Home Left

ବଡ଼ ମାଇଲଖୁଣ୍ଟ ହାସଲ କଲେ ଯଶସ୍ବୀ ଜୟସ୍ବାଲ: କୋହଲି ସମେତ ୩ କିମ୍ବଦନ୍ତୀଙ୍କୁ ପଛରେ ପକାଇଲେ

ନୂଆଦିଲ୍ଲୀ,୧୦।୧୦: ଦିଲ୍ଲୀରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଯଶସ୍ବୀ ଜୟସ୍ବାଲ ଏକ ଚମତ୍କାର ଶତକ ହାସଲ କରିଛନ୍ତି। ପ୍ରଥମ ଦିନର ଦ୍ୱିତୀୟ ଅଧିବେଶନରେ ସେ ତାଙ୍କର ଶତକ ହାସଲ କରିଛନ୍ତି। ଏହି ଇନିଂସରେ ସେ ବିରାଟ କୋହଲି,...

ଭାଜପା ନେତାଙ୍କ ପରଲୋକ

ବେତନଟୀ,୧୦।୧୦(ଧରଣୀଧର ମହାନ୍ତି) : ବେତନଟୀ ଅଞ୍ଚଳର ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ବାଲେଶ୍ୱର ଏମ୍‌ପି ଖାରବେଳ ସ୍ବାଇଁ ଓ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଗୋଲକ ବିହାରୀ ନାଏକଙ୍କ ପ୍ରତିନିଧି ବିମଳ କୁମାର ଲେଙ୍କା(୫୫)ଙ୍କ ବୁଧବାର ସକାଳେ ବେତନଟୀସ୍ଥିତ ବାସଭବନରେ...

ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ଗିରଫ ହେଲେ ତହସିଲଦାର

ମହାକାଳପଡ଼ା,୧୦ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। ତହସିଲଦାର ତାଙ୍କ ଆୟ ଠାରୁ ୧୯୦% ଅଧିକ...

NDAରେ ବଡ଼ ଡିଲ୍‌! ଚିରାଗଙ୍କୁ ମିଳିବ ଏତିକି ଆସନ, ଭାଜପା ସହ ହୋଇଗଲା…

ନୂଆଦିଲ୍ଲୀ,୧୦।୧୦: ବିହାର ନିର୍ବାଚନ ପାଇଁ NDA ମଧ୍ୟରେ ଚାଲିଥିବା ଆସନ ବଣ୍ଟନ ଆଲୋଚନା ପ୍ରାୟ ଶେଷ ହୋଇଥିବା ପରି ମନେ ହେଉଛି। ସୂତ୍ର ଅନୁସାରେ ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ) ଏବଂ ଭାଜପା ମଧ୍ୟରେ ଏକ ଚୁକ୍ତି ହୋଇଛି।...

ମୋରଡ଼ା ଅବକାରୀ ବିଭାଗର ତତ୍ପରତା: ଜଣଙ୍କ ପରେ ଜଣଙ୍କୁ ….

ମୋରଡ଼ା,୧୦। ୧୦(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ଗୁରୁବାର ପୂର୍ବାହ୍ନ ୧୦ଟାରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୪ଜଣଙ୍କୁ ଗିରଫ କରିଛି। ମୋରଡା ଅବକାରୀ ଅଧିକାରୀ ଦୀପକ ରାଉତଙ୍କ ସୂଚନା ମୁତାବକ, ଡାକୋଇ ଗ୍ରାମରେ ଚଢ଼ାଉ କରି...

ମୁତାକିଙ୍କୁ ଭେଟିବା ପରେ, ଏସ. ଜୟଶଙ୍କର କଲେ ବଡ଼ ଘୋଷଣା, ଯାହା ଶୁଣି ପାକିସ୍ତାନକୁ ଲାଗିବ ୪୪୦ ଭୋଲ୍ଟର ଝଟକା

ନୂଆଦିଲ୍ଲୀ,୧୦।୧୦: ଭାରତ ଆଫଗାନିସ୍ତାନ ସହିତ ପୂର୍ଣ୍ଣ କୂଟନୈତିକ ସମ୍ପର୍କ ପୁନଃସ୍ଥାପିତ କରିଛି ଏବଂ ଆଫଗାନିସ୍ତାନ ରାଜଧାନୀ କାବୁଲରେ ଏକ ଦୂତାବାସ ଖୋଲିବା ପାଇଁ ଆନୁଷ୍ଠାନିକ ଭାବରେ ଘୋଷଣା କରିଛି। ତାଲିବାନ-ଶାସିତ ଆଫଗାନିସ୍ତାନ ସହିତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତକୁ ଚିହ୍ନିତ...

ପାକିସ୍ତାନ ଏକ୍ସପର୍ଟଙ୍କ ବଡ଼ ଦାବି, କହିଲେ ଭାରତ ସହ ହେବ ଭୟଙ୍କର ଯୁଦ୍ଧ, ସାଉଦି ଆରବ ଆମକୁ ଦେବ…

ଇସଲାମାବାଦ,୧୦।୧୦: ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଉ ଏକ ଯୁଦ୍ଧର ପୂର୍ବାନୁମାନ କରିଛନ୍ତି, ସାଉଦି ଆରବ ପାକିସ୍ତାନକୁ ସମର୍ଥନ କରିବ। ସେ ପାକିସ୍ତାନରେ ଅନୁଷ୍ଠିତ ଏକ କର୍ପସ କମାଣ୍ଡର ସମ୍ମିଳନୀରେ ଏହି ବିବୃତ୍ତି ଦେଇଛନ୍ତି,...

ଆବଶ୍ୟକ ହେଲେ ରୁଜୁ ହେବ ଦେଶଦ୍ରୋହ ମାମଲା: ସିପି

କଟକ,୧୦ା୧୦: ସୋସିଆଲ ମିଡିଆରେ ଗୁଜବ ସୃଷ୍ଟି କରୁଥିବା ବ୍ୟକ୍ତିଙ୍କୁ କଡ଼ା ଚେତାବନୀ ଦେଇଛନ୍ତି କଟକ ସିପି ଏସ୍‌ ଦେବଦତ୍ତ ସିଂ। ସେ କହିଛନ୍ତି, ଆବଶ୍ୟକ ହେଲେ ଦେଶଦ୍ରୋହ ମାମଲା ରୁଜୁ କରାଯିବ। ଦରଘା ବଜାର ଓ କଦମ ରସୁଲରେ ପୋଲିସ...

ପୁଣି ପ୍ରେମରେ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଏହି ଅଭିନେତ୍ରୀଙ୍କୁ କରୁଛନ୍ତି ଡେଟ୍‌

ମୁମ୍ବାଇ,୧୦।୧୦:ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। କରଓ୍ବାଚୌଥରେ ମୁମ୍ବାଇ ବିମାନବନ୍ଦରରେ ତାଙ୍କୁ ମଡେଲ ମାହିକା ଶର୍ମାଙ୍କ ସହ ଦେଖିବାକୁ ମିଳିଛି। ୨୦୨୪ରେ ସେ ତାଙ୍କ ସ୍ତ୍ରୀ ନତାଶା...

ତାଲିବାନ ବୈଦେଶିକ ମନ୍ତ୍ରୀଙ୍କ ଭାରତ ଗସ୍ତକୁ ସହି ପାରିଲାନି ପାକିସ୍ତାନ! କାବୁଲ ସମେତ ୩ ସହରରେ କଲା ଏୟାର ଷ୍ଟ୍ରାଇକ

କାବୁଲ,୧୦।୧୦: ପାକିସ୍ତାନ ତେହରିକ-ଏ-ତାଲିବାନ (ପାକିସ୍ତାନ)ର ଶୀର୍ଷ କମାଣ୍ଡରମାନଙ୍କୁ ନିପାତ କରିବା ପାଇଁ ଆଫଗାନିସ୍ତାନର ରାଜଧାନୀ କାବୁଲ ସମେତ ତିନୋଟି ସହରରେ ବିମାନ ଆକ୍ରମଣ କରିଛି। କାବୁଲରେ ପାକିସ୍ତାନର ଆକ୍ରମଣ ତାଲିବାନର ବୈଦେଶିକ ମନ୍ତ୍ରୀ ଆମିର ଖାନ ମୁତାକିଙ୍କ ଭାରତ ଗସ୍ତ...

ଦାଦନ ଖଟିବାକୁ ଯାଇଥିଲେ, ଶବ ହୋଇ ଫେରିଲେ: କାନ୍ଦବୋବାଳିରେ ଫାଟିପଡ଼ୁଛି ଗାଁ

ଜୟପାଟଣା, ୧୦।୧୦(ଓମ ପ୍ରକାଶ ବୈଠାରୁ):କଲହାଣ୍ଡିରେ ଥମୁନି ଦାଦନ ଦୁଃଖ। ପୁଣି ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ। କାନ୍ଦବୋବାଳିରେ ଫାଟିପଡିଛି ଗାଁ ଦାଣ୍ଡ। ଏଭଳି ଦୁଖଃଦ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଜୟପାଟଣା ଥାନା ପ୍ରଜାନାଗଫେଡ଼ି ଗାଁରେ। ଏହି...

ଶୁବମନଙ୍କ ପାଇଁ ଲକି ସାବ୍ୟସ୍ତ ହେଲା ଧୋନିଙ୍କ ୭ ନମ୍ବର

ନୂଆଦିଲ୍ଲୀ,୧୦।୧୦: ଭାରତର ସବୁଠାରୁ ସଫଳ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଏମଏସ ଧୋନିଙ୍କର ୭ ଭାଗ୍ୟବାନ ସଂଖ୍ୟା ବୋଲି ବିବେଚନା କରାଯାଏ, ଏବଂ ଏହି ସଂଖ୍ୟା ଶୁବମନ ଗିଲଙ୍କ ପାଇଁ ଏକ ଲକି ଚାର୍ମ ପ୍ରମାଣିତ ହୋଇଛି। ଗିଲ ଭାରତୀୟ ଅଧିନାୟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri