Home Left

ୟୁସୁଫ ପଠାନଙ୍କ ଗମ୍ଭୀର ଅଭିଯୋଗ: ‘ମୋତେ ପ୍ରତାରଣା ଦେଉଛନ୍ତି ଗୁଜରାଟ ସରକାର…’

ନୂଆଦିଲ୍ଲୀ,୨୨।୬: ଟିଏମସି ଏମପି ତଥା ପୂର୍ବତନ କ୍ରିକେଟର ୟୁସୁଫ ପଠାନଙ୍କୁ ଗୁଜରାଟ ସରକାର ହଇରାଣ କରୁଥିବା ସେ ନିଜେ ଅଭିଯୋଗ କରିଛନ୍ତି। ୟୁସୁଫ ପଠାନଙ୍କୁ ଭଦୋଦରା ମ୍ୟୁନିସିପାଲ କର୍ପୋରେସନ ପକ୍ଷରୁ ଏନକାଉଣ୍ଟର ନୋଟିସ ମିଳିଥିଲା, ଏହା ପରେ ସେ ଅଭିଯୋଗ କରିଛନ୍ତି।…

ଟି୨୦ ବିଶ୍ୱକପ୍‌ରେ ପ୍ୟାଟ୍‌ କୁମିନ୍ସଙ୍କ ପ୍ରଥମ ହ୍ୟାଟ୍ରିକ

ଆଣ୍ଟିଗୁଆ, ୨୨।୬: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ର ଶୁକ୍ରବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ସୁପର-୮ ମ୍ୟାଚରେ ବାଂଲାଦେଶ ବିପକ୍ଷରେ ଅଷ୍ଟ୍ରେଲିଆ ବିଜୟୀ ହୋଇଛି। ଏହି ମ୍ୟାଚରେ ବାଂଲାଦେଶ ୨୦ ଓଭରରେ ୮ ଉଇକେଟ ହରାଇ ୧୪୦ ରନ କରିଥିଲା। ଅଷ୍ଟ୍ରେଲିଆ ୧୧.୨…

ଅଣ୍ଡର ଓ୍ବାର୍ଲଡ ଡନ ଛୋଟା ଶକିଲଙ୍କ ଶଳା ଆରିଫ ଶେଖଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୬: ଅଣ୍ଡରୱାର୍ଲଡ ଡନ ଛୋଟା ଶକିଲଙ୍କ ସମ୍ପର୍କୀୟ ଶଳା ଆରିଫ ଶେଖ ଓରଫ ଆରିଫ ଭାଇଜାନଙ୍କର ମୁମ୍ବାଇରେ ହୃଦଘାତରେ ମୃତ୍ୟୁ ଘଟିଛି। ଟେରର ପଣ୍ଡିଂ ମାମଲାରେ ଗିରଫ ହୋଇଥିବା ଆରିଫ ଶେଖ ହେଉଛନ୍ତି ଛୋଟା ଶକିଲଙ୍କ ଶଳା। ଗିରଫ ପରଠାରୁ ସେ…

ଟି-୨୦ ବିଶ଼୍ବକପ୍‌: ଆମେରିକାକୁ ହରାଇ ୱେଷ୍ଟ ଇଣ୍ଡିଜ୍‌ର ଜବରଦସ୍ତ ବିଜୟ

ନୂଆଦିଲ୍ଲୀ, ୨୨।୬: ଟି-୨୦ ବିଶ଼୍ବକପ୍‌ ୨୦୨୪ର ସୁପର ୮ ଗ୍ରୁପ୍‌ ୨ ମ୍ୟାଚ୍‌ରେ ଆମେରିକାକୁ ୯ ୱିକେଟ୍‌ରେ ହରାଇଛି ୱେଷ୍ଟ ଇଣ୍ଡିଜ୍‌ । ଏହି ମ୍ୟାଚ୍‌ରେ ୱେଷ୍ଟ ଇଣ୍ଡିଜ ଖେଳାଳି ହୋପ୍‌ ଟି-୨୦ ଇଣ୍ଟରନ୍ୟାଶନାଲ୍‌ର ସବୁଠାରୁ ବଡ଼ ପାଳି ଖେଳିଛନ୍ତି ।…

ବାରିପଦା ବସଷ୍ଟାଣ୍ଡରୁ ବନ୍ଦ ରହିଛି ବସ୍‌ ଚଳାଚଳ

ବାରିପଦା,୨୨।୬: ବାରିପଦା ବସଷ୍ଟାଣ୍ଡରେ ୨ ଗୋଷ୍ଠୀ ମାରପିଟ ଘଟଣାରେ ଆଜି ବସଷ୍ଟାଣ୍ଡରୁ ବସ୍‌ ଚଳାଚଳ ବନ୍ଦ ରହିଛି। ତେବେ ମାରପିଟ ଘଟଣାରେ ୧୦ ଜଣଙ୍କୁ ଅଟକ ରଖିବା ସହ ବାରିପଦା ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି। ଘରୋଇ ବସ…

ମାରପିଟ ମାମଲା: ବଦଳିଲେ ଡାକ୍ତର, ଫାର୍ମାସିଷ୍ଟ

ଯାଜପୁରରୋଡ୍‌,୨୨ା୬(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ  ଫାର୍ମାସିଷ୍ଟ ଓ ଡାକ୍ତରଙ୍କ ମଧ୍ୟରେ ହୋଇଥିବା ମାରପିଟ ଘଟଣା ପରେ ଉଭୟଙ୍କୁ ବଦଳି ନିର୍ଦ୍ଦେଶ ହୋଇଛି। ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ଘଟଣାର ତଦନ୍ତ କରି ଦାନ୍ତ ଡାକ୍ତର ଶୁଭଲକ୍ଷ୍ମୀ ରଥଙ୍କୁ ଚିଠି…

ଭଙ୍ଗା ଦଦରା ଘରେ ଚାଲିଛି ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଯୋଡ଼ା,୨୨ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡା ସହର ମଧ୍ୟଭାଗରେ ଥିବା ୱାର୍ଡ ନଂ. ୪ ଝୁମ୍ପୁଡ଼ି ହାଟିଂରେ ଭଙ୍ଗା ଦଦରା ଘରେ ଅଙ୍ଗନୱାଡ଼ି କେନ୍ଦ୍ର ଚାଲିଛି। ଅଭିଯୋଗ ପରେ ମଧ୍ୟ ଗୃହର ମରାମତି କରାଯାଉନାହିଁ। ଫଳରେ ବିପଦସଙ୍କୁଳ ଅଙ୍ଗନୱାଡ଼ିକୁ ଶିଶୁମାନଙ୍କୁ ଛାଡ଼ିବା…

କିଏ ଏହି ହିନ୍ଦୁଜା ପରିବାର, ଯାହାଙ୍କୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ଜେନେଭା,୨୨।୬: ହିନ୍ଦୁଜା ଗୋଷ୍ଠୀର ଭିତ୍ତିପ୍ରସ୍ତର ଅବିଭାଜିତ ଭାରତର ସିନ୍ଧ ପ୍ରଦେଶର ପ୍ରସିଦ୍ଧ ଶିଖରପୁରରେ ଜନ୍ମଗ୍ରହଣ କରିଥିବା ପରମାନନ୍ଦ ଦୀପଚାନ୍ଦ ହିନ୍ଦୁଜାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା। ୧୯୧୪ରେ ସେ ମୁମ୍ବାଇ ଆସି ସେଠାରେ ତାଙ୍କର ବ୍ୟବସାୟ ଆରମ୍ଭ କରିଥିଲେ। ଧୀରେ ଧୀରେ ତାଙ୍କର…

କାଳିଆଙ୍କୁ ଦେଖି ଭକ୍ତ ବିଭୋର: ଶ୍ରୀମନ୍ଦିରଠୁ ବେଳାଭୂମି ସବୁଠି କଡ଼ା ସୁରକ୍ଷା

ପୁରୀ,୨୨।୬: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶନିବାର ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ସ୍ନାନବେଦିରେ ବିଜେ କରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। କାଳିଆସାଆନ୍ତଙ୍କ ଶ୍ରୀମୁଖ ଟିକେ ଦେଖିବାକୁ ଭକ୍ତ ବିଭୋର ହୋଇ ପଡିଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ସମାଗମ ହେବାରେ ଲାଗିଲାଣି।…

ସାଧାରଣ ଲୋକଙ୍କ ପାଇଁ ମହଙ୍ଗା ମାଡ, ବଢିଲା ସିଏନଜି ମୂଲ୍ୟ

ନୂଆଦିଲ୍ଲୀ,୨୨।୬: ଦେଶର ରାଜଧାନୀ ଦିଲ୍ଲୀ ସମେତ ଅନେକ ସହରର ଲୋକମାନେ ଶନିବାର ମୁଦ୍ରାସ୍ଫୀତିର ଏକ ନୂଆ ଝଟ୍‌କା ପାଇଛନ୍ତି। ଶନିବାରଠାରୁ ଅନେକ ସହରରେ CNG ମୂଲ୍ୟ ବୃଦ୍ଧି କରାଯାଇଛି। ଏହା ସାଧାରଣ ଲୋକଙ୍କ ପକେଟ ଉପରେ ଚାପ ବଢାଇବାକୁ ଯାଉଛି। ଏକ…

ବାଲୁକା କଳାରେ ସ୍ନାନପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ପୁରୀ,୨୨।୬: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ସ୍ନାନ ଯାତ୍ରା। ସ୍ନାନ ମଣ୍ଡପରେ ଦିବ୍ୟସ୍ନାନ କରିବେ କଳାସାଆନ୍ତ । ପାରମ୍ପରିକ ରୀତିନୀତିରେ ମହାପ୍ରଭୁ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ବାଲୁକା ଶିଳ୍ପୀ ତଥା ପଦ୍ମଶୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା…

୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୨୨।୬: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭୁବନେଶ୍ୱର ଜନତା ମଇଦାନଠାରେ ୯ମ ଭୁବନେଶ୍ୱର ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଶାର କ୍ରୀଡ଼ା ଯୁବ ବିକାଶ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମୁଖ୍ୟ ଅତିଥି ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri