ପୁଣି ମାଡି ଆସୁଛି କି ବିପଦ, ଏଥରବି କ’ଣ ସତ ହେବ ପଞ୍ଜିକା ଭବିଷ୍ୟବାଣୀ? ପ୍ରଳୟର ରୂପନେବ….
ପୁଣି ମାଡି ଆସୁଛି କି ବିପଦ? ସତ ହେବକି ପଞ୍ଜିକା ଭବିଷ୍ୟବାଣୀ। ବାତ୍ୟା ପରେ ପୁଣି ନଭେମ୍ବରରେ ହେବକି ଭୂମିକମ୍ପ। ଥରିବକି ପୃଥ୍ବୀବୀ। ତେବେ କେବଳ ଭୂମିକମ୍ପ ନୁହେଁ ତୁଷାରପାତ, ଭୂସ୍ଖଳନ ଦ୍ୱାରା ବହୁ ଧନଜୀବନ କ୍ଷୟକ୍ଷତିର ଆଶଙ୍କା କରୁଛି ଖଡ଼ିରତ୍ନ…
‘ହିଜାବ ନ ପିନ୍ଧିବାରୁ ହେଉଛି ବଳାତ୍କାର, କୋଲକାତାରେ ତ…,’ JMI ଛାତ୍ରୀଙ୍କ ଗୁରୁତର ଅଭିଯୋଗ
ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ସ୍ଥିତ ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଭିଯୋଗ ହୋଇଛି ଯେ ଜଣେ ଛାତ୍ରୀଙ୍କ ଉପରେ ଇସଲାମ ଧର୍ମ ଗ୍ରହଣ କରିବାକୁ ଚାପ ପକାଉଛନ୍ତି। ଜାମିଆ ବିଶ୍ୱବିଦ୍ୟାଳୟର ଜଣେ ଛାତ୍ରୀ ୧୯ ଅକ୍ଟୋବର ୨୦୨୪ରେ…
ଚାନ୍ଦବାଲିରେ ମଇଁଶିକୁ ଝାମ୍ପିନେଲା ୧୫ଫୁଟ ଲମ୍ବର କୁମ୍ଭୀର
ଚାନ୍ଦବାଲି, ୨୮ା୧୦(ଅଶୋକ କୁମାର ପଣ୍ଡା): ଭଦ୍ରକ ଜିଲା ଆରଡ଼ି ସାଳନ୍ଦୀ ନଦୀ ପଠାରୁ ମଇଁଶିକୁ ଝାମ୍ପିନେଲା କୁମ୍ଭୀର। ଆରଡି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀ ପଠାରେ ମଇଁଷୀ ଟି ପାଣି ପିଉଥିବା ବେଳେ ଝାମ୍ପିନେଲା ହିଂସ୍ର…
ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଖୁବ୍ଶୀଘ୍ର ମିଳିବ ସୁଭଦ୍ରା ଟଙ୍କା, ଯେଉଁ ହିତାଧିକାରୀ…
ଭୁବନେଶ୍ୱର,୨୮ା୧୦: ସରକାରଙ୍କ ‘ସୁଭଦ୍ରା’ ଯୋଜନାର କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କୁ ଖୁବ୍ଶୀଘ୍ର ସୁଭଦ୍ରା ଟଙ୍କା ମିଳିବ ଏ ପର୍ଯ୍ୟନ୍ତ ଏହି ଯୋଜନାରେ…
ଚାଇନାକୁ ଟାର୍ଗେଟ କଲେ ଟ୍ରମ୍ପ, କହିଲେ ଆମେରିକା ନିକଟରେ ଅଛି…
ଓ୍ବାଶିଂଟନ,୨୮।୧୦: ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏକ ନିର୍ବାଚନ ରାଲିରେ କହିଛନ୍ତି ଯେ ଚାଇନା ସହିତ ବିବାଦ ହେଲେ ଆମେ ସେମାନଙ୍କୁ ପରାସ୍ତ କରିବୁ। ସେ କହିଛନ୍ତି ଯେ ଆମ ନିକଟରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସେନା ଅଛି।…
ଆନ୍ଦୋଳନରେ କର୍ମଚାରୀ: ଗଡୁନି ମୋ’ ବସ୍, ଯାତ୍ରୀ ହନ୍ତସନ୍ତ
ସମ୍ବଲପୁୂର,୨୮ା୧୦: ସମ୍ବଲପୁର ସହରରେ ସୋମବାର ସକାଳୁ ମୋ’ ବସ୍ ସେବା ବନ୍ଦ କରାଯାଇଛି। ମୋ’ ବସ୍ ର୍କମଚାରୀଙ୍କ ବିଭିନ୍ନ ଦାବିନେଇ ବନ୍ଦ ରହିଛି ମୋ’ ବସ୍। କର୍ମଚାରୀଙ୍କ ସାମାନ୍ୟ ଭୁଲ୍ ପାଇଁ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏପରିକି…
ଯନ୍ତ୍ରଣାରେ ଛଟପଟ ହେଉଥିଲେ ଗର୍ଭବତୀ; ପ୍ରସବ କରାଇବାକୁ ୫୦୦୦ ଟଙ୍କା ଲାଞ୍ଚ ମାଗିଲେ ସରକାରୀ ନର୍ସ
ଅନୁଗୋଳ,୨୮ା୧୦: ଅତିଷ୍ଠ ହେଉଥିଲା ପ୍ରସବ ଯନ୍ତ୍ରଣା, ମାନବିକତା ହରାଇ ବସିଥିଲେ ସରକାର ଡାକ୍ତରଖାନାର ନର୍ସ। ଗର୍ଭବତୀଙ୍କ ପ୍ରସବ କରାଇବା ପାଇଁ ମାଗିଲେ ୫ ହଜାର ଟଙ୍କା ଲାଞ୍ଚ। ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି ଅନୁଗୋଳ ଜିଲାରେ। ଯେଉଁଥିପାଇଁ ପିଲାଜନ୍ମ ହେବାର…
ସବୁ ଗୁଣ୍ଡ କରିବୁ, ମନ୍ତ୍ରୀ ଆସିବା ପୂର୍ବରୁ ବାଡେଇ ବାଡେଇ ଫଳକ ଭାଙ୍ଗିଦେଲେ ବ୍ଲକ୍ ଅଧ୍ୟକ୍ଷା
ପାଲଲହଡ଼ା,୨୮।୧୦ (ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଦ୍ୱାରା ରବିବାର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଉଦ୍ଘାଟନ ହେବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଅନେକ ଉଦଘାଟନୀ ଫଳକରେ ବ୍ଲକ ଅଧ୍ୟକ୍ଷା ରୀନାରାଣୀ ନାୟକଙ୍କ ନାମ…
ନୂଆ ବିଡିଓଙ୍କୁ ଭେଟିଲେ ବ୍ଲକ ଅଧ୍ୟକ୍ଷ-ସମିତିସଭ୍ୟ, ଅଞ୍ଚଳର ବିକାଶ ପାଇଁ…
ଦାରିଙ୍ଗବାଡ଼ି,୨୮ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ନୂଆ ଭାବରେ ଯୋଗ ଦେଇଥିବା ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ଭେଟି ସ୍ବାଗତ ଜଣାଇଛନ୍ତି ଅଧ୍ୟକ୍ଷ ଏବଂ ସମତିସଭ୍ୟାସଭ୍ୟ। ଏଥିସହ ବିଭିନ୍ନ ସଂଗଠନ ପକ୍ଷରୁ ଅଞ୍ଚଳର ବିକାଶ ପାଇଁ ଆଲୋଚନା କରାଯାଇଛି। ସୋମବାର ବ୍ଲକ…
ମୋଦିଙ୍କ ରୋଡ ଶୋ’ରେ ସାମିଲ ହେଲେ ସ୍ପେନ ପ୍ରଧାନମନ୍ତ୍ରୀ
ଭଦୋଦରା,୨୮।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଗୁଜୁରାଟ ଗସ୍ତରେ ଯାଇଛନ୍ତି। ଯେଉଁଠାରେ ସେ ରାଜ୍ୟ ତଥା ଦେଶକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ଦେବେ। ତାଙ୍କ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜଙ୍କ ସହ ଭଦୋଦରା…
ଦୁନିଆ ଦେଖିବ ଟାଟାର ଦମ୍, ରତନ ଟାଟାଙ୍କୁ ମନେ ପକାଇ ମୋଦି କହିଲେ…
ନୂଆଦିଲ୍ଲୀ,୨୮ା୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ପେନ୍ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ମିଳିତ ଭାବେ ଭଦୋଦରାସ୍ଥିତ ଟାଟା ଆଡଭାନ୍ସ ସିଷ୍ଟମ ଲିମିଟେଡ୍ (TASL) କ୍ୟାମ୍ପସ୍ରେ C-295 ବିମାନ ନିର୍ମାଣ ପାଇଁ ଟାଟା ବିମାନ କମ୍ପ୍ଲେକ୍ସ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ପରେ ଲୋକଙ୍କୁ…
ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି
କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର କୌଣସି ଚିହ୍ନ ବର୍ଣ୍ଣ ଦେଖାଯାଉ ନାହିଁ । ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

