ଗହମ ଷ୍ଟକ୍ ପାଇଁ ସୀମା ନିର୍ଦ୍ଧାରିତ
ଭୁବନେଶ୍ୱର,୨୫।୬(ଅନୁରାଧା ମହାରଣା): ସାମଗ୍ରିକ ଖାଦ୍ୟ ନିରାପତ୍ତାକୁ ନିୟନ୍ତ୍ରଣ କରିବା ଏବଂ ବେଆଇନ ମହଜୁଦ ରୋକିବା ପାଇଁ ଭାରତ ସରକାର ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟବସାୟୀ, ହୋଲସେଲର, ରିଟେଲର, ବିଗ ଚେନ ରିଟେଲର ଏବଂ ପ୍ରୋସେସରମାନଙ୍କ ପାଇଁ ପ୍ରଯୁଜ୍ୟ ଗହମ ଉପରେ…
‘ମଟ୍କା କିଙ୍ଗ୍’ରେ ଜଲୱା ଦେଖାଇବେ କୃତ୍ତିକା
ମୁମ୍ବାଇ: ଅଭିନେତା ବିଜୟ ବର୍ମା ତାଙ୍କର ଆଗାମୀ କ୍ରାଇମ ଡ୍ରାମା ୱେବ୍ ସିରିଜ୍ ‘ମଟ୍କା କିଙ୍ଗ୍’କୁ ନେଇ ଏବେ ବେଶ୍ ଚର୍ଚ୍ଚାରେ ରହିଛନ୍ତି। ନିକଟରେ ଏହାର ପ୍ରଥମ ପୋଷ୍ଟର ମଧ୍ୟ ରିଲିଜ୍ ହୋଇଛି। ତେବେ ଏହି ସିରିଜ୍କୁ ନେଇ ଏକ ଗୁରୁତ୍ତ୍ୱପୂର୍ଣ୍ଣ…
ଚିନ୍ତା ବଢ଼ାଇଛି ଡିପ୍ଥେରିଆ, ଜେଇ, ଜଣ୍ଡିସ
ଭୁବନେଶ୍ୱର,୨୫।୬(ଅସମାପିକା ସାହୁ): ରାଜ୍ୟରେ ଡିପ୍ଥେରିଆ, ଜଣ୍ଡିସ୍ ଏବଂ ଜାପାନିଜ୍ ଏନ୍ସେଫାଲାଇଟିସ୍(ଜେଇ) ରୋଗ ଚିନ୍ତା ବଢ଼ାଇଛି। ଏହାର ପ୍ରତିକାର ନିମନ୍ତେ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ୩ରୋଗ ବ୍ୟାପିଥିବା ଜିଲାଗୁଡ଼ିକରେ ଆବଶ୍ୟକ ଟିକାକରଣ, ପାନୀୟଜଳ ଯୋଗାଣ ଏବଂ ଚିକିତ୍ସା ସେବା…
ବିନା କାମରେ ୨୦ ବର୍ଷ ଦରମା
ପ୍ୟାରିସ: କାର୍ଯ୍ୟ ସମ୍ପାଦନ କରି ଅଫିସ ବା ସଂସ୍ଥାରୁ ଦରମା ନ ମିଳିଲେ କ୍ଷୁବ୍ଧ କର୍ମଚାରୀ ଆଇନର ଆଶ୍ରୟ ନେଇଥାନ୍ତି। କିନ୍ତୁ ଫ୍ରାନ୍ସରେ ଏହାର ଓଲଟା ଦେଖିବାକୁ ମିଳିଛି। ଜଣେ ମହିଳା କର୍ମଚାରୀଙ୍କୁ ଟେଲିକମ୍ କମ୍ପାନୀ ଅରେଞ୍ଜ କିଛି କାମ ନ ଦେଇ…
୨୬ରୁ ତିନିଦିନ ବର୍ଷିବ
ଭୁବନେଶ୍ୱର, ୨୫।୬(ଅସମାପିକା ସାହୁ): ବଙ୍ଗୋପସାଗରରେ ଆସନ୍ତା ୨୬ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ୨୬ ତାରିଖରୁ ବର୍ଷା ପରିମାଣ ବଢ଼ିବାର ଆଶଙ୍କା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ତିନିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ…
ବଦଳି ନିର୍ଦ୍ଦେଶ ମାନୁ ନ ଥିବା ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ
ଭୁବନେଶ୍ୱର, ୨୫।୬ (ଅସମାପିକା ସାହୁ): ରାଜ୍ୟର ବହୁ ଶିକ୍ଷକ ବଦଳି ନିର୍ଦ୍ଦେଶକୁ ମାନୁ ନାହାନ୍ତି। ଏପରିକି ବଦଳି ହୋଇଥିବା ବିଦ୍ୟାଳୟରେ ଯୋଗ ନ ଦେଇ ବିଭିନ୍ନ ଆଳ କରି ଛୁଟିରେ ରହୁଛନ୍ତି। ଫଳରେ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଏପରି କରୁଥିବା ଶିକ୍ଷକଙ୍କ…
ପାର୍ଲାମେଣ୍ଟ ଅଭିଯାନ ବେଳେ ବହୁ ଛାତ୍ରୀଛାତ୍ର ଅଟକ
ନୂଆଦିଲ୍ଲୀ,୨୫ା୬: ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଚଳିତ ବର୍ଷ ଅନୁଷ୍ଠିତ ଏନ୍ଇଇଟି-ୟୁଜି ପରୀକ୍ଷାରେ ବ୍ୟାପକ ଅନିୟମିତତା ଏବଂ ପ୍ରଶ୍ନପତ୍ର ପ୍ରଘଟ ପ୍ରତିବାଦରେ ସୋମବାର ପାର୍ଲାମେଣ୍ଟ ଅଭିଯାନ ବେଳେ ୨ ଡଜନ୍ରୁ ଅଧିକ ଛାତ୍ରୀଛାତ୍ରଙ୍କୁ ପୋଲିସ ଅଟକ ରଖିଛି। ସେମାନଙ୍କ ମଧ୍ୟରେ କଂଗ୍ରେସ…
କେରଳ ହେବ କେରଳମ୍
ଥିରୁଭାନନ୍ତପୁରମ, ୨୫।୬: କେରଳର ନାମ ପରିବର୍ତ୍ତନ କରି କେରଳମ୍ କରିବାକୁ ସୋମବାର ରାଜ୍ୟ ବିଧାନସଭାରେ ସଂକଳ୍ପ ପାରିତ ହୋଇଛି। ପ୍ରାୟ ବର୍ଷେ ତଳେ ଏହି ସଂକଳ୍ପକୁ ରାଜ୍ୟ ବିଧାନସଭା ସର୍ବ ସମ୍ମତିରେ ପାରିତ କରିଥିବାବେଳେ ଏଥିରେ ସଂଶୋଧନର ଆବଶ୍ୟକତା ଥିବା କହି କେନ୍ଦ୍ର…
ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ: ମୁଖ୍ୟମନ୍ତ୍ରୀ
କେନ୍ଦୁଝର/ଚମ୍ପୁଆ/ ଝୁମ୍ପୁରା,୨୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ମହେଶ୍ୱର ଦାସ/ଶଶିଭୂଷଣ ସାହୁ): ରାଜ୍ୟର ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ୨ ଦିନିଆ ଗସ୍ତରେ…
ଭାରତ ପାଖରେ ବଡ଼ ସୁଯୋଗ
ସେଣ୍ଟ ଲୁସିଆ, ୨୫।୬: ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଅଷ୍ଟ୍ରେଲିଆକୁ ୨୪ ରନରେ ହରାଇ ଅପରାଜେୟ ରହିଛି ଟିମ୍ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ଭାରତ…
ନ୍ୟାୟ ନ ମିଳିଲେ ଛାତ୍ର ସଙ୍ଗଠନ ରାସ୍ତାକୁ ଓହ୍ଲାଇବ: ଦେବୀରଞ୍ଜନ
ଭୁବନେଶ୍ୱର,୨୫ା୬(ଅନିଲ ଦାସ): ଏନ୍ଇଇଟି(ୟୁଜି) ପରୀକ୍ଷା ପ୍ରଶ୍ନପତ୍ର ଲିକ୍କୁ ନେଇ ସମଗ୍ର ଦେଶରେ ବିଭିନ୍ନ ଛାତ୍ର ସଙ୍ଗଠନ ଆନ୍ଦୋଳନ ଚଳାଇଛନ୍ତି। ବିରୋଧୀ ଦଳଗୁଡ଼ିକ ମଧ୍ୟ କେନ୍ଦ୍ର ସରକାରଙ୍କୁ ଏହି ପ୍ରସଙ୍ଗରେ ଘେରିଛନ୍ତି। ତେବେ କିଛିଦିନ ଚୁପ୍ ରହିବା ପରେ ସୋମବାର ବିଜେଡି ଏନ୍ଇଇଟି…
ପ୍ରଧାନମନ୍ତ୍ରୀ ପଦରେ ବସିବାକୁ ଇନ୍ଦିରା ଗଣତନ୍ତ୍ରକୁ ହତ୍ୟା କରିଥିଲେ: ଭାଜପା
ଭୁବନେଶ୍ୱର,୨୫ା୬(ଅନିଲ ଦାସ): ଦେଶରେ ସାଧାରଣ ନିର୍ବାଚନ ସରିଛି। ଅଷ୍ଟାଦଶ ଲୋକ ସଭା ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ତା’ର ସ୍ବାର୍ଥ ହାସଲ କରିବା ପାଇଁ ହୀନ ରାଜନୀତି ଆରମ୍ଭ କରିଦେଇଛି। ୪୯ ବର୍ଷ ତଳେ କଂଗ୍ରେସ ଜରୁରିକାଳୀନ ପରିସ୍ଥିତି ଘୋଷଣା କରି…
Archives


