Home Left

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା ଜଣାପଡ଼ିଛି। ଏଥର ମିଶନ ଶକ୍ତି ବିଭାଗରେ ହୋଇଥିବା ଅନିୟମିତତାର ତଦନ୍ତ ପାଇଁ ପଶିଥିଲା।…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ ମୃତ୍ୟୁବରଣ କରିଛନ୍ତି। ସେ କେଉଁଭଳି ମୃତ୍ୟୁବରଣ କଲେ ତାହା ସଠିକ ଭାବେ ଜଣାପଡ଼ିନାହିଁ।…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ ଦିଆଯାଇଛି। SARI ରୋଗୀଙ୍କ ପାଇଁ ବାଧ୍ୟତାମୂଳକ କୋଭିଡ ଟେଷ୍ଟ ଏବଂ ILI ରୋଗୀଙ୍କ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି କ୍ରାଇମବ୍ରାଞ୍ଚ ଗ୍ରହଣ କରିଛି। ଏସ୍‌ସିଇଆରଟି (SCERT)ର ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର ହୋଇଛି। ଏହି କୁମ୍ଭୀରର ଲମ୍ବ ପ୍ରାୟ ସାଢେ ୮ ଫୁଟ୍‌ ଥିବାବେଳେ ଓଜନ…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ କୋର୍ଟ ସଂଘମିତ୍ରା ଦାଶ ମାମଲାର ଶୁଣାଣି କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ…

ପ୍ରଶାନ୍ତ କିଶୋରଙ୍କ ମୋଟ ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୧୩।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନକୁ ନେଇ ରାଜନୈତିକ ଚର୍ଚ୍ଚା ମଧ୍ୟରେ ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋରଙ୍କ ସମ୍ପତ୍ତି ସମ୍ପର୍କିତ ବିବରଣୀ ପ୍ରକାଶ ପାଇଛି। କିଶୋର ଏବଂ ତାଙ୍କ ପତ୍ନୀ ଜାହ୍ନବୀ ଦାସଙ୍କ ପାଖରେ କୋଟି କୋଟି…

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ ପାଜିବାହାଲି ଗ୍ରାମର ଦଶମ ଶ୍ରେଣୀରେ ପଢ଼ୁଥିବା ଏକ ନାବାଳିକାକୁ ଜଣେ ଯୁବକ ଅପହରଣ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି ନବୀନ। ନବୀନ କହିଛନ୍ତି, ପ୍ରଭାତ ଜେଲ ଯାଇଥିଲେ ତା’ ପରେ ବି ମୁଁ…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ତହସିଲ ଅଧିନସ୍ଥ ବିଭିନ୍ନ ଗ୍ରାମରେ ଚାଲି…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ ରାଜୟଙ୍କୁ ପ୍ରବଳ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି। ମଙ୍ଗଳବାର ସ୍ପେନ ଓ ଫ୍ରାନ୍ସ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ ହୋଇଥିଲେ। ତାଙ୍କୁ ପ୍ରଥମେ ସଙ୍କଟାପନ୍ନ ଅବସ୍ଥାରେ ବମକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?