Home Left

ମୃତ୍ୟୁ ପରେ ବିବାହ

କୁଆଲାଲ୍‌ମ୍ପୁର: ବିବାହର ଠିକ୍‌ ପୂର୍ବରୁ ମାଲେସିଆର ୟାଙ୍ଗ୍‌ ଜିଙ୍ଗ୍‌ଶାନ(୩୧) ଏବଂ ଲି ଜୁଇଙ୍ଗ୍‌(୩୨) ନାମକ ଏକ ପ୍ରେମୀ ଯୁଗଳଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଉଭୟେ ପ୍ରାୟ ୩ ବର୍ଷ ଧରି ଲିଭ୍‌-ଇନ୍‌-ରିଲେଶନ୍‌ଶିପ୍‌ରେ ଏକାଠି ରହିଥିଲେ। ଖୁବ୍‌ଶୀଘ୍ର ଉଭୟଙ୍କର ବିବାହ କରିବାକୁ ସେମାନଙ୍କ ପରିବାରବର୍ଗ…

ପରିବାରରେ ୬ ପିଢ଼ିର ୧୮୫ ସଦସ୍ୟ

ଆଜମେର: ସମ୍ପ୍ରତି ଜଏଣ୍ଟ ଫ୍ୟାମିଲିର ଧାରା ସମାପ୍ତ ହେଉଥିବା ବେଳେ ଅଧିକାଂଶ ଲୋକ ନ୍ୟୁକ୍ଲିଆର ଫ୍ୟାମିଲିରେ ରହିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ଏହି ପରିବର୍ତ୍ତନଶୀଳ ଧାରା ମଧ୍ୟରେ ରାଜସ୍ଥାନର ଏକ ପରିବାରରେ ସମୁଦାୟ ୧୮୫ଜଣ ସଦସ୍ୟ ଏକାଠି ବସବାସ କରୁଥିବା ଜଣାପଡ଼ିଛି। ଏବେ…

ତିବ୍ବତର ୩୦ ସ୍ଥାନର ନାଁ ବଦଳାଇବ ଭାରତ

ନୂଆଦିଲ୍ଲୀ,୨୨ା୬: ଅରୁଣାଚଳପ୍ରଦେଶକୁ ଚାଇନା ନିଜର ଦାବି କରିବା ସହ ଏହାର କେତେଗୁଡ଼ିଏ ସ୍ଥାନର ନାଁ ବଦଳାଇ ଦେଇଛି। ତେଣୁ ଯେସାକୁ ତେସା ନୀତିରେ ଭାରତ ତିବ୍ବତ ସ୍ବୟଂଶାସିତ ଅଞ୍ଚଳର ୩୦ଟି ସ୍ଥାନର ନାମ ପରିବର୍ତ୍ତନ କରି ଏଲ୍‌ଏସି ଅନ୍ତର୍ଗତ ଅଞ୍ଚଳର ମାନଚିତ୍ରରେ ପରିଣତ…

ହିଜାବ ବିରୋଧରେ ଆଇନ ଆଣିଲା ତାଜକିସ୍ତାନ

ଦୁଶାଁବେ, ୨୨।୬: ମୁସଲମାନବହୁଳ ମଧ୍ୟଏସୀୟ ଦେଶ ତାଜକିସ୍ତାନ ଶୁକ୍ରବାର ହିଜାବ ଓ ବୁର୍ଖା ପରି ଇସଲାମିକ ପୋଷାକ ଉପରେ ପ୍ରତିବନ୍ଧକ ଲଗାଇଛି। ବୁଧବାର ଏନେଇ ଏକ ବିବାଦୀୟ ବିଲ୍‌ ତାଜକିସ୍ତାନର ପାର୍ଲାମେଣ୍ଟରେ ଗୃହୀତ ହେବା ପରେ ଶୁକ୍ରବାର ରାଷ୍ଟ୍ରପତି ଇମୋମାଲି ରହମନ ମଞ୍ଜୁରୀ…

ଦିଲ୍ଲୀକୁ ଜଳଯୋଗାଣ ଦାବିରେ ଆତିଶୀଙ୍କ ଅନଶନ

ନୂଆଦିଲ୍ଲୀ,୨୨ା୬: ରାଜଧାନୀ ଦିଲ୍ଲରେ ପ୍ରଚଣ୍ଡ ଗ୍ରୀଷ୍ମ ସାଙ୍ଗକୁ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ହରିୟାଣା ଅଧିକ ଜଳ ଯୋଗାଇଦେବା ଦାବିରେ ଦିଲ୍ଲୀ ଜଳସମ୍ପଦ ମନ୍ତ୍ରୀ ଆତିଶୀ ଶୁକ୍ରବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନରେ ବସିଛନ୍ତି। ଦକ୍ଷିଣ ଦିଲ୍ଲୀର ଭୋଗଲଠାରେ ସେ ଅନଶନରେ…

ସବୁ ଜିଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର,୨୨ା୬ (ଅସମାପିକା ସାହୁ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି। ଶୁକ୍ରବାର ସୁଦ୍ଧା ସବୁ ଜିଲାକୁ ମୌସୁମୀ ଛୁଇଁବା ପରେ ଅଧିକାଂଶ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଛି। ଫଳରେ ଗ୍ରୀଷ୍ମ ଲହରିରେ ବ୍ରେକ୍‌ ଲାଗିବା ସହ ଲୋକଙ୍କୁ ଆଶ୍ବସ୍ତି ମିଳିଛି।…

ବିଧାୟକଙ୍କ ଦୁର୍ନୀତିକୁ ଲୋକଲୋଚନକୁ ଆଣିବି: ଅମରେଶ

ଭୁବନେଶ୍ୱର, ୨୨।୬ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ନିର୍ବାଚନ ଶୁକ୍ରବାର ବିଏମ୍‌ସି ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ୨୦୨୨ ଓ ୨୦୨୩ରେ ଦୁଇଥର ପବ୍ଲିକ ଓ୍ବାର୍କସ କମିଟି ଅଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇଥିବା ଭୁବନେଶ୍ୱର ମଧ୍ୟ…

ପରୀକ୍ଷା ଅନିୟମିତତା: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବିକଲା କଂଗ୍ରେସ

ଭୁବନେଶ୍ୱର,୨୨।୬(ସୁନିତ୍‌ ମିଶ୍ର): ୟୁଜିସି-ନେଟ୍‌ ଓ ଏନ୍‌ଇଇଟି-ୟୁଜି ପରୀକ୍ଷାରେ ଘୋର ଅନିୟମିତତା ହୋଇଥିବା ଅଭିଯୋଗ ଆଣି ଓଡ଼ିଶା କଂଗ୍ରେସ ପକ୍ଷରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି।  ଶୁକ୍ରବାର ପ୍ରଦେଶ କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ…

କୋଟିଏ ଟଙ୍କା ଲୋଭରେ ନିଜକୁ ଅପହରଣ

ଟଙ୍କା ଲୋଭରେ ନିଜକୁ ଅପହରଣ କରିବାକୁ ବି ପଛାଇ ନାହାନ୍ତି ଜଣେ ମହିଳା। ସ୍ବାମୀ ପରିତ୍ୟକ୍ତା ସ୍ମୃତିରେଖା ପାଣି ବେଙ୍ଗାଲୁରୁରେ ରହୁଥିବା ନିଜ ଟ୍ରେଡର ଭାଇଙ୍କଠାରୁ କୋଟିଏ ଟଙ୍କା ଠକିନେବାକୁ ଅପହରଣ ନାଟକ ରଚିଥିଲେ। ସେ ପ୍ରେମିକଙ୍କ ସହ ରାଜସ୍ଥାନ ପଳାଇଯିବାକୁ…

କଟକରେ ବିଜେଡିକୁ ଡବଲ୍‌ ଝଟ୍‌କା: ହାତରୁ ଗଲା ୨ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ

କଟକ,୨୧ା୬ (କାର୍ତ୍ତିକ ସାହୁ)- କଟକ ମହାନଗର ନିଗମ (ସିଏମ୍‌ସି)ର ୮ଟି ଷ୍ଟାଣ୍ଡିଂ କମିଟି ମଧ୍ୟରୁ ୨ଟି ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ପଦ ବିଜେଡି ହାତରୁ ଏଥର ଖସିଯାଇଛି। ୬ଟି କମିଟିରେ ପୂର୍ବ ଅଧ୍ୟକ୍ଷମାନେ ପୁନର୍ବାର ନିର୍ବାଚିତ ହୋଇଛନ୍ତି। ସିଏମ୍‌ସିର ବିଜୁ ଭବନ…

କେନ୍ଦୁଝରର ନିଆରା ସ୍ନାନ ପୂର୍ଣ୍ଣିମା: ଅଁଳା-ତୁଳସୀ ପତ୍ରରେ ସଜେଇ ହୁଅନ୍ତି ଶ୍ରୀ ଜୀଉ, ପିନ୍ଧନ୍ତି ତାଳ ମୁକୁଟ

କେନ୍ଦୁଝର,୨୧।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରର ଆରାଧ୍ୟ ଶ୍ରୀଶ୍ରୀ ବଳଦେବଜୀଉ। ତାଙ୍କର ରଥକୁ ସର୍ବୋଚ୍ଚ ରଥ ଭାବେ ଗିନିଜ ୱାଲର୍‌ଡ ରେକର୍ଡରେ ସ୍ଥାନ ମିଳିଛି। ଚାରିଶହ ବର୍ଷରୁ ଉଦ୍ଧର୍‌ବ ଏଠାକାର ଶ୍ରୀଜୀଉଙ୍କ ମନ୍ଦିରକୁ ଦ୍ୱିତୀୟ ବୃହତ ବିଷ୍ଣୁ ମନ୍ଦିର ବୋଲି କୁହାଯାଇଥାଏ। ଏଠାରେ…

ବାରିପଦା ବସ୍‌ଷ୍ଟାଣ୍ଡରେ ବୁଲିଲା ଖଣ୍ଡା-ଭୁଜାଲି, ୫ ଗୁରୁତର

ବାରିପଦା,୨୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ବୁଲିଛି ଖଣ୍ଡା-ଭୁଜାଲି। ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟିବା ପରେ ମାରଣାସ୍ତ୍ରରେ ଗୋଟିଏ ଗୋଷ୍ଠୀର ଅତର୍କିତ ଆକ୍ରମଣ ଯୋଗୁ ୫ ଗୁରୁତର ହୋଇଛନ୍ତି । ସେମାନଙ୍କୁ ବାରିପଦା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri