟ…

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି। ଏହି ଜବତ ସୁନାର ମୂଲ୍ୟ ପ୍ରାୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ…

ଟି୨୦ ବିଶ୍ୱକପ୍‌କୁ ମାଗଣାରେ ଦେଖିପାରିବେ ଦର୍ଶକ, ଡିଜ୍‌ନୀ କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୮।୫: ଆଗାମୀ ଟି୨୦ ବିଶ୍ୱକପ୍‌ ନେଇ ବଡ଼ ଘୋଷଣା କରିଛି ଡିଜ୍‌ନୀ ପ୍ଲସ୍‌ ହଟ୍‌ଷ୍ଟାର। ବ୍ୟବହାରକାରୀମାନେ ଏହି ମୋବାଇଲ ଆପ୍‌ରେ ମାଗଣାରେ ବିଶ୍ୱକପ୍‌କୁ ଉପଭୋଗ କରିପାରିବେ। ତେବେ ଗତ ବର୍ଷ ଏହା ଦିନିକିଆ ବିଶ୍ୱକପ୍‌ ଏବଂ ଏସିଆ କପ୍‌ର ମାଗଣା ଷ୍ଟ୍ରିମିଂ…

ଭାରତରେ ୮% ହ୍ରାସ ପାଇଛି ହିନ୍ଦୁମାନଙ୍କ ଜନସଂଖ୍ୟା, ଏଇ ସମ୍ପ୍ରଦାୟର ହୋଇଛି ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କ ପ୍ୟାନେଲ୍ ରିପୋର୍ଟ

ନୂଆଦିଲ୍ଲୀ,୮।୫: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ୧୯୫୦ ରୁ ୨୦୧୫ ମଧ୍ୟରେ ଭାରତରେ (ହିନ୍ଦୁ) ଅଧିକାଂଶ ଧର୍ମର ଜନସଂଖ୍ୟା ୭.୮% ହ୍ରାସ ପାଇଛି। ଯେତେବେଳେ କି ଭାରତର ପଡୋଶୀ ଦେଶ ମାନଙ୍କରେ ସେମାଙ୍କ…

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ ବାଲେଶ୍ୱର ଜିଲାପାଳ ଅଫିସ ପହଞ୍ଚିଲେ। ଅତିରିକ୍ତ ଜିଲାପାଳଙ୍କ ନିକଟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିଲେ।…

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ ମହିଳାଙ୍କୁ ଦ୍ୱିତୀୟ ବିବାହ କରିବାକୁ ଉଦ୍ୟମ କରି ହଟହଟା ହୋଇଛନ୍ତି। ଏହି ଘଟଣା ବାସୁଦେବପୁର…

ଶଙ୍ଖ ଧରିଲେ ବରିଷ୍ଠ ଭାଜପା ନେତାଙ୍କ ସହ ଶତାଧିକ କର୍ମୀ

ଗଞ୍ଜାମ,୮ା୫(ବିଦ୍ୟାଧର ସାହୁ): ଆସନ୍ତା ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ସବୁ ଦଳ ନିଜନିଜ ରଣନୀତି ଆରମ୍ଭ କରିଛନ୍ତି।  ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୮ ପୁଇଁତଳା ଗ୍ରାମର ପୂର୍ବତନ ଭାଜପା ନଗର ସଭାପତି ସୁଦାମ ଚରଣ ଜେନା ତାଙ୍କ ସମର୍ଥକଙ୍କ ସହ…

ଛେଳି ଚୋରିକୁ ନେଇ ମହାଭାରତ: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବୁଦାମୂଳେ ଫିଙ୍ଗିଦେଲେ ଦୁର୍ବୃତ୍ତ

ଖୁଣ୍ଟୁଣୀ,୮ା୫(ସଚ୍ଚିଦାନନ୍ଦ ପଣ୍ଡା): ଛେଳି ଚୋରିକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଅନ୍ୟ କେତେକ ଯୁବକ ମରଣାନ୍ତକ ଆକ୍ରମଣ କରି ମୁମୂର୍ଷୁ ଅବସ୍ଥାରେ ଖୁଣ୍ଟୁଣୀ ଡାକ୍ତରଖାନା ପଛପଟ ବୁଦାମୂଳେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି । ଖବର ପାଇ ଖୁଣ୍ଟୁଣୀ ଥାନା ପୋଲିସ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri