ସରକାରୀ ସ୍କୁଲରେ ଗୁଣାତ୍ମକ ଶିକ୍ଷାର ମାନ ବୃଦ୍ଧିକୁ ଗୁରୁତ୍ୱ
ଭୁବନେଶ୍ୱର,୨୬।୬(ଅସମାପିକା ସାହୁ): ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବା ପାଇଁ ଅଧିକାରୀମାନେ ‘ଟିମ୍ୱର୍କ’ କରିବାକୁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି। ମଙ୍ଗଳବାର ଲୋକସେବା ଭବନର କନ୍ଭେନ୍ଶନ ହଲ୍ରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା…
ଅଭିଯୋଗ ଶୁଣି ତତ୍କ୍ଷଣାତ ନିର୍ଦ୍ଦେଶ ଦେଲେ
ଭୁବନେଶ୍ୱର,୨୬ା୬(ଅନିଲ ଦାସ): ସବୁଦିନ ପରି ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ବହୁ ଲୋକଙ୍କ ସମାଗମ ହୋଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଆସି ଜଣ ଜଣ କରି ଲୋକଙ୍କ ସମସ୍ୟା ଶୁଣିଥିଲେ ଓ ଲୋକଙ୍କଠାରୁ…
ଚନ୍ଦ୍ରରୁ ମାଟି ଆଣିଲା ଚାଇନା
ବେଜିଂ, ୨୬।୬: ଚାଇନାର ଚାଙ୍ଗ’ଇ-୬ ମହାକାଶ ଯାନ ପ୍ରଥମଥର ପାଇଁ ଚନ୍ଦ୍ରପୃଷ୍ଠରୁ ୨ କିଲୋଗ୍ରାମର ମାଟି ଓ ପଥରର ନମୁନା ଏକତ୍ର କରି ମଙ୍ଗଳବାର ପୃଥିବୀକୁ ଫେରି ଉତ୍ତର ଚାଇନାରେ ଅବତରଣ କରିଛି। ପୃଥିବୀକୁ ଅଣାଯାଇଥିବା ଏହି ନମୁନାଗୁଡ଼ିକରେ ୨୫ ଲକ୍ଷ…
ଏମର୍ଜେନ୍ସି ଇତିହାସର ‘ଅଲିଭା କଳାଦାଗ’: କୁଅଁର
ଭୁବନେଶ୍ୱର,୨୬ା୬(ଅନିଲ ଦାସ): ତତ୍୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ୧୯୭୫ ଜୁନ୍ ୨୫ ମଧ୍ୟରାତ୍ରରେ ଭାରତରେ ପ୍ରଥମଥର ପାଇଁ ଜରୁରିକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହାର ପ୍ରତିବାଦରେ ଭାଜପା ତରଫରୁ ମଙ୍ଗଳବାର ରାଜ୍ୟର ବିଭିନ୍ନ ଜିଲାରେ ‘କଳା ଦିବସ’ ପାଳନ କରାଯାଇଛି। ଭୁବନେଶ୍ୱରସ୍ଥିତ…
ରଥଯାତ୍ରାରେ ପୁରୀ ଆସିପାରନ୍ତି ରାଷ୍ଟ୍ରପତି
ପୁରୀ,୨୬ା୬(ଅଜିତ୍ କୁମାର ମହାନ୍ତି): ଆସନ୍ତା ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିର ରତ୍ନବେଦିରୁ ବାହାରି ରଥାରୂଢ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର…
ଯୁକ୍ତ୩ ପ୍ରଥମ ମେଧା ତାଲିକା ପ୍ରକାଶ
ଭୁବନେଶ୍ୱର,୨୬ା୬(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ୩ ନାମଲେଖା ନିମନ୍ତେ ମଙ୍ଗଳବାର ପ୍ରଥମ ମେଧାବୀ ତାଲିକା ପ୍ରକାଶ ପାଇଛି। ରାଜ୍ୟରେ ମୋଟ ୨,୭୪,୩୩୧ ସିଟ୍ ଥିବାବେଳେ ୨,୩୭,୭୯୫ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରଥମ ମେଧା ତାଲିକାରେ ୧,୭୮,୯୭୬ଜଣ ମନୋନୀତ ହୋଇଛନ୍ତି।…
ସିବିଆଇ ହାତରେ ୧୦୦୦ ପୃଷ୍ଠାର ପ୍ରମାଣ
ଅହମଦାବାଦ,୨୬ା୬ : ଗୁଜରାଟ ସରକାର ଏନ୍ଇଇଟି-ୟୁଜି ପରୀକ୍ଷା ଦୁର୍ନୀତି ମାମଲାର ତଦନ୍ତ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ହସ୍ତାନ୍ତର କରିବାର ଦିନକ ପରେ ଏହାର ଏକ ଟିମ୍ ସୋମବାର ଗୋଧ୍ରାରେ ପହଞ୍ଚତ୍ ସ୍ଥାନୀୟ ପୋଲିସଠାରୁ ୧୦୦୦ ପୃଷ୍ଠାରୁ ଊର୍ଦ୍ଧ୍ୱ କାଗଜପତ୍ର ଗ୍ରହଣ କରିଛି।…
ଆହୁଜାଙ୍କୁ ନେଇ ଚର୍ଚ୍ଚା
ଭୁବନେଶ୍ୱର,୨୬।୬: କେନ୍ଦ୍ରୀୟ ଡେପୁଟେଶନରେ ଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଫିସର ମନୋଜ ଆହୁଜା ଓଡ଼ିଶାକୁ ଫେରୁଛନ୍ତି। ୧୯୯୦ ବ୍ୟାଚ୍ର ଏହି ଅଧିକାରୀଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଥିଲେ। ମନୋଜଙ୍କ ପ୍ରତ୍ୟାବର୍ତ୍ତନ ନେଇ କେନ୍ଦ୍ରର ନିଯୁକ୍ତି…
ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର,୨୬ା୬(ଅନିଲ ଦାସ): ଗୁରୁତର ରୋଗୀମାନଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ରାଜ୍ୟର ଖଣିଜ ସମ୍ପଦ ଜିଲାରେ ଟ୍ରମା କେୟାର ସେଣ୍ଟର ନିର୍ମାଣ ହେବ। ଜିଲା ଖଣିଜ ପାଣ୍ଠି(ଡିଏମ୍ଏଫ୍) ଅର୍ଥରେ ଏହି ସେଣ୍ଟର ନିର୍ମାଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ…
‘ସୋନାକ୍ଷୀଙ୍କ ବିବାହ ୫ ବର୍ଷରୁ ଅଧିକ ସମୟ ଚାଲିଲେ ମୋ’ ନାମ ବଦଳାଇଦେବ’
ବମ୍ବେ: ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ବିବାହ ବନ୍ଧନରେ ଆବଦ୍ଧ ହେବା ପରଠାରୁ ଚର୍ଚ୍ଚାରେ। ଦୀର୍ଘ ୭ ବର୍ଷ ଧରି ପ୍ରେମିକ ଜାହିର ଇକବାଲଙ୍କୁ ଡେଟ୍ କରିବା ପରେ ଉଭୟ ସାତ ଜନ୍ମର ସାଥୀ ଭାବେ ପରସ୍ପରକୁ ବାଛିଛନ୍ତି। ହେଲେ ଦୁହେଁ…
୬ ଥରର ଏମ୍ପି ହେଲଣି, ଆପଣ ମୋତେ ଶିଖାଇବେ…ଶପଥ ଗ୍ରହଣ ବେଳେ ଏଭଳି କହି ଚର୍ଚ୍ଚାରେ ପପ୍ପୁ-Video
ନୂଆଦିଲ୍ଲୀ,୨୫।୬: ଲୋକ ସଭା ଏମ୍ପିଭାବେ ଶପଥ ନେବା ବେଳେ ବିହାରର ପୁର୍ନିଆ ଆସନରୁ ନିର୍ବାଚିତ ପପ୍ପୁ ଯାଦବ ବଡ଼ ପ୍ରସଙ୍ଗ ଉଠାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ ପ୍ରଣାମ ପୁର୍ନିଆ,ପ୍ରଣାମ ବିହାର, ସଲାମ ବିହାର, ଜୋହାର ବିହାର ସହ ନିଜର ଶପଥ…
ବଦଳିବ ସ୍କୁଲ ୟୁନିଫର୍ମ? ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ
ଭୁବନେଶ୍ୱର,୨୫।୬: ବଦଳିବ ସ୍କୁଲ ୟୁନିଫର୍ମ ? ଗଣଶିକ୍ଷା ମନ୍ତ୍ରୀଙ୍କ ବୟାନ ପରେ ଜୋର ଧରିଲା ଚର୍ଚ୍ଚା । ଗତବର୍ଷ ନବମ ଓ ଦଶମ ପିଲାଙ୍କ ୟୁନିଫର୍ମର ରଙ୍ଗ ବଦଳିଥିଲା । ଗାଢ଼ ନୀଳ ରଙ୍ଗକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ…
Archives


