Home Left

ଅନୁଷ୍କା ଶେଟ୍ଟୀଙ୍କୁ ‘ହସ ରୋଗ’

ହାଇଦ୍ରାବାଦ, ୨୩।୬: ‘ବାହୁବଲୀ’ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀ ସ୍ୟୁଡୋବୁଲ୍‌ବାର ଆଫେକ୍ଟ(ପିବିଏ) ନାମକ ଏକ ବିରଳ ‘ହସ ରୋଗ’ରେ ପୀଡ଼ିତ ଅଛନ୍ତି। ଶନିବାର ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଇ ଅନୁଷ୍କା ଏନେଇ ସୂଚନା ଦେଇଛନ୍ତି। ଗତ କିଛି ଦିନ ଧରି ସେ…

୧୦୫ ବର୍ଷ ବୟସରେ ମାଷ୍ଟର ଡିଗ୍ରୀ ହାସଲ କଲେ ମହିଳା, ସାରା ବିଶ୍ୱ ଏବେ କରୁଛି ପ୍ରଶଂସା

ୱାଶିଂଟନ: ସାଧାରଣତଃ କଲେଜ ପଢ଼ା ସରିଯିବା ପରେ ଆଉ କେହି ପଢ଼ିବାକୁ ପସନ୍ଦ କରି ନ ଥାନ୍ତି। ପଢ଼ିବା ପାଇଁ ଆଉ ବୟସ ନ ଥିବା କହି ଅଧିକାଂଶ ଲୋକ ନିଜ କର୍ମ କ୍ଷେତ୍ରକୁ ଫୋକସ୍‌ କରି ବିବାହ ବନ୍ଧନରେ ବାନ୍ଧି…

ଜ୍ୟୋତି ହେଗ୍‌ଡେ, ମଜିଦ୍‌ ସାହେବଙ୍କୁ ‘ଓଡ଼ିଶା ଧ୍ରୁପଦ ରତ୍ନ ଜ୍ୟୋତି ସମ୍ମାନ’

ଭୁବନେଶ୍ୱର,୨୩।୬(ଶର୍ମିଷ୍ଠା ପାଣିଗ୍ରାହୀ): ଧ୍ରୁପଦ ମ୍ୟୁଜିକ ଫାଉଣ୍ଡେଶନ ପକ୍ଷରୁ ଭଞ୍ଜକଳା ମଣ୍ଡପରେ ଦୁଇଦିନ ଧରି ଚାଲିଥିବା ବିଶ୍ୱ ସଙ୍ଗୀତ ଓ ଯୋଗ ଦିବସର ସପ୍ତମ ସଂସ୍କରଣ ଶନିବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଅତିଥି ଭାବେ ଲୋକପ୍ରିୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ଉମାକାନ୍ତ ଗୁଣ୍ଡିଚା, ଅଖିଳେଶ…

ସାଂଘାଇ ଫିଲ୍ମ ଫେଷ୍ଟିଭାଲରେ ଓଡ଼ିଶାରୁ ସତ୍ୟ, ସୋନାଲି

ଭୁବନେଶ୍ୱର,୨୩।୬(ଶର୍ମିଷ୍ଠା ପାଣିଗ୍ରାହୀ): ଚାଇନାରେ ଅନୁଷ୍ଠିତ ହେଉଛି ୨୬ତମ ସାଂଘାଇ ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ। ଏହି ଚଳଚ୍ଚିତ୍ର ମହୋତ୍ସବରେ ଶ୍ରେଷ୍ଠ ଚଳଚ୍ଚିତ୍ର, ଅଭିନେତା, ଅଭିନେତ୍ରୀ ଆଦି ବିଭିନ୍ନ ବର୍ଗରେ ପୁରସ୍କାର ପ୍ରଦାନ କରାଯାଇଥାଏ। ଏଥର ଏହି ଫେଷ୍ଟିଭାଲରେ ଓଡ଼ିଶାରୁ ସତ୍ୟରଞ୍ଜନ ଓ ସୋନାଲି ଶର୍ମିଷ୍ଠା…

ନିମ୍ନମାନର ରାସ୍ତା,ସେତୁକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା,୨୩ା୬(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ନିର୍ମାଣ ହେଉଥିବା ରାସ୍ତାର ସ୍ଥାୟିତ୍ୱ ବର୍ଷଟିଏ ରହୁନାହିଁ । ନିର୍ମାଣ ପରେ ଅଥବା କାମ ଚାଲୁଥିବା ବେଳେ ସେତୁ ଭୁଶୁଡ଼ି ପଡୁଛି। ଗତ ୮ ତାରିଖରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ତିନିମୁହାଣୀ ନିକଟ ଚଟିପୋଲର କିଛି…

୩ ବର୍ଷ ହେଲା ତଳେ ବସି ପଢୁଛନ୍ତି ଛାତ୍ରୀଛାତ୍ର

ଡେରାବିଶ, ୨୩ା୬(ବେବର୍ତ୍ତା ଅଜୟ ଦାସ): ଶିକ୍ଷା ବ୍ୟବସ୍ଥାକୁ ସମୃଦ୍ଧ କରିବା ପାଇଁ ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରତ୍ୟେକ ବ୍ଲକ ଅଞ୍ଚଳରେ ଗୋଟିଏ ଲେଖାଏ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଛି। ୨୦୨୨ରୁ କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ଆଦର୍ଶ…

ପାନୀୟ ଜଳ ବଦଳରେ ଆସୁଛି ଦୂଷିତ ପାଣି

ପଟ୍ଟାମୁଣ୍ଡାଇ,୨୩ା୬(କଳ୍ପତରୁ ନାୟକ): ଗ୍ରାମାଞ୍ଚଳର ଲୋକମାନଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି ା ଏଥିପାଇଁ ଅନେକ କୋଟି ଟଙ୍କା ବ୍ୟୟ କରାଯାଇ ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ହେଲେ ଅଧିକାଂଶ…

ରେକର୍ଡ କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଭାରତ ଜିତିଲା ମ୍ୟାଚ୍‌

ନୂଆଦିଲ୍ଲୀ, ୨୩।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ର ସୁପର ୮ରେ ଭାରତ ପୁଣିଥରେ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚମତ୍କାର ପ୍ରଦର୍ଶନ ଦଳକୁ ଜିତାଇଛି । ଏଥି ସହିତ ପାଣ୍ଡ୍ୟା ଏକ ରେକର୍ଡର ଅଧିକାରୀ ମଧ୍ୟ ହୋଇଛନ୍ତି । ଏହି…

ମୂଳ ଖରସ୍ରୋତା ପୁନରୁଦ୍ଧାର ପାଇଁ ମୁଁ ପ୍ରତିଶ୍ରୁତିବଦ୍ଧ: ବିଧାୟକ

ରସୁଲପୁର,୨୩ା୬(ରଞ୍ଜିତ ରାଉତ): ମୂଳ ଖରସ୍ରୋତାର ପୁନରୁଦ୍ଧାର ଦିଗରେ କୋରେଇ ବିଧାୟକ ଆକାଶ ଦାସନାୟକ ଉଦ୍ୟମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଖରସ୍ରୋତା ପୁନରୁଦ୍ଧାର ସମିତି, ମଧୁବନ ହାଟ ଏବଂ ରସୁଲପୁର ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ପକ୍ଷରୁ ଗୋପାଳପୁର ଡାକବଙ୍ଗଳା ପରିସରରେ ଅନୁଷ୍ଠିତ…

ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ନିର୍ଦ୍ଦେଶ

ଯାଜପୁର ଟାଉନ,୨୩ା୬, (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାପାଳ ନିଖିଲ ପବନ କଲ୍ୟାଣଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମବାୟ ବୟନ, ହସ୍ତତନ୍ତ ଏବଂ ହସ୍ତଶିଳ୍ପ ବିଭାଗ ମନ୍ତ୍ରୀ…

୬ ବର୍ଷ ହେଲା ପ୍ରତିଶ୍ରୁତିରେ ବସ୍‌ ଟର୍ମିନାଲ

ଯାଜପୁର,୨୩ା୬ (ହର୍ଷବର୍ଦ୍ଧନ ବେହେରା): ପୌରାଣିକ ଓ ଐତିହାସିକ କିମ୍ବଦନ୍ତୀ ବହନ କରୁଥିବା ଯାଜପୁର ସହରର ନବକଳେବର ହୋଇଛି। ଇତିମଧ୍ୟରେ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇ ମେଡିକାଲ କଲେଜ, ମିନି ସଚିବାଳୟ, ଜିଲା ସଦର ଡାକ୍ତରଖାନାର ଉନ୍ନତୀକରଣ, ରାସ୍ତା ପ୍ରଶସ୍ତୀକରଣ, ଜିଲା କୋର୍ଟ, କୁସୁମା…

ସ୍ବାସ୍ଥ୍ୟ, ପାନୀୟ ଜଳ ସମସ୍ୟା ନେଇ ଉଦ୍‌ବେଗ

ଦିଗପହଣ୍ଡି,୨୩ା୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରର ସ୍ବାସ୍ଥ୍ୟ ଓ ପାନୀୟ ଜଳ ସମସ୍ୟା ପ୍ରତି ଦୃଷ୍ଟି ଦିଆଯିବ ବୋଲି ଦିଗପହଣ୍ଡିର ନବନିର୍ବାଚିତ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ପ୍ରକାଶ କରିଛନ୍ତି। ଦିଗପହଣ୍ଡି ଏନଏସିର ୧୪ତମ ପରିବର୍ଦ୍ଧିତ କାଉନସିଲ ସଭା ଶୁକ୍ରବାର ଏନ୍‌ଏସି ସମ୍ମିଳନୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri