ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ଟଳିପଡ଼ିଲେ ୩ ଆତଙ୍କବାଦୀ
ଶ୍ରୀନଗର, ୨୬।୬:ଜମ୍ମୁ-କଶ୍ମୀରର ଡୋଡା ଜିଲା ଅନ୍ତର୍ଗତ ଗନ୍ଦୋହ ଅଞ୍ଚଳରେ ବୁଧବାର ସୁରକ୍ଷା ବାହିନୀଙ୍କ ଗୁଳିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ଅଞ୍ଚଳରେ ଉକ୍ତ ୩ ଆତଙ୍କବାଦୀ ଲୁଚିଥିବା ନେଇ ଗୋଇନ୍ଦା ଆଧାରରେ ସୂଚନା ମିଳିବାରୁ ବୁଧବାର ସୁରକ୍ଷା ବାହିନୀ…
ବିବାହିତା ମହିଳାଙ୍କୁ ଚାକିରି ଦେଉନି ଫକ୍ସକନ୍; ରିପୋର୍ଟ ମାଗିଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୨୬।୬: ଆଇଫୋନ୍ ନିର୍ମାତା ‘ଫକ୍ସକନ୍’ ଚେନ୍ନାଇରେ ଥିବା ଏହାର ଫ୍ୟାକ୍ଟ୍ରିରେ ବିବାହିତା ମହିଳାଙ୍କୁ ନିଯୁକ୍ତି ଦେଉ ନଥିବା ଖବର ପ୍ରକାଶ ପାଇବା ପରେ କେନ୍ଦ୍ର ସରକାର ଏ ସଂକ୍ରାନ୍ତରେ ଏକ ବିସ୍ତୃତ ରିପୋର୍ଟ ଦେବାକୁ ତାମିଲନାଡୁ ସରକାରଙ୍କୁ କହିଛନ୍ତି। ତଦନ୍ତ ପାଇଁ…
ବଳାତ୍କାର ମାମଲାରେ ପ୍ରଜ୍ଜ୍ୱଳଙ୍କୁ ବଡ଼ ଝଟ୍କା
ବେଙ୍ଗାଲୁରୁ, ୨୬।୬:କର୍ନାଟକର ଚର୍ଚ୍ଚିତ ସେକ୍ସ-ସ୍କାଣ୍ଡାଲ ମାମଲାରେ ପୂର୍ବତନ ଏମ୍ପି ତଥା ନିଲମ୍ବିତ ଜନତା ଦଳ ଧର୍ମନିରପେକ୍ଷ (ଜେଡିଏସ୍) ନେତା ପ୍ରଜ୍ୱଳ ରେଭନ୍ନା(୩୩)ଙ୍କ ଜାମିନ ଆବେଦନକୁ ବେଙ୍ଗାଲୁରୁର ସ୍ବତନ୍ତ୍ର ଲୋକ ପ୍ରତିନିଧି କୋର୍ଟ ବୁଧବାର ଖାରଜ କରିଛନ୍ତି। ଅନେକ ମହିଳାଙ୍କ ସହ ବଳାତ୍କାର…
କିଏ ସେହି ୨ କୁନି ଝିଅ, ଯାହାଙ୍କୁ କୋଳେଇ ନେଲେ ପ୍ରଧାନମନ୍ତ୍ରା ମୋଦି
ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସଂସଦ ଭବନରେ ତାଙ୍କ କାର୍ଯ୍ୟାଳୟରେ ଦୁଇଜଣ ସ୍ବତନ୍ତ୍ର ଛୋଟ ଅତିଥିଙ୍କୁ ସ୍ବାଗତ କରିଛନ୍ତି। ତାଙ୍କୁ ଦେଖିବା ମାତ୍ରେ ପ୍ରଧାନମନ୍ତ୍ରୀ ଖୁସିରେ ଆତ୍ମହରା ହୋଇଉଠିଥିଲେ। ଉଭୟ ଝିଅ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଉପରେ ଲେଖାଯାଇଥିବା ଏକ କବିତା…
ପୃଥିବୀ ଉପରେ ମାଡିଆସୁଛି ବିପଦ: ନାସା ଦେଲା ଚେତାବନୀ
ନୂଆଦିଲ୍ଲୀ୨୬।୬: ଗ୍ରୀନହାଉସ ଗ୍ୟାସ ପୃଥିବୀରେ କ’ଣ ଖରାପ ପ୍ରଭାବ ପକାଏ, ଆମେରିକାର ସ୍ପେସ ଏଜେନ୍ସି ନାସା ଦ୍ୱାରା ଭିଜୁଆଲାଇଜେସନ ମାଧ୍ୟମରେ ଦର୍ଶାଯାଇଛି। ନାସା ଏହି ଭିଜୁଆଲାଇଜେସନକୁ ସୋସିଆଲ ମିଡିଆରେ ଶେୟାର କରିଛି। ନାସା ଲେଖିଛି ଯେ, ମାନବ କାର୍ଯ୍ୟକଳାପ ଦ୍ୱାରା ଉତ୍ପାଦିତ…
ହଷ୍ଟେଲରେ ରହି ପଢ଼ିବାକୁ ଯାଇଥିଲେ, ଘରକୁ ଫେରିଲା ଛାତ୍ରୀଙ୍କ ମୃତଦେହ
ବାଲିଗୁଡ଼ା,୨୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): ହଷ୍ଟେଲରେ ରହି ପାଠ ପଢ଼ିବାକୁ ଯାଇଥିଲେ ଜଣେ ଛାତ୍ରୀ। ହେଲେ ଘରକୁ ଫେରିଲା ତାଙ୍କ ମୃତଦେହ। ଏଭଳି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ବୁଡ୍ରୁକିଆ ଆଶ୍ରମ ବିଦ୍ୟାଳୟରେ। ସୂଚନାନୁଯାୟୀ, ବୁଡ୍ରୁକିଆ ଆଶ୍ରମ…
ଧନଠାରୁ ଅଧିକ ମୂଲ୍ୟବାନ ଏହି ୩ ଜିନିଷ; ଟଙ୍କା ପଛରେ ଦୌଡ଼ି କେବେ ହରାନ୍ତୁ ନାହିଁ
ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନରେ ସବୁଠାରୁ ଅଧିକ ମହତ୍ୱ ଧନର ରହିଛି। ଚାଣକ୍ୟ କୁହନ୍ତି ଟଙ୍କା ଥିଲେ ବ୍ୟକ୍ତି ନିଜର ଆବଶ୍ୟକତା ଅନୁସାରେ ପ୍ରତ୍ୟେକଟି ଜିନିଷ କିଣିପାରେ। ପରିବାରର ଭରଣପୋଷଣରେ ମଧ୍ୟ ଧନର ଆବଶ୍ୟକତା ରହିଛି। ଏଥିଲାଗି ରୋଜଗାର କରିବାକୁ ଲୋକମାନେ…
ଷ୍ଟଣ୍ଟ୍ କରୁଥିବା ବେଳେ ଆମ୍ବୁଲାନ୍ସ ସହ ମୁହାଁମୁହିଁ ପିଟି ହେଲା ବାଇକ୍, ଚାଲିଗଲା ଯୁବକଙ୍କ ଜୀବନ
ବାଲିଗୁଡ଼ା,୨୬ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଜୁନିୟର ମହାବିଦ୍ୟାଳୟ ନିକଟରେ ଜଣେ ଯୁବକ ବାଇକ୍ରେ ଷ୍ଟଣ୍ଟ କରି ଦ୍ରୁତଗତିରେ ଯାଉଥିବା ବେଳେ ଏହା ତାଙ୍କ ପାଇଁ କାଳ ସାଜିଛି। ଏକ ଘରୋଇ ଆମ୍ବୁଲାନ୍ସ ମୃତଦେହ ଧରି…
ଆଜିଯାଏ କାହିଁକି ଅବିବାହିତ ଅଛନ୍ତି ସଲମାନ? ବାପା ସଲିମ କହିଲେ କାରଣ…
ବମ୍ବେ: ବଲିଉଡ୍ର ମୋଷ୍ଟ ଏଲିଜିବୁଲ ବ୍ୟାଚେଲର ହେଉଛନ୍ତି ଦବଙ୍ଗ ଖାନ୍ ସଲମାନ। ଏଯାଏ ଅବିବାହିତ ଥିବାରୁ ତାଙ୍କର ମହିଳା ପ୍ରଶଂସକଙ୍କ ସଂଖ୍ୟା କାହିଁରେ କେତେ। ଅନେକ ସମୟରେ ଏଯାଏ ବିବାହ ନ କରିବା ପଛରେ କାରଣ କ’ଣ ବୋଲି ତାଙ୍କୁ ପଚରାଯାଇଥାଏ।…
ବାଚସ୍ପତି ପଦ ସମ୍ଭାଳିବା ପରେ ପରେ ଜରୁରୀକାଳୀନ ସ୍ଥିତି -ଇନ୍ଦିରା ଗାନ୍ଧୀଙ୍କ କଥା ଉଠାଇଲେ ବିର୍ଲା, ଲୋକ ସଭାରେ ହଙ୍ଗାମା
ନୂଆଦିଲ୍ଲୀ,୨୬।୬: ଲୋକ ସଭା ବାଚସ୍ପତି ପଦ ସମ୍ଭାଳିବା ପରେ ଓମ୍ ବିର୍ଲା ଜରୁରୀକାଳୀନ ପରିସ୍ଥିତି ଏବଂ ଇନ୍ଦିରା ଗାନ୍ଧୀଙ୍କୁ ନେଇ ବୟାନ ଦେଇଥିଲେ। ଏହାକୁ ନେଇ ଗୃହରେ ହଙ୍ଗାମା ଦେଖିବାକୁ ମିଳିଛି। ବିଶେଷକରି ବିରୋଧୀ ଦଳର ଏମ୍ପିମାନେ ଏହାକୁ ଦୃଢ଼ ପ୍ରତିବାଦ…
ଗଛମୂଳେ ଖଟି କରୁଥିବା ବେଳେ ହେଲା ବଜ୍ରପାତ: ଚାଲିଗଲା ୩ ଜୀବନ, ଦୁଇ ଗୁରୁତର
ପଦ୍ମପୁର,୨୬ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ଅନ୍ତର୍ଗତ ଦେଓ୍ବାନଡିହିରେ ବୁଧବାର ଅପରାହ୍ନରେ ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି। ମିଳିଥିବା ସୂଚନାନୁସାରେ ଦେଓ୍ବାନ ଗାଁର ପାଞ୍ଚ ଜଣ ପୁରୁଷ ଗାଁ ମୁଣ୍ଡ ବରଗଛ ମୂଳେ ବସି ଖଟି…
ଏକାସାଙ୍ଗରେ ୩ ବଡ଼ ରେକର୍ଡ ହାସଲ କଲେ ବାଚସ୍ପତି ଓମ ବିର୍ଲା: ଗୋଟିଏ ରେକର୍ଡ ଭାଙ୍ଗିବା ଅସମ୍ଭବ
ଜୟପୁର,୨୬।୬: ଲୋକ ସଭାର ନୂତନ ବାଚସ୍ପତି ଭାବରେ ଓମ ବିର୍ଲା ପୁଣି ନିର୍ବାଚିତ ହୋଇଛନ୍ତି। ଏହାପୂର୍ବରୁ ଗୃହର ପ୍ରକ୍ରିୟା ଆରମ୍ଭ ହେବା ମାତ୍ରେ ପ୍ରଧାନମନ୍ତ୍ରୀ ମୋଦି ଲୋକ ସଭାର ବାଚସ୍ପତି ପଦ ପାଇଁ ଓମ ବିର୍ଲାଙ୍କ ନାମ ପ୍ରସ୍ତାବ ଦେଇଥିଲେ, ଯାହାକୁ…
Archives


