ୟୁପିରେ ବାବୁଙ୍କୁ ସୋସିଆଲ ମିଡିଆ ମନା: ନିର୍ବାଚନରେ ଭାଜପାର ପରାଜୟକୁ ନେଇ ଯୋଗୀ ସରକାର କ୍ଷୁବ୍ଧ
ଲକ୍ଷ୍ନୌ,୨୪ା୬: ଭାଜପା ଶାସିତ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ପୂର୍ବରୁ ଛାପା ଗଣମାଧ୍ୟମ ଓ ରେଡିଓ କାର୍ଯ୍ୟକ୍ରମରେ ସରକାରୀ କର୍ମଚାରୀମାନଙ୍କ ଯୋଗଦାନ ଉପରେ ରୋକ ଲଗାଇଥିଲେ। ଏବେ ଏହି କଟକଣାକୁ ଆହୁରି କଡ଼ାକଡ଼ି କରିବାକୁ ଯାଇ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ,…
ସ୍ବର୍ଣ୍ଣମନ୍ଦିରରେ ଯୋଗ କରି କ୍ଷମା ପ୍ରାର୍ଥନା
ଅମୃତସର,୨୪ା୬:ଜୁନ୍ ୨୧ରେ ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଥିବାବେଳେ ପଞ୍ଜାବର ଅମୃତସରସ୍ଥିତ ସ୍ବର୍ଣ୍ଣମନ୍ଦିରରେ ଜଣେ ଯୁବତୀ ଯୋଗାଭ୍ୟାସ କରି ଅଡ଼ୁଆରେ ଫସିଛନ୍ତି। ଇନ୍ଫ୍ଲ୍ୟୁଏନ୍ସର ଅର୍ଚ୍ଚନା ମକ୍ଓ୍ବାନା ଯୋଗ କରୁଥିବାବେଳର ଫଟୋ ଓ ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରସାରିତ ହେବାପରେ…
ଆଜିଠୁ ସ୍ବାଭାବିକ ଚାଲିବ ସ୍କୁଲ
ଭୁବନେଶ୍ୱର, ୨୪।୬ (ଅସମାପିକା ସାହୁ):ରାଜ୍ୟରେ ଏବେ ପାଗ ଅନୁକୂଳ ରହିଛି। ତେଣୁ ସୋମବାରଠାରୁ ସ୍କୁଲ ସ୍ବାଭାବିକ ସମୟରେ ଚାଲିବ। ଏ ନେଇ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୂର୍ବରୁ ଖରା ଓ…
ଟ୍ରେନ୍ରେ ବଡ଼ ଧରଣର ଚଢାଉ: ୨୪ଲକ୍ଷ ଟଙ୍କା ଜବତ
ଭୁବନେଶ୍ୱର,୨୩।୬: ଫଲକନୁମା ଏକ୍ସପ୍ରେସ୍ ଟ୍ରେନରୁ ରବିବାର ୨୪ ଲକ୍ଷ ଜବତ ହୋଇଛି। ତେଲେଙ୍ଗାନା ପୋଲିସ ଏବଂ କଟକ ଆର୍ପିଏଫର ମିଳିତ ଚଢାଉରେ ବିହାରର ଦୁଇ ଯୁବକଙ୍କଠାରୁ ଏହି ଟଙ୍କା ଜବତ କରାଯାଇଛି। ମିଳିଥିବା ସୂଚନା ମୁତାବକ ଟ୍ରେନ୍ରେ ଟଙ୍କା ଚାଲାଣ ହେଉଥିବା…
୫ ଦିନରେ ଭୁଶୁଡ଼ିଲାଣି ୩ ବ୍ରିଜ୍: ତଦନ୍ତ ନିର୍ଦ୍ଦେଶ
ମୋତିହାରି,୨୩ା୬: ବିହାରର ପୂର୍ବ ଚମ୍ପାରନ୍ ଜିଲାରେ ଏକ ନିର୍ମାଣାଧୀନ ବ୍ରିଜ୍ ରବିବାର ଭୁଶୁଡ଼ି ପଡ଼ିଛି। ଏହାକୁ ମିଶାଇ ୫ ଦିନ ମଧ୍ୟରେ ବିହାରରେ ୩ଟି ସେତୁ ଭୁଶୁଡ଼ିଲାଣି। ଘୋରାସାାନ ବ୍ଲକ୍ର ଏକ କେନାଲ ଉପରେ ୧.୫ କୋଟି ଟଙ୍କା ବ୍ୟୟରେ ୧୬…
ଭଡ଼ାଘରେ ଚାଲିଥିଲା ସେକ୍ସ ର଼୍ୟାକେଟ: ଧରାପଡ଼ିଲେ ଗ୍ରାହକଙ୍କ ସହ ୨ ଯୁବତୀ
ବ୍ରହ୍ମପୁର,୨୩।୬(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅଧୀନ ଅଶୋକନଗର ୯ମ ଲାଇନରେ ଏକ ଭଡା ଘରେ ସେକ୍ସ ର଼୍ୟାକେଟ ଠାବ ହୋଇଛି । ପୋଲିସ ହେି ଘରୁ ୨ ଯୁବତୀଙ୍କୁ ଉଦ୍ଧାର କରିଥିବା ବେଳେ ୨ଜଣ ଗ୍ରାହକଙ୍କୁ ଗିରଫ କରିଛି ।…
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ଏମିତି କରିବାରେ ବିଶ୍ୱର ପ୍ରଥମ ମହିଳା ଖେଳାଳି
ବେଙ୍ଗାଲୁରୁ,୨୩ା୬:ଦକ୍ଷିଣ ଆଫ୍ରିକା ମହିଳା କ୍ରିକେଟ ଦଳ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଟିମ ଇଣ୍ଡିଆ ଆଶ୍ଚର୍ଯ୍ୟଜନକ ପ୍ରଦର୍ଶନ କରିଛି। ଟିମ ଇଣ୍ଡିଆ ଏହି ସିରିଜକୁ ୩-୦ରେ ଜିତିବାରେ ସଫଳ…
ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ: ଅସାଧୁ ବ୍ୟବସାୟୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର
ଭୁବନେଶ୍ୱର, ୨୩।୬(ସୁନିତ୍ ମିଶ୍ର): ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉଦ୍ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏ ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ରାଜ୍ୟର ଖାଉଟିମାନେ…
ଅଣସର ଘରେ ତିନିଠାକୁର: ଶାବର ଶ୍ରୀକ୍ଷେତ୍ରରେ ପୂଜା ପାଉଛନ୍ତି ପଟ୍ଟଚିତ୍ର
କୋରାପୁଟ,୨୩।୬(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଅସୁସ୍ଥ ତିନିଠାକୁର ଏବେ ଅଣସର ଘରେ ଅଛନ୍ତି। ଶବର ତଥା ଆଦିବାସୀ ବଇଦଙ୍କ ପାରମ୍ପରିକ ପଦ୍ଧତିରେ ଚାଲିଛି ଠାକୁରଙ୍କ ଚିକିତ୍ସା। ହେଲେ ଭକ୍ତ ଶ୍ରୀମନ୍ଦିର ମୁଖ୍ୟ ଫାଟକଠାରେ ଠାକୁରଙ୍କ ପଟ୍ଟଚିତ୍ରକୁ ଦର୍ଶନ କରି ପୂଜାର୍ଚ୍ଚନା…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ୫ଲକ୍ଷ ଲୋକଙ୍କୁ ମିଳିବ ମାଗଣା ଘର, ଏମାନଙ୍କୁ ମିଳିବ…
ଭୁବନେଶ୍ୱର,୨୩।୬: ସରକାର ଆସୁ ଆସୁ ଆକ୍ସନ ମୋଡରେ ମୋହନ ସରକାର। ଓଡ଼ିଶାରେ କ୍ଷମତାକୁ ଆସୁଆସୁ ୧୦୦ଦିନ ଭିତରେ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିର୍ଦ୍ଦେଶ ଦେବା ସହିତ ପିଏମ କିଷାନ ନିଧିରେ କୃଷକଙ୍କୁ କିସ୍ତିରେ ଟଙ୍କା ପଠାଇଛନ୍ତି। ଏହି ୧୦୦ ଦିନ…
ଏନ୍ଇଇଟି-ୟୁଜି ସାନି ପରୀକ୍ଷା: ୭୫୦ ପରୀକ୍ଷାର୍ଥୀ ଆସିଲେନି
ନୂଆଦିଲ୍ଲୀ,୨୩ା୬:ଏନ୍ଇଇଟି-ୟୁଜି ପରୀକ୍ଷାରେ ଅନିୟିତତା ଓ ରେଜଲ୍ଟ ବିଭ୍ରାଟ ଘଟଣାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗ୍ରେସ୍ ମାର୍କ ପାଇଥିବା ୧,୫୬୩ ପରୀକ୍ଷାର୍ଥୀଙ୍କୁ ସାନି ପରୀକ୍ଷା ଦେବା ପାଇଁ ସୁଯୋଗ ଦିଆଯାଇଥିଲା। ପରୀକ୍ଷା ନ ଦେଲେ ଗ୍ରେସ୍ମାର୍କକୁ ବାଦ୍ ଦିଆଯାଇ ଅବଶିଷ୍ଟ ମାର୍କକୁ ସେମାନଙ୍କ…
ଆର୍ଏଲ୍ଭି ଲ୍ୟାଣ୍ଡିଂରେ ଇସ୍ରୋର ହାଟ୍ରିକ୍ ସଫଳତା
ନୂଆଦିଲ୍ଲୀ,୨୩ା୬:ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଏହାର ପୁନଃ ଉତ୍କ୍ଷେପଣଯୋଗ୍ୟ ଯାନ (ଆର୍ଏଲ୍ଭି)କୁ ରବିବାର କ୍ରମାଗତ ତୃତୀୟ ଥର ପାଇଁ ନିରାପଦର ସହ ଅବତରଣ କରାଇ ହ୍ୟାଟ୍ରିକ୍ ସଫଳତା ହାସଲ କରିଛି। କୌଣସି ମହାକାଶ ସଂସ୍ଥା ପାଇଁ ଏହା ଏକ ବିରଳ…
Archives


