Home Left

ଓଜନ ବଢାଏ ଏହି ଖରାପ ଅଭ୍ୟାସ

ନିଶାଦ୍ରବ୍ୟ ସେବନ ଏଭଳି ଏକ ଖରାପ ଅଭ୍ୟାସ ଯାହା ଅଯଥାରେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟାର କାରଣ ସାଜିଥାଏ। କେବଳ ସେତିକି ନୁହେଁ, ଏଥିପାଇଁ ଅକାଳ ମୃତ୍ୟୁର ସାମ୍‌ନା କରିବାକୁ ପଡ଼ିପାରେ। ତେଣୁ ଏଭଳି କୁଅଭ୍ୟାସକୁ ବର୍ଜନ କରିବା ଆବଶ୍ୟକ। ଏହା…

ଭାରତ ଆଜି ଅଷ୍ଟ୍ରେଲିଆକୁ ଭେଟିବ:ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିବେ ମ୍ୟାଚ୍‌..

ଗ୍ରସ୍‌ ଆଇସ୍‌ଲେଟ୍‌, ୨୩।୬(ପି.ଟି.):ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ଏହାର ଶେଷ ସୁପର-୮ ମ୍ୟାଚ୍‌ ସୋମବାର ଅଷ୍ଟ୍ରେଲିଆ ବିପକ୍ଷରେ ଖେଳିବ। ଭାରତ ଏପର୍ଯ୍ୟନ୍ତ ଖେଳିଥିବା ୨ଟିଯାକ ମ୍ୟାଚ୍‌ ଜିତି ୪ ପଏଣ୍ଟ ସହ ଗ୍ରୁପ୍‌-୧ ଟେବୁଲର ଶୀର୍ଷରେ ରହିଛି। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ…

ଜୋର୍ଡାନଙ୍କ ହାଟ୍ରିକ୍‌, ପ୍ରଥମ ଦଳଭାବେ ସେମିରେ ଇଂଲଣ୍ଡ

ବାର୍ବାଡୋସ, ୨୪।୬: କ୍ରିସ୍‌ ଜୋର୍ଡାନଙ୍କ ହାଟ୍ରିକ ଏବଂ ଜୋଶ୍‌ ବଟ୍‌ଲରଙ୍କ ଧୂଆଁଧାର ବ୍ୟାଟିଂ ସହାୟତାରେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ପ୍ରଥମ ଦଳଭାବେ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଅନୁଷ୍ଠିତ ସୁପର-୮ ମ୍ୟାଚ୍‌ରେ ଏହି ଦଳ ଆମେରିକାକୁ…

ବ୍ୟାପମ୍‌ର ବୋପା

ପ୍ରବେଶିକା ପରୀକ୍ଷା, ନାମଲେଖା ଓ ନିଯୁକ୍ତିରେ ଘୋର ଅନିୟମିତତା ଯୋଗୁ ୨୦୧୩ରେ ମଧ୍ୟପ୍ରଦେଶରେ ଘଟିଥିବା ‘ବ୍ୟାପମ୍‌’ ଦୁର୍ନୀତିକୁ ଅନେକେ ମନେରଖିଥିବେ। ସେଥିରେ ରାଜନେତା, ଅମଲାତନ୍ତ୍ରୀ, ଡାକ୍ତରୀ, ଇଞ୍ଜିନିୟରିଂ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିବିଶେଷଙ୍କଠାରୁ ଆରମ୍ଭ କରି ପ୍ରଶ୍ନପତ୍ର ପ୍ରଘଟକାରୀ ଠିକାଦାର ଦଶନ୍ଧିବ୍ୟାପୀ ଅନେକ…

ଚାଇନାର ଚନ୍ଦ୍ର ଅଭିଯାନ

”ଚାଇନାର ଚଳିତ ଚେଙ୍ଗ’ଇ ୬ ଅଭିଯାନ ଚନ୍ଦ୍ରପୃଷ୍ଠରୁ ପ୍ରାୟ ୨ କି.ଗ୍ରା. ଓଜନର ମାଟି ସଂଗ୍ରହ କରି ପୃଥିବୀକୁ ଆଣିବ ବୋଲି ଲକ୍ଷ୍ୟ ରଖାଯାଇଛି। ଚାଇନା ଚନ୍ଦ୍ରର ଦୂରତମ ପାର୍ଶ୍ୱକୁ ସର୍ବପ୍ରଥମେ ୨୦୧୯ ମସିହାରେ ନିଜର ପ୍ରଥମ ଅଭିଯାନ ଚେଙ୍ଗ’ଇ ୪…

ଆଲର୍ଜି ସମସ୍ୟା ଥିଲେ..ଆପଣାନ୍ତୁ ଏହି ଟିପ୍ସ

ଭିଟାମିନ୍‌-ଇ ଆମ ଶରୀର ପାଇଁ ବେଶ୍‌ ଲାଭପ୍ରଦ। ବିଶେଷ ଭାବରେ ଏଥିରେ ତତ୍ତ୍ୱ ରହିଛି ଯାହା ଆଲର୍ଜି ଭଳି ସମସ୍ୟାରୁ କେତେକାଂଶରେ ରକ୍ଷା କରିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି…

ଦୀର୍ଘାୟୁ ହେବାର ସହଜ ଉପାୟ

ଦୀର୍ଘାୟୁ ହେବାକୁ କିଏ ବା ନ ଚାହେଁ? ହେଲେ କେବଳ କହିଦେଲେ ତ ହେବ ନାହିଁ ଏଥିପାଇଁ କେତୋଟି ଦିଗ ପ୍ରତି ଧ୍ୟାନ ଦେବାକୁ ପଡିଥାଏ। ବିଶେଷଭାବରେ ଖାଦ୍ୟପେୟ ଏବଂ ଜୀବନଶୈଳୀ ପ୍ରତି ସତର୍କ ରହିବା ଦରକାର। ହେଲେ ଦୀର୍ଘାୟୁ ହେବା…

ଆୟୁଷ୍ମାନ ଏନ୍‌ଏସ୍‌ଏମ୍‌ର ନୂଆ ଚେହେରା

ଭୁବନେଶ୍ୱର,୨୪ା୬: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ନେକ୍ସସ୍‌ ସିଲେକ୍ଟ ଟ୍ରଷ୍ଟର ଅଗ୍ରଣୀ ରିଟେଲ ୟୁନିଟ୍‌ ନେକ୍ସସ୍‌ ସିଲେକ୍ଟ ମଲ୍‌ ବା ଏନ୍‌ଏସ୍‌ଏମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନାଙ୍କୁ ପୁନଃ ନିଯୁକ୍ତି ଦିଆଯାଇଛି। ଏ ସମ୍ପର୍କରେ ନେକ୍ସସ୍‌…

ଓଡ଼ିଶାରେ ପ୍ରଥମ ସିଏସ୍‌ ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ୱର,୨୪ା୬(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ଦି ଇନ୍‌ଷ୍ଟିଚ୍ୟୁଟ ଅଫ୍‌ କମ୍ପାନୀ ସେକ୍ରେଟାରିଜ ଅଫ୍‌ ଇଣ୍ଡିଆ (ଆଇସିଏସ୍‌ଆଇ)ର ଆଞ୍ଚଳିକ ପରିଷଦ (ପୂର୍ବ ଭାରତ) ତଥା ଇଆଇଆର୍‌ସି ଭୁବନେଶ୍ୱର ଶାଖାର ମିଳିତ ସହଯୋଗରେ ପ୍ରଥମ ସିଏସ୍‌ (କମ୍ପାନୀ ସେକ୍ରେଟାରିଜ) ରାଜ୍ୟସ୍ତରୀୟ…

ଚିନ୍ତା ବଢ଼ାଉଛି ଡାଲି ଦର: ବେଆଇନ ମହଜୁଦକାରୀଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୪ା୬(ଅନୁରାଧା ମହାରଣା): ଗତ କିଛିଦିନ ଧରି ଓଡ଼ିଶା ସମେତ ସମଗ୍ର ଦେଶରେ ଖାଇବା ସାମଗ୍ରୀର ଦରଦାମ୍‌ ଅହେତୁକ ବୃଦ୍ଧି ଘଟିବାରେ ଲାଗିଛି। ବିଶେଷକରି ମାସକ ମଧ୍ୟରେ ୨୦ଟଙ୍କାରୁ ଅଧିକ ମୂଲ୍ୟରେ ବିଭିନ୍ନ ପ୍ରକାର ଡାଲି ଜାତୀୟ ଶସ୍ୟ ବିକ୍ରି ହେଉଛି। ଏହା…

ଛାନିଆ ହେଲେଣି ଅଧିକାରୀ: ଛାଟ ପୂର୍ବରୁ ଗାଦି ଛାଡ଼ିବାକୁ ପ୍ରୟାସ

ବାରିପଦା,୨୪ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲାରେ ବଦଳି ଋତୁ ଆରମ୍ଭ ହେବା ପୂର୍ବରୁ ଅଧିକାରୀ, କର୍ମଚାରୀଙ୍କ ମଧ୍ୟରେ ଛନକା ପଶିଛି। ଦୀର୍ଘଦିନ ଧରି ଜିଲାପାଳଙ୍କ କାର୍ଯ୍ୟାଳୟ ସମେତ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଧିକାରୀ ଓ କର୍ମଚାରୀମାନେ କାମ ନ କରି ଆସନକୁ ଅକ୍ତିଆର କରି…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଲେ ଦେଢ଼ବର୍ଷର ଶିଶୁ

ଯୋଡ଼ା,୨୪ା୬(ମାନସ ମହାନ୍ତି):କେନ୍ଦୁଝର ଜିଲା ଯୋଡ଼ା ସହରସ୍ଥିତ କଣ୍ଟ୍ରାକ୍ଟର କଲୋନୀରେ ରହୁଥିବା ବିଶ୍ୱଜିତ ବେଉରିଆଙ୍କ ଦେଢ଼ ବର୍ଷୀୟ ଶିଶୁପୁତ୍ର ଅକ୍ଷିତ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଛୋଟ ବୟସରେ ବିନା ତାଲିମରେ ଇଂଲିଶ୍‌ ବର୍ଣ୍ଣମାଳାର ୨୬ ଅକ୍ଷର ଚିହ୍ନିବା ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri