ପ୍ରତି ରାତିରେ ଭିଣୋଇ ସାଜୁଥିଲେ ସଇତାନ: ଶାଳୀଙ୍କୁ ନିଶା ଦେଇ କରୁଥିଲେ ବଳାତ୍କାର ପରେ…
ଭୁବନେଶ୍ୱର,୨୮।୧୦: ପ୍ରତି ରାତିରେ ଭିଣୋଇ ସାଜୁଥିଲା ନର ରାକ୍ଷାସ। ରାତିରେ ଜାଗ୍ରତ ହେଉଥିଲା ତାଙ୍କର ସଇତାନ ପ୍ରକୃତି। ଶାଳୀଙ୍କ ବିସ୍ବାସରେ ଦେଇ ଚାଲିଥିଲା ବିଷ ପରେ ବିଷ। ଶେଷରେ ଗର୍ଭବତୀ ହେଲେ ନାବାଳିକା ଶାଳୀ। ୩ ମାସର ପିଲାକୁ ପେଟରେ ଧରି…
ସକ୍ରିୟ ରହିବ ହୃତ୍ପିଣ୍ଡ
ହୃତ୍ପିଣ୍ଡ ବା ହାର୍ଟ ଆମ ଶରୀରର ଏକ ପ୍ରମୁଖ ତଥା ଦରକାରୀ ଅଙ୍ଗ। ଦୈନନ୍ଦିନ ଜୀବନରେ ଏହା ସୁସ୍ଥ ରହିଲେ ଆମେ ନୀରୋଗ ରହିବା। ତେବେ କେତେକ କାରଣରୁ ହାର୍ଟ ପ୍ରଭାବିତ ହେବା ଦ୍ୱାରା ଆମେ ଅନେକ ସମୟରେ ହୃଦ୍ଜନିତ ସମସ୍ୟାର…
ଦୁର୍ନୀତିଗ୍ରସ୍ଥଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ; ”କେତେବେଳେ ବି ବାନ୍ଧିପାରନ୍ତି ସରକାର”
ଭୁବନେଶ୍ୱର,୨୮ା୧୦: ସୋମବାର ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଦୁର୍ନୀତିଗ୍ରସ୍ତଙ୍କୁ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ଶୁନ୍ୟ ସହନଶୀଳତା ନୀତି ସରକାର ପ୍ରତିଶ୍ରୁତିବଦ୍ଧ। ରାଜ୍ୟରେ ଭାଜପା ସରକାର ଆସିବାର ୧୪୦ ଦିନ ହୋଇଛି। ଏଣିକି ସିଧାସଳଖ…
ପପୁ ଯାଦବଙ୍କୁ ହତ୍ୟା ଧମକ
ପାଟନା,୨୮।୧୦: ବିହାର ପୁର୍ନିଆର ସ୍ବାଧିନ ଏମପି ପପୁ ଯାଦବଙ୍କୁ ହତ୍ୟା ଧମକ ଦିଆଯାଇଛି। ଏମପି ଏହାର ଅଡିଓ ରେକର୍ଡିଂ ମଧ୍ୟ ପ୍ରକାଶ କରିଛନ୍ତି। କୁହାଯାଉଛି ଯେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର କର୍ମୀଙ୍କ ଦ୍ୱାରା ଏମପିଙ୍କୁ ଏମିତି ଧମକ ଦିଆଯାଇଛି। ପପୁ ଯାଦବ…
ମେଶିନ ଲର୍ନିଂ ଓ କୃତ୍ରିମ ବୁଦ୍ଧିମତ୍ତା
ବର୍ତ୍ତମାନ କମ୍ପ୍ୟୁଟର ଗୋଟିଏ ଭାଷାକୁ ଅନ୍ୟ ଭାଷାରେ ଅନୁବାଦ କରିପାରୁଛି। ଜଣଙ୍କ ପ୍ରତିବିମ୍ବକୁ ଚିହ୍ନି ପାରୁଛି ଏବଂ ଯଥାସମ୍ଭବ ବାର୍ତ୍ତାଳାପ ମଧ୍ୟ କରିପାରୁଛି। ଏହା ମେଶିନ ଲର୍ନିଂ ଓ କୃତ୍ରିମ ବୁଦ୍ଧିମତ୍ତା ଯୋଗୁ ସମ୍ଭବ ହୋଇପାରିଛି। ଏହିସବୁ ୨୦୦୦ ମସିହା ପରେ…
ପୁଣି ମାଡି ଆସୁଛି କି ବିପଦ, ଏଥରବି କ’ଣ ସତ ହେବ ପଞ୍ଜିକା ଭବିଷ୍ୟବାଣୀ? ପ୍ରଳୟର ରୂପନେବ….
ପୁଣି ମାଡି ଆସୁଛି କି ବିପଦ? ସତ ହେବକି ପଞ୍ଜିକା ଭବିଷ୍ୟବାଣୀ। ବାତ୍ୟା ପରେ ପୁଣି ନଭେମ୍ବରରେ ହେବକି ଭୂମିକମ୍ପ। ଥରିବକି ପୃଥ୍ବୀବୀ। ତେବେ କେବଳ ଭୂମିକମ୍ପ ନୁହେଁ ତୁଷାରପାତ, ଭୂସ୍ଖଳନ ଦ୍ୱାରା ବହୁ ଧନଜୀବନ କ୍ଷୟକ୍ଷତିର ଆଶଙ୍କା କରୁଛି ଖଡ଼ିରତ୍ନ…
‘ହିଜାବ ନ ପିନ୍ଧିବାରୁ ହେଉଛି ବଳାତ୍କାର, କୋଲକାତାରେ ତ…,’ JMI ଛାତ୍ରୀଙ୍କ ଗୁରୁତର ଅଭିଯୋଗ
ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଭିଯୋଗ ହୋଇଛି ଯେ ଜଣେ ଛାତ୍ରୀଙ୍କ ଉପରେ ଇସଲାମ ଧର୍ମ ଗ୍ରହଣ କରିବାକୁ ଚାପ ପକାଉଛନ୍ତି। ଜାମିଆ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ୧୯ ଅକ୍ଟୋବର ୨୦୨୪ରେ…
ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର
ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀ ପଠାରେ ମଇଁଷୀ ଟି ପାଣି ପିଉଥିବା ବେଳେ ଝାମ୍ପିନେଲା ହିଂସ୍ର…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…
ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ ଏ ପର୍ଯ୍ୟନ୍ତ ଏହି ଯୋଜନାରେ…
ଚାଇନାକୁ ଟାର୍ଗେଟ କଲେ ଟ୍ରମ୍ପ, କହିଲେ ଆମେରିକା ନିକଟରେ ଅଛି…
ଓ୍ବାଶିଂଟନ,୨୮।୧୦: ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏକ ନିର୍ବାଚନ ରାଲିରେ କହିଛନ୍ତି ଯେ ଚାଇନା ସହିତ ବିବାଦ ହେଲେ ଆମେ ସେମାନଙ୍କୁ ପରାସ୍ତ କରିବୁ। ସେ କହିଛନ୍ତି ଯେ ଆମ ନିକଟରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସେନା ଅଛି।…
ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍, ଯାତ୍ରୀ ହନ୍ତସନ୍ତ
ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍ ସେବା ବନ୍ଦ କରାଯାଇଛି। ମୋ’ ବସ୍ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍। କର୍ମଚାରୀଙ୍କ ସାମାନ୍ୟ ଭୁଲ୍ ପାଇଁ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏପରିକି…
ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ
ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା ଲାଞ୍ଚ। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଅନୁଗୋଳ ଜିଲାରେ। ଯେଉଁଥିପାଇଁ ପିଲାଜନ୍ମ ହେବାର…

