ଏପ୍ରିଲ୍ରେ ୫,୪୧,୯୪୬ ୟୁନିଟ ଗାଡ଼ି ବିକ୍ରି
ଭୁବନେଶ୍ୱର,୬।୫: ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର ଇଣ୍ଡିଆ (ଏଚ୍ଏମ୍ଏସ୍ଆଇ) ର ମାସିକ ଗାଡି ବିକ୍ରି ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ଆର୍ଥିକ ବର୍ଷ (୨୦୨୪-୨୫ ) କୁ ଚମତ୍କାର ଢଙ୍ଗରେ ଆରମ୍ଭ କରିଛି। ଏପରିକି ୨୦୨୪ ଏପ୍ରିଲ୍ରେ…
ଆଜିଠୁ ଓଜେଇଇ:ପରୀକ୍ଷା ଦେବେ ୬୫,୭୪୨ ଛାତ୍ରୀଛାତ୍ର
ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ୨୦୨୪ ସୋମବାରଠାରୁ ଆରମ୍ଭ ହେବ। ସିବିଟି ମୋଡ୍ରେ ହେବାକୁ ଥିବା ଏହି ପରୀକ୍ଷା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଦିନ ତିନୋଟି ସିଫ୍ଟରେ ଦୁଇଘଣ୍ଟା ବ୍ୟବଧାନରେ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ସିଫ୍ଟ…
ବିପତ୍ତି ଡାକୁଛି ଜଙ୍ଗଲ ନିଆଁ
ଡେରାଡୁନ୍,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪ ଜଣଙ୍କୁ ଗିରଫ କରାଗଲାଣି। ଏହି ନିଆଁରେ ୧,୧୦୭ ହେକ୍ଟର ଜଙ୍ଗଲ ଜଳିପୋଡ଼ି ନଷ୍ଟ ହୋଇଯାଇଛି।…
ଦେଶରେ ଦୈନିକ ଖୋଲୁଛି ୫୦୦ରୁ ଅଧିକ କମ୍ପାନୀ
ଭୁବନେଶ୍ୱର,୬।୫(ଅନୁରାଧା ମହାରଣା): ଦେଶରେ ଶିଳ୍ପକୁ ପ୍ରୋତ୍ସାହିତ କରିବା ପାଇଁ ଲୋକମାନେ ଚାକିରି ଖୋଜିବା ପରିବର୍ତ୍ତେ କିପରି ନିଯୁକ୍ତି ପ୍ରଦାନ କରିପାରିବେ ସେ ଦିଗ ପ୍ରତି ଗୁରୁତ୍ୱ ଦିଆଯାଉଛି । ଏହି କ୍ରମରେ ଦେଶରେ ଘରୋଇ କମ୍ପାନୀ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି…
ଆଜି ଆଇସିଏସ୍ଇ ଦଶମ, ଆଇଏସ୍ସି ଦ୍ୱାଦଶ ରେଜଲ୍ଟ:ଜାଣନ୍ତୁ କେମିତି ଜାଣିବେ…
ଭୁବନେଶ୍ୱର, ୬।୫(ଅସମାପିକା ସାହୁ):କାଉନ୍ସିଲ୍ ଫର୍ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍ଜାମିନେଶନ୍ସ (ସିଆଇଏସ୍ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍ଇ ଦଶମ ଏବଂ ଆଇଏସ୍ସି ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ। ଏ ନେଇ ରବିବାର ସିଆଇଏସ୍ସିଇ ପକ୍ଷରୁ ସୂଚନା…
ପ୍ଲେ ଅଫ୍ ଯାଇପାରିବ କି ଚେନ୍ନାଇ ସୁପର କିଙ୍ଗ୍ସ: କ’ଣ କହୁଛି ସମୀକରଣ ଜାଣନ୍ତୁ
ଧର୍ମଶାଳା,୫।୫:ଆଇପିଏଲ୍ ୨୦୨୪ରେ ପ୍ଲେ ଅଫ ର ସମୀକରଣ ସ୍ପଷ୍ଟ ହେବାରେ ଲାଗିଛି। ରବିବାର ଚେନ୍ନାଇ ସୁପର କିଙ୍ଗ୍ସ ପଞ୍ଜାବ କିଙ୍ଗସକୁ ୨୮ ରନରେ ପରାସ୍ତ କରିଛି, ଏହି କାରଣରୁ ଚେନ୍ନାଇ ୧୨ ପଏଣ୍ଟ ସହ ପଏଣ୍ଟ ଟେବୁଲରେ ତୃତୀୟ ସ୍ଥାନକୁ ଆସିଛି।…
‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ
ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର ତାଙ୍କ ପ୍ରଶଂସକଙ୍କୁ ଚକିତ କରିଛି। ବାର୍ବାରା ଡିକ୍ସନ ଏହି ଖବର ଶେୟାର କରିଛନ୍ତି। ୧୯୯୭ରେ…
ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ
ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ କରନ୍ତି ଏବଂ ନୂଆ ନୂଆ କଣ୍ଟେଣ୍ଟ କ୍ରିଏଟ କରନ୍ତି । କିନ୍ତୁ ଏକ ରିଲ…
୪୨ ବର୍ଷ ବୟସରେ ଏମିତି କାରନାମା କଲେ ଧୋନୀ
ଧର୍ମଶାଳା,୫।୫: ଯଦିଓ ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୂନ୍ୟରେ ଆଉଟ୍ ହୋଇଥିଲେ ମଧ୍ୟ ଏହି ୪୨ ବର୍ଷୀୟ ଭେଟେରାନ ଇତିହାସ ସୃଷ୍ଟି କରିଛନ୍ତି। ଆଇପିଏଲରେ ମହେନ୍ଦ୍ର ସିଂ ଧୋନୀ ପ୍ରଥମ ଉଇକେଟକିପର…
ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ
ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ ରହିଛି। ସେମାନେ ହେଲେ କଂଗ୍ରେସର ଓମପ୍ରକାଶ କୁମ୍ଭାର, ବହୁଜନ ସମାଜ ପାର୍ଟିର ଗୋବିନ୍ଦ…
ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍ଚାର୍ଜ କଲା ବିଜେଡି
ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ନିର୍ବାଚନ ପରିଚାଳନା ପାଇଁ ବିଜେଡିର ୫ଜଣ ବରିଷ୍ଠ ସଦସ୍ୟଙ୍କୁ ବିଭିନ୍ନ ପଦପଦବୀରେ…
ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର
ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଥିଲା। ଏହି ମାମଲାର ପୁନଃ ତଦନ୍ତ ପାଇଁ କୋର୍ଟଙ୍କ ନିକଟରେ ଖୁବଶୀଘ୍ର ଆବେଦନ…
Archives


