Home Left

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ ତୁମର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ? କିଛି ଉତ୍ତର ଦେଇପାରିବେ ନାହିଁ। ଦମ୍‌ ଅଛି ଯଦି…

ଜେଏସ୍‌ଏଲ୍‌ର ନୂଆ ମାଇଲଖୁଣ୍ଟ

ନୂଆଦିଲ୍ଲୀ,୮।୫: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଅଗ୍ରଣୀ ଷ୍ଟେନ୍‌ଲେସ୍‌ ଇସ୍ପାତ ଉତ୍ପାଦନକାରୀ ‘ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ ବା ଜେଏସ୍‌ଏଲ୍‌’କୁ ନିକଟରେ ଆଉ ମାନ୍ୟତ୍ୟ ପ୍ରଦାନ କରାଯାଇଛି। ଏପରିକି କମ୍ପାନୀ ଅତ୍ୟାଧୁନିକ ଜ୍ଞାନକୌଶଳରେ ଏକ ନୂତନ ଉତ୍ପାଦ ତଥା ୩ ଏମ୍‌ଏମ୍‌ର…

ଖାଉଟିଙ୍କୁ ଘାରିଛି ଦରବୃଦ୍ଧି ଚିନ୍ତା

ଭୁବନେଶ୍ୱର,୮।୫(ଅନୁରାଧା ମହାରଣା): ଗତ କିଛି ମାସ ଧରି ଦେଶରେ ମୁଦ୍ରାସ୍ଫୀତିରେ ମନ୍ଥରତା ଦେଖାଦେଇଛି। ମାର୍ଚ୍ଚରେ ଖୁଚୁରା ମୁଦ୍ରାସ୍ଫୀତି ହାର ୯ ମାସ ମଧ୍ୟରେ ସର୍ବନିମ୍ନ ସ୍ତରକୁ ଖସି ଆସିଥିଲା। ତେବେ ଖୁଚୁରା ମୁଦ୍ରାସ୍ଫୀତି ହାର ରିଜର୍ଭ ବ୍ୟାଙ୍କର ଲକ୍ଷ୍ୟଠାରୁ ଅଧିକ ରହିଛି।…

ଗୋଡ଼ରେ ଭୋଟ ଦେଲେ

ଅହମଦାବାଦ: ମଙ୍ଗଳବାର ଭାରତର ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବରେ ଗୁଜରାଟର ଏକ ପୋଲିଂ ବୁଥ୍‌ରେ ଅଙ୍କିତ ସୋନି ନାମକ ଜଣେ ଭିନ୍ନକ୍ଷମ ଯୁବକ ଗୋଡ଼ରେ ଭୋଟ ଦେଇ ଉଦାହରଣ ସୃଷ୍ଟି କରିଛନ୍ତି। ଭୋଟ…

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଛି ଭାଜପା। ନାମାଙ୍କନ ସତ୍ୟପାଠରେ ପ୍ରଣବ ଉଲ୍ଲେଖ କରିଥିବା ଶିକ୍ଷାଗତ ଯୋଗ୍ୟତା ସମ୍ପର୍କିତ ତଥ୍ୟ…

ବାପାଙ୍କ ଦୋକାନ ବନ୍ଦ ହେବନି

ନୂଆଦିଲ୍ଲୀ: ରୋଲ୍‌ ପ୍ରସ୍ତୁତ କରୁଥିବା ଏକ ୧୦ ବର୍ଷୀୟ ବାଳକର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଶ୍‌ପ୍ରୀତ ନାମକ ଏହି ବାଳକଙ୍କ ମାତ୍ର ମାସେ ପୂର୍ବରୁ ପିତାଙ୍କୁ ହରାଇଛନ୍ତି। ଏବେ ସମ୍ପୂର୍ଣ୍ଣ ଘରର ଦାୟିତ୍ୱ ଯଶ୍‌ପ୍ରୀତଙ୍କ ଉପରେ ଥିବାରୁ…

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ତାଙ୍କ ବିରୋଧରେ କେତେଜଣ ଅସନ୍ତୁଷ୍ଟ ନେତା ଓ…

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ ୮୦୦ କୋଟିର ଦୁର୍ନୀତି ମାମଲା ସାମ୍‌ନାକୁ ଆସିଛି। ଏହି ମାମଲାକୁ କେନ୍ଦ୍ରକରି ଦକ୍ଷିଣ ବେଙ୍ଗାଲୁରୁ…

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର ପାଖାପାଖି ୬୨ ପ୍ରତିଶତ ରହିଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪,…

ବିଶ୍ୱ ରେଡ୍‌କ୍ରସ ଦିବସ

ପ୍ରତିବର୍ଷ ମେ’ ୮ରେ ବିଶ୍ୱ ରେଡ୍‌କ୍ରସ ଦିବସ ପାଳନ କରାଯାଏ। ଅନ୍ତର୍ଜାତୀୟ ରେଡ୍‌କ୍ରସ ଏବଂ ରେଡ୍‌ କ୍ରିସେଣ୍ଟ ଆନ୍ଦୋଳନର ନୀତି ମନେ ରଖିବା ପାଇଁ ଏହା ପାଳନ କରାଯାଏ। ବିଶ୍ୱ ରେଡ୍‌କ୍ରସ ଦିବସର ମୂଳ ଉଦ୍ଦେଶ୍ୟ ହେଉଛି ଅସହାୟ ତଥା ଆହତ…

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଆଇପିସିର ଧାରା ୪୯୮ଏ (ଶାଶୂଘରେ ମହିଳାଙ୍କ ପ୍ରତି ନିଷ୍ଠୁରତା)ର ଦୁରୁପଯୋଗ କରାଯାଉଥିବା ନେଇ ସର୍ବୋଚ୍ଚ…

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା ନିଜର ଭୋଟ ବ୍ୟାଙ୍କକୁ ସଶକ୍ତ କରିବା ପାଇଁ ଏସ୍‌ଏଚ୍‌ଜିର ମହିଳାଙ୍କୁ ପ୍ରଲୋଭିତ କରିଆସୁଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri