ଲାକ୍ମୀ ଏକାଡେମୀର ବାର୍ଷିକ ଉତ୍ସବ
ଭୁବନେଶ୍ୱର,୪।୫: ଲାକ୍ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍ ଅଭିନେତ୍ରୀ ଶୀତଲ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଲାକ୍ମୀ ଏକାଡେମୀ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ପ୍ରଶଂସା…
ଖିମ୍ଜୀ ଜୁଏଲର୍ସର ଗ୍ରେଟ୍ ଅକ୍ଷୟ ତୃତୀୟା ସେଲ୍
ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍ ଅକ୍ଷୟ ତୃତୀୟା ସେଲ୍ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ଖିମ୍ଜୀ ପକ୍ଷରୁ ଆକର୍ଷଣୀୟ ଅଫର ସମ୍ପର୍କରେ…
ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର
ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ସାମାଜିକ କର୍ମୀ…
ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ
ଭୁବନେଶ୍ୱର,୪।୫: ୟୁକୋ ବ୍ୟାଙ୍କର ବାର୍ଷିକ ଆର୍ଥିକ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବ୍ୟାଙ୍କର ଗ୍ରସ୍ ଅଗ୍ରିମ ୧୫.୬୨% ବୃଦ୍ଧି ପାଇ ୧,୮୬,୮୭୭ କୋଟି ଟଙ୍କାରେ ପହଞ୍ଚତ୍ଛି। ବ୍ୟାଙ୍କର ସମୁଦାୟ ଜମା ୫.୫୩% ବୃଦ୍ଧି ପାଇ ୨,୬୩,୧୩୦ କୋଟି ଟଙ୍କା ହୋଇଥିବାବେଳେ ରିଟେଲ୍,…
ଏସ୍ଆର୍ଏମ୍-ସିସିଟିଆର୍ ସହ ପତଞ୍ଜଳିର ଚୁକ୍ତି
ଭୁବନେଶ୍ୱର,୪।୫(ଅନୁରାଧା ମହାରଣା): ପତଞ୍ଜଳି ରିସର୍ଚ୍ଚ ଫାଉଣ୍ଡେଶନ (ପିଆର୍ଏଫ୍) ଏବଂ ଚେନ୍ନାଇର ଏସ୍ଆର୍ଏମ୍ ସେଣ୍ଟର ଫର୍ କ୍ଲିନିକାଲ ଟ୍ରାଏଲ ଆଣ୍ଡ ରିସର୍ଚ୍ଚ ବା ଏସ୍ଆର୍ଏମ୍-ସିସିଟିଆର୍ ମଧ୍ୟରେ ଏକ ଚୁକ୍ତି ନିକଟରେ ସ୍ବାକ୍ଷରିତ ହୋଇଯାଇଛି। ଏହି ଅବସରରେ ପିଆର୍ଏଫର ଆଚାର୍ଯ୍ୟ ବାଲକ୍ରିଷ୍ଣାଙ୍କ ସମେତ ପିଆର୍ଏଫ୍ର…
ଟି୨୦ ବିଶ୍ୱକପ୍: ଶ୍ରୀନାଥଙ୍କୁ ମିଳିଲା ପୁଣି ଗୁରୁଦାୟିତ୍ୱ
ଦୁବାଇ, ୪ା୫: ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଅନୁଷ୍ଠିତ ହେଉଥିବା ଟି୨୦ କ୍ରିକେଟ ବିଶ୍ୱକପ୍ରେ ଆଇସିସି ମ୍ୟାଚ ରେଫରି ଜାଭାଗଲ ଶ୍ରୀନାଥଙ୍କ ସମେତ ଅମ୍ପାୟର ନୀତୀନ ମେନନ ଓ ଜୟରମଣ ମଦନଗୋପାଳ ଭାରତୀୟ ପ୍ରତିନିଧି ରହିବେ। ଜୁନ୍ ୧ରୁ ଆରମ୍ଭ…
କମିଲା ଅଶୋଧିତ ତୈଳ ଦର: ରୁଷିଆରୁ ଅଶୋଧିତ ତୈଳ ଆମଦାନୀ
ଭୁବନେଶ୍ୱର,୪।୫ (ଅନୁରାଧା ମହାରଣା): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ ପିଛା ୮୦ ଡଲାରରୁ ତଳକୁ ଖସିଛି। ଡବ୍ଲ୍ୟୁଟିଆଇ ଅଶୋଧିତ ତୈଳ ବ୍ୟାରେଲ ପିଛା ୭୮.୯୯ ଡଲାରରେ କାରବାର କରୁଛି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ସତ୍ତ୍ୱେ ଗତ…
ରେକର୍ଡ ପରିମାଣର ବିଦ୍ୟୁତ୍ ଚାହିଦା ପୂରଣ
ଭୁବନେଶ୍ୱର,୪।୫: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଏକ ଯୌଥ ଉଦ୍ୟୋଗ ‘ଟିପିସିଓଡିଏଲ୍’ ଚଳିତ ବର୍ଷ ଏପ୍ରିଲରେ ୨୧୪୦ ମେଗାୱାଟ୍ର ରେକର୍ଡ ସର୍ବୋଚ୍ଚ ବିଦ୍ୟୁତ୍ ଚାହିଦାକୁ ବିନା ନେଟ୍ୱର୍କ ସମସ୍ୟାରେ ସଫଳତାର ସହ ପୂରଣ କରିଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଏପ୍ରିଲ ୩୦ରେ…
ଲୋକବଳ, ଧନବଳ ମଧ୍ୟରେ ଲଢ଼େଇ: ଧର୍ମେନ୍ଦ୍ର
ଢେଙ୍କାନାଳ,୪ା୫(ରତନ ନାୟାର): ଓଡ଼ିଶା ସରକାରଙ୍କ ବିରୋଧରେ ପ୍ରବଳ ଜନମତ ଦେଖାଦେଲାଣି। ଦୁର୍ନୀତିଗ୍ରସ୍ତଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଚଳିତ ନିର୍ବାଚନରେ ଧନବଳ ଓ ଲୋକବଳ ମଧ୍ୟରେ ଲଢ଼େଇ ହେବ। ଢେଙ୍କାନାଳ ଲୋକ ସଭା ପାଇଁ ଭାଜପା ଏମ୍ପି ପ୍ରାର୍ଥୀ ରୁଦ୍ର ନାରାୟଣ ପାଣିଙ୍କ…
‘ଲାହୋର ୧୯୪୭’ରେ ସନ୍ନି ଦେଓଲ
ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ ଭାବେ ଏକ ଆକ୍ସନ ଡ୍ରାମା ଫିଲ୍ମ ହେବ। ଏଥିରେ ସନ୍ନି ଦେଓଲଙ୍କ ସହ ପ୍ରୀତି…
ଧର୍ମଶାଳା, ବରୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ନଜର
ରସୁଲପୁର,୪ା୫(ରଂଜିତ ରାଉତ): ଯାଜପୁର ସଂସଦୀୟ କ୍ଷେତ୍ର(ସଂ) ଅଧୀନ ବରୀ ଓ ଧର୍ମଶାଳା ବିଧାନସଭା ନିବର୍ର୍ାଚନମଣ୍ଡଳୀରେ ସ୍ବାଧୀନ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଥିବା ଚର୍ଚ୍ଚା ହେଉଛିି। ୨ ଆସନ ମଧ୍ୟରୁ ବରୀର ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଏବଂ ଧର୍ମଶାଳାର ହିମାଂଶୁ…
ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍
କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ ରାଜ୍ୟରେ ହିଟ୍ ୱେଭ ଆକଳନ ଯୋଗୁ ବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ତେବେ ଯେଉଁଠାରେ…
Archives


