Home Left

ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୪।୧୦: ଆଗାମୀ ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସମ୍ଭାବ୍ୟ ବାତ୍ୟା ’ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ…

ପ୍ରିୟଙ୍କା-ନଭ୍ୟାଙ୍କ ମଧ୍ୟରେ କାହାର ରହିଛି ଅଧିକ ଶିକ୍ଷାଗତ ଯୋଗ୍ୟତା? ଦୁହିଁଙ୍କ ମଧ୍ୟରେ କଡା ଟକ୍କର

ଓ୍ବାୟନାଡ,୨୪।୧୦: ୱାୟାନାଡ ଲୋକ ସଭା ଉପ-ନିର୍ବାଚନରେ କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀଙ୍କ ବିପକ୍ଷରେ ଭାଜପା ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ନଭେମ୍ବର ୧୩ରେ ଏହି ଆସନରେ ମତଦାନ ହେବ। ନାମାଙ୍କନପତ୍ର ଦାଖଲ ସମୟରେ ପ୍ରିୟଙ୍କା ଗାନ୍ଧୀ ତାଙ୍କ ସମ୍ପତ୍ତିର ବିବରଣୀ ପ୍ରଦାନ…

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ: ଆଲର୍ଟ ଜାରି

ଭୁବନେଶ୍ବର,୨୪।୧୦: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗୁରୁବାର ବୋମା ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଧମକପୂର୍ଣ୍ଣ କଲ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ କରାଯିବା…

ଶରଦ ପାୱାରଙ୍କୁ ଝଟ୍‌କା ଦେଲେ ସୁପ୍ରିମକୋର୍ଟ: ଅଜିତଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୪।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଶରଦ ପାୱାରଙ୍କୁ ଏକ ବଡ ଝଟ୍‌କା ଲାଗିଛି। ଅଜିତ ପାୱାରଙ୍କୁ ଘଣ୍ଟା ନିର୍ବାଚନ ପ୍ରତୀକ ବ୍ୟବହାର ନ କରିବା ପିଟିଶନକୁ ସୁପ୍ରିମକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନିର୍ବାଚନ ପ୍ରତୀକ ଘଣ୍ଟା ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇବାକୁ…

ମାତ୍ର ୨୯ ବର୍ଷ ବୟସରେ ଅବସର ନେଲେ ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା

ନୂଆଦିଲ୍ଲୀ,୨୪।୧୦: ଭାରତୀୟ ମହିଳା ହକି ଦଳର ପୂର୍ବତନ ଅଧିନାୟିକା ରାଣୀ ରାମପାଲ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହିତ ତାଙ୍କର ୧୬ ବର୍ଷ ଲମ୍ବା କ୍ୟାରିୟରର ଅନ୍ତ ଘଟିଛି। ହରିୟାଣାର ଏକ ଛୋଟିଆ ସହରରୁ ଆସିଥିବା ରାଣୀ ଅନେକଙ୍କ ପାଇଁ ପ୍ରେରଣା…

ପ୍ରାର୍ଥିପତ୍ର ଦାଖଲ କଲେ କଳ୍ପନା, ହେଲେ…

ରାଞ୍ଚି,୨୪।୧୦: ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ତଥା ଜେଏମଏମ ସୁପ୍ରିମୋ ଶିବୁ ସୋରେନଙ୍କ ବୋହୂ କଳ୍ପନା ସୋରେନ ମାତ୍ର କିଛି ମାସ ପୂର୍ବରୁ ରାଜନୀତିରେ ଏଣ୍ଟ୍ରି କରିଥିଲେ, କିନ୍ତୁ ଅଳ୍ପ ସମୟ ମଧ୍ୟରେ କଳ୍ପନା ଜେଏମଏମର ସବୁଠାରୁ ଲୋକପ୍ରିୟ ନେତା…

ଆଉ ୧୮୦ କିମି ଦୂରରେ ‘ଦାନା’; ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି ଦୂରରେ ଥିବା ବେଳେ ଧାମରାଠାରୁ ୨୧୦ କିମି ଦୂରରେ ରହିଛି। ରାତିରେ ଲ୍ୟାଣ୍ଡଫଲ ହେବାକୁ…

ଟ୍ରୁଡୋଙ୍କ ଆଖିରେ ଲୁହ! ନିଜ ସାଂସଦ ଦେଲେ ଏମିତି ଅଲ୍ଟିମେଟମ, ଅକ୍ଟୋବର ୨୮ ସୁଦ୍ଧା…

ଓଟାଓ୍ବା,୨୪।୧୦: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଉପରେ ଦୁଃଖର ପାହାଡ ଭାଙ୍ଗିବାକୁ ଯାଉଛି। ତାଙ୍କ ଚେୟାର ବିପଦରେ ଅଛି। ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ମାମଲାରେ ଭାରତକୁ ଦୋଷାରୋପ କରିଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବହୁତ ବଡ଼…

ଯୁଦ୍ଧ ପରେ କମୁଛି ୟୁକ୍ରେନର ଜନସଂଖ୍ୟା, ଚିନ୍ତା ପ୍ରକଟ କଲା ୟୁଏନ୍‌

କ୍ୱିଭ,୨୪।୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଦୁଇ ବର୍ଷରୁ ଅଧିକ ସମୟ ଅତିବାହିତ ହୋଇଛି। ଆନ୍ତର୍ଜାତୀୟ ସ୍ତରରେ, ଏହି ସମୟରେ ଏହା ସବୁଠାରୁ ବଡ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ଯୁଦ୍ଧ ବିଷୟରେ ଏଭଳି ତଥ୍ୟ ଆସିଛି,…

ଯୁବକଙ୍କୁ ହତ୍ୟା ମାମଲା: ତିନି ଭାଇଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୨୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ପୁଞ୍ଜିଭୂତ ଅଶାନ୍ତରୁ ପାଟପୁର ଥାନା ଅନ୍ତର୍ଗତ ବାସୁଦେବପୁର ଗ୍ରାମର କୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ (ଏଡିଜେ)-୧ ଡା. ଇନ୍ଦୁ ଶର୍ମା ଗୁରୁବାର ଉକ୍ତ ହତ୍ୟା ମାମଲାର ଚୂଡାନ୍ତ ରାୟ…

ପରିବା ବଜାରରେ ପ୍ରଶାସନିକ ଚଢାଉ, କଳାବଜାରୀଙ୍କୁ ତାଗିଦ

ବୁଗୁଡା,୨୪।୧୦(କାଳିଚରଣ ଦାଶ): ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବ୍ୟ ବାତ୍ୟା ‘ଦାନା’ ସମ୍ପର୍କେ ପାଣିପାଗ ବିଭାଗର ସୂଚନା ପରଠୁ ବୁଗୁଡା ବଜାରରେ ପରିବା ଦର ହୁ ହୁ ହୋଇ ବଢି ଚାଲିଥିଲା। ପରିସ୍ଥିତିର ଫାଇଦା ଉଠାଇବାକୁ ଯାଇ କିଛି ବ୍ୟବସାୟୀ ବିଭିନ୍ନ ପରିବା ଦରରେ…

ନିଶ୍ଚିତକୋଇଲିରେ ଯୋଗାଣ ବିଭାଗର ଜୋରଦାର ଚଢ଼ାଉ, ଦୋକାନୀଙ୍କୁ କରାଯାଉଛି ତାଗିଦ

ନିଶ୍ଚିନ୍ତକୋଇଲି,୨୪।୧୦(ଅଶୋକ କୁମାର ମହାପାତ୍ର ): ସାମୁଦ୍ରିକ ବାତ୍ୟା ‘ଦାନା’ ମାଡି ଆସୁଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ କଲାଣି। ବାତ୍ୟାପାଇଁ ଲୋକେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ କିଣୁଛନ୍ତି। ଏହାର ସୁଯୋଗ ନେଇ ହୋଲସେଲରଙ୍କଠାରୁ ଆରମ୍ଭ କରି ରିଟେଲରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?