Home Left

ଗୋଟିଏ ବାଇକ୍‌ରେ ଆସୁଥିଲେ ପରିବାରର ୫ ସଦସ୍ୟ, ସମସ୍ତଙ୍କର ମୃତ୍ୟୁ

ପ୍ରୟାଗରାଜ, ୨୪।୬: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାର ସମ୍ପୂର୍ଣ୍ଣ ଶେଷ ହୋଇଯାଇଛି । ସଂପର୍କୀୟଙ୍କ ବାହାଘର ସାରି ଫୋରୁଥିବା ବେଳେ ଟ୍ରକ୍‌ ଧକ୍କା ଦେବାରୁ ୫ଜଣଙ୍କର ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ ଏହି ଘଟଣା ଉତ୍ତର…

ଭାଙ୍ଗିଯିବ କି ବିଜେଡି? ନବୀନଙ୍କ ବୈଠକ ପରେ…

ଭୁବନେଶ୍ୱର,୨୪।୬: ବିଜେଡିର ପରାଜୟ ପରେ ଦଳର ବରିଷ୍ଠ ନେତା ଏବଂ ବିଭିନ୍ନ ଅଞ୍ଚଳର କାର୍ଯ୍ୟକର୍ତ୍ତାଙ୍କ ସହ ଘନଘନ ବୈଠକ କରୁଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ବିରାଟ ପରାଜୟ ପରେ କ’ଣ ବିଜେଡି ଭାଙ୍ଗିଯିବ କି? ଏସବୁକୁ ନେଇ ଏବେ…

ଲିଥିୟମ ବ୍ୟାଟେରୀ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ୧୬ ମୃତ, ୫ ନିଖୋଜ

ସିଓଲ,୨୪।୬: ଦକ୍ଷିଣ କୋରିଆର ଲିଥିୟମ ବ୍ୟାଟେରୀ ପ୍ଲାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ଏହି ଦୁର୍ଘଟଣାରେ ଅତି କମରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ପାଞ୍ଚ ଜଣ ନିଖୋଜ ଅଛନ୍ତି। ସ୍ଥାନୀୟ ଅଗ୍ନିଶମ ଅଧିକାରୀ ଏହି ସୂଚନା…

ପ୍ରବଳ ଗରମ, ୧୩ ଶହ ଯାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୬: ଚଳିତ ବର୍ଷ ଭାରତରେ ପ୍ରବଳ ଗରମ ଅନୁଭୂତ ହୋଇଥିବା ବେଳେ ସାଉଦୀ ଆରବରେ ଏବେ ସ୍ଥିତି ଅସମ୍ଭାଳ ହୋଇଛି । ଏଠି ପାଖାପାଖି ୧୩ ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ସରକାର ସୂଚନା ଦେଇଛନ୍ତି । ବିଭିନ୍ନ…

NEET ପ୍ରଶ୍ନପତ୍ର ପ୍ରଘଟ ମାମଲା; କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲା କଂଗ୍ରେସ

ପଶ୍ଚିମବଙ୍ଗ,୨୪।୬: ନିଟ୍-ୟୁଜି ୨୦୨୪ ପ୍ରଶ୍ନପତ୍ର ପ୍ରଘଟ ମାମଲାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ ଦିଗରୁ ଅନେକ ସମାଲୋଚନାର ଶିକାର ହେବାକୁ ପଡୁଛି। ଏହାରି ମଧ୍ୟରେ ଧର୍ମେନ୍ଦ୍ରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଇସ୍ତଫା ଦାବି କରିଛି କଂଗ୍ରେସର ଛାତ୍ର ସଂଗଠନ…

NEET ମାମଲାରେ ସାମ୍ନାକୁ ଆସିଲା ବଡ଼ ସତ, ୩୫ ଛାତ୍ରଙ୍କୁ…

ନୂଆଦିଲ୍ଲୀ, ୨୪।୬: NEET ପେପର୍‌ ଲିକ୍‌ ମାମଲାରେ ବଡ଼ ସତ ସାମ୍ନାକୁ ଆସିଛି । ଗିରଫ ହୋଇଥିବା ଚିଣ୍ଟୁ କୁମାରକୁ ପଚରାଉଚରା ବେଳେ ବିହାର ଅର୍ଥନୈତିକ ଅପରାଧ ଶାଖା ପୋଲିସ୍‌ ହାତରେ ବଡ଼ ସୂଚନା ଲାଗିଛି । ନିଟ୍‌ ପେପର ଲିକ୍‌ରେ…

ବାପାଙ୍କୁ ମାରି ମାଟି ତଳେ ପୋତିଥିଲେ ପୁଅ, ନିଖୋଜ ଥିଲେ ମା’ ଚମ୍ପାବତୀ, ୬ ଦିନ ପରେ ଘରକୁ ଫେରିଲେ

ଖଇରା,୨୪ା୬(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଗରସଙ୍ଗ ଗ୍ରାମରୁ ୬ଦିନ ତଳୁ ନିଖୋଜ ଥିବା ଚମ୍ପାବତୀ ବେହେରା(୭୦) ହଠାତ୍‌ ସୋମବାର ସକାଳେ ଘରକୁ ଫେରିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ସୋମବାର ସକାଳେ ଏକ ଅଟୋ ଚମ୍ପାଙ୍କୁ…

‘ଭ୍ରମରେ ରୁହନ୍ତୁ ନାହିଁ, ଇଣ୍ଡିଆ ମେଣ୍ଟ ନେବ ସବୁର ହିସାବ…’ କାହିଁକି ମୋଦିଙ୍କୁ ଏମିତି କହିଲେ ଜୟରାମ

ନୂଆଦିଲ୍ଲୀ,୨୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୮ ତମ ଲୋକ ସଭାର ପ୍ରଥମ ଅଧିବେଶନ ପୂର୍ବରୁ ଗଣମାଧ୍ୟମ ସହ କଥା ହୋଇଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଯଦି ଆମ ଦେଶର ନାଗରିକମାନେ କ୍ରମାଗତ ତୃତୀୟ ଥର ପାଇଁ ଏକ ସରକାର…

କିଏ ସେହି ନେତା ଏମପି ଭାବେ ନେଲେ ନାହିଁ ଶପଥ? ଭାଜପାର ନିଷ୍ପତ୍ତିରେ ନାରାଜ

ନୂଆଦିଲ୍ଲୀ,୨୪।୬: ସୋମବାର ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ସୋମବାର ଲୋକ ସଭାର ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା, ସଡ଼କ…

ବିଜେଡି ଇତିହାସରେ ପ୍ରଥମ, ଲୋକ ସଭାରେ ନାହାନ୍ତି କେହି

ଭୁବନେଶ଼୍ବର, ୨୪।୬: ଲୋକ ସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଥିବା ବେଳେ ନବନିର୍ବାଚିତ ଏମ୍‌ପି ମାନେ ଶପଥ ଗ୍ରହଣ କରୁଛନ୍ତି । ହେଲେ ବିଜୁ ଜନତା ଦଳର ଇତିହାସରେ ପ୍ରଥମ କରି ଏକ ଘଟଣା ଘଟିଛି । ଲୋକ ସଭା…

ଲେମ୍ବୁର ଉପକାରିତା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଲେମ୍ବୁର ବ୍ୟବହାର ବିଭିନ୍ନ ପୂଜା, ଦେବ କାର୍ଯ୍ୟ, ନୂତନ ବାସଗୃହରେ ପ୍ରବେଶ ବେଳେ, ଯାନବାହନ ଆଦିର ପୂଜା ତଥା ଯେ କୌଣସି ଶୁଭାଶୁଭ ପୂଜା କାର୍ଯ୍ୟରେ ହୋଇଥାଏ। ଲେମ୍ବୁରେ ଅନେକ ପ୍ରକାର ଔଷଧୀୟ ଗୁଣ ଭରି ରହିଛି। ଲଣ୍ଡନ ବିଶ୍ୱବିଦ୍ୟାଳୟର…

ସଂସଦରେ ସମ୍ବିଧାନର କପି ନେଇ ପହଞ୍ଚିଲେ ଇଣ୍ଡିଆ ମେଣ୍ଟର ଏମପି? ରାହୁଲ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୪।୬: ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ସୋମବାର (୨୪ଜୁନ ୨୦୨୪) ରେ ହଟ୍ଟଗୋଳ ସହିତ ଆରମ୍ଭ ହୋଇଥିଲା। ଅଧିବେଶନ ଆରମ୍ଭ ପୂର୍ବରୁ ମଧ୍ୟ ଇଣ୍ଡିଆ ଆଲାଇନ୍ସର ଏମପିମାନେ ସେମାନଙ୍କ ହାତରେ ସମ୍ବିଧାନର ନକଲ ନେଇ ବିରୋଧ କରିବାକୁ ବାହାରିଥିଲେ। ବିରୋଧୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri