ପ୍ରକାଶ ପାଇଲା ଆଇସିଏସ୍ଇ ଦଶମ, ଆଇଏସ୍ସି ଦ୍ୱାଦଶ ରେଜଲ୍ଟ
ନୂଆଦିଲ୍ଲୀ,୬।୫:କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍ଜାମିନେଶନ୍ସ (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍ସିଇ ପକ୍ଷରୁ ପ୍ରକାଶ ପାଇଛି। ଛାତ୍ରୀଛାତ୍ର cisce.org ଏବଂ results.cisce.org ଓ୍ବେବସାଇଟ୍ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ।…
କ୍ରିକେଟ୍ ଖେଳୁଥିବାବେଳେ ପ୍ରାଇଭେଟ୍ ପାର୍ଟରେ ବାଜିଲା ବଲ୍: ପଡ଼ିଆରେ ଚାଲିଗଲା ଜୀବନ
ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍ ନିଶା ଘାରିଛି। କ୍ରିକେଟ୍ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ ଖେଳାଳିମାନେ ବଲ ଦ୍ୱାରା ଆଘାତ ପାଇ ଅନେକ ସମୟରେ ଆହତ ହୁଅନ୍ତି। ମହାରାଷ୍ଟ୍ରରେ ଏଭଳି…
ଧୋନୀଙ୍କୁ ବୋଲ୍ଡ କରି ଘୃଣାର ଶିକାର ହେଲେ ଏହି ବୋଲର
ଧର୍ମଶାଳା,୬।୫: ଆଇପିଏଲ ୨୦୨୪ର ୫୩ତମ ମ୍ୟାଚ ଅତ୍ୟନ୍ତ ରୋମାଞ୍ଚକର ଏବଂ ଚମତ୍କାର ଥିଲା। ଏହି ମ୍ୟାଚ୍ରେ ବ୍ୟାଟ୍ସମ୍ୟାନ ନୁହଁନ୍ତି ବରଂ ବୋଲରମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ ପଞ୍ଜାବ କିଙ୍ଗସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିଲା। ଏଥିରେ…
ସୁପରମ୍ୟାନ୍ ସାଜିଲେ ରମନଦୀପ: ଏମିତି କ୍ୟାଚ୍ ନେଲେ ସମସ୍ତେ ରହିଗଲେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ
ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ର ୫୪ତମ ମ୍ୟାଚ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍ରେ କୋଲକାତା ଏକ ବଡ଼ ବିଜୟ ହାସଲ କରିଛି, ଏହା ପରେ ଦଳ ପଏଣ୍ଟ ଟେବୁଲରେ ପ୍ରଥମ ସ୍ଥାନ ଅଧିକାର…
ଐତିହାସିକ ରେକର୍ଡ ହାସଲ କଲେ ସୁନୀଲ ନାରିନ
ଲକ୍ଷ୍ନୌ,୬।୫: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ପାଇଁ ବଲ ଅପେକ୍ଷା ସୁନୀଲ ନାରିନ ବ୍ୟାଟ ସହିତ ଅଧିକ ପ୍ରଭାବଶାଳୀ ବୋଲି ପ୍ରମାଣ କରୁଛନ୍ତି। ଚଳିତ ସିଜନରେ ସର୍ବାଧିକ ରନ ସଂଗ୍ରହ କରିଥିବା ବ୍ୟାଟ୍ସମ୍ୟାନ ତାଲିକାରେ ନାରିନ ତୃତୀୟ ସ୍ଥାନରେ ଅଛନ୍ତି।…
ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ
ଓ୍ବାଶିଂଟନ୍,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ ଅଭିଜ୍ଞ ନାସା ମହାକାଶଚାରୀ ସମସ୍ତେ ବୋଇଙ୍ଗର ଷ୍ଟାରଲିନର୍ ମହାକାଶଯାନରେ ମହାକାଶକୁ ଯିବେ। ଏହା ପ୍ରଥମ…
ଟି-୨୦ ବିଶ୍ୱକପ୍ବେଳେ ଆତଙ୍କବାଦୀ ଆକ୍ରମଣ ଧମକ: ବଢିଲା ଚିନ୍ତା
ନୂଆଦିଲ୍ଲୀ,୬।୫:ଆଇପିଏଲ ୨୦୨୪ ସିଜନ ପରେ ତୁରନ୍ତ ଜୁନ ୧ରୁ ଆମେରିକା ଏବଂ ୱେଷ୍ଟଇଣ୍ଡିଜ ରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଏଥିପାଇଁ ଅନେକ ଦଳ ସେମାନଙ୍କ ଖେଳାଳିଙ୍କ ନାମ ଘୋଷଣା କରିଛନ୍ତି ଏବଂ ଟୁର୍ନାମେଣ୍ଟ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…
ପୁଣି ଇସ୍ରାଏଲ ଉପରେ ମିଶାଇଲ୍ ମାଡ କଲା ହମାସ
ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ ଉପରେ ଭାରି ପଡିଛି। ଏପର୍ଯ୍ୟନ୍ତ ୩୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଏଥିସହିତ…
ରାଜଭବନରୁ ବାହାରିଲେ ମୋଦି: ବ୍ରହ୍ମପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧିତ
ଭୁବନେଶ୍ୱର,୬।୫: ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଅଛନ୍ତି। ସେ ରାଜଭବନରୁ ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାହାରିଛନ୍ତି। ବ୍ରହ୍ମପୁରରେ ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ରାଜଭବନରୁ ବିମାନବନ୍ଦରରୁ ଅଭିମୁଖେ ଯିବାବେଳେ ତାଙ୍କୁ ଦେଖିବା ପାଇଁ…
ମନ୍ତ୍ରୀଙ୍କ ନିକଟତମଙ୍କ ଘରେ ଟଙ୍କାର ପାହାଡ ଦେଖି ଇଡି ଆଶ୍ଚର୍ଯ୍ୟ
ରାଞ୍ଚି,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅର୍ଥ ହେରଫେର ସମ୍ପର୍କରେ ପ୍ରାୟ ୬ ଟି ସ୍ଥାନରେ ଚଢାଉ କରିଥିଲା।…
ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା
କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ ଆସି ନିଜ ଘରୁ ମତଦାନ କରିପାରିବେ। ଏହି ପରିପ୍ରେକ୍ଷୀରେ ଜିଲାର ୪ଟି ସଂସଦୀୟ କ୍ଷେତ୍ର…
କେକେଆର୍ର ଐତିହାସିକ ବିଜୟ ପରେ ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କେଉଁଠି ଅଛନ୍ତି କେଉଁ ଦଳ
ଲକ୍ଷ୍ନୌ,୬।୫: କୋଲକାତା ନାଇଟ ରାଇଡର୍ସ ଆଇପିଏଲ ୨୦୨୪ର ୫୪ତମ ମ୍ୟାଚରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ୯୮ ରନ୍ରେ ପରାସ୍ତ କରିଛି। ଏକାନା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଲକ୍ଷ୍ନୌ ବିପକ୍ଷରେ କୋଲକାତା ଏକ ଐତିହାସିକ ବିଜୟ ହାସଲ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ…
Archives


