Home Left

ଅତାବିରା ଆସନ ନାମାଙ୍କନ ଭରିଲେ ନିହାର ରଞ୍ଜନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ମହାନନ୍ଦ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି…

ବିଜେଡି ଛାଡ଼ିବା ପରେ ଏମିତି କହିଲେ ଅନୁଭବ

ଭୁବନେଶ୍ୱର,୨ା୫: ଗୁରୁବାର ବିଜେଡି ଛାଡ଼ିଛନ୍ତି ଅନୁଭବ ପଟ୍ଟନାୟକ। ସେ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ୍‌ ଆଶାୟୀ ଥିଲେ। ମାତ୍ର ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି…

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା ସାମ୍ନାକୁ ଆସିବା ପରେ କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର କହିଛନ୍ତି, ରେଭାନ୍ନାଙ୍କୁ ଯଥାଶୀଘ୍ର ଘଟଣାର…

ନାମାଙ୍କନପତ୍ର ଦାଖଲ କଲେ ଦେବେଶ

ବରଗଡ଼,୨ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼…

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା ସାହୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ବିରାଟ ଶୋଭାଯାତ୍ରାରେ…

କାମ ଦେଲାନି ଚାପ, ସମୀର ଦାସ ନିରାଶ

ଭୁବନେଶ୍ୱର,୨ା୫: ନିରାଶ ହେଲେ ସମୀର, ଶେଷ ପର୍ଯ୍ୟାୟ ଟିକେଟ ଘୋଷଣା ପରେ ମଧ୍ୟ ବଦଳିଲାଣି ଭାଗ୍ୟ। ଯେତେ କୌଶଳ ଆପଣାଇ ଚାପ ପଳେଇଲେ ମଧ୍ୟ ବିଜେଡି ସୁପ୍ରିମୋଙ୍କ ଉପରେ କୌଣସି ପ୍ରଭାବ ପଡ଼ିନାହିଁ। ନିମାପଡ଼ାରୁ ଟିକେଟ କାଟିବା ପରେ ସମୀର ନିଜର…

ମାରାଥନ ପ୍ରଚାର କଲେ ବିଧାନସଭା ପ୍ରାର୍ଥିନୀ ଲଳିତା ନାଏକ

କେସିଙ୍ଗା,୨ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୩ଟି ପଞ୍ଚାୟତରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀର ବିଧାୟିକା ପ୍ରାର୍ଥିନୀ ଲଳିତା ନାଏକ ଗୁରୁବାର ମାରାଥନ ପ୍ରଚାର କରିଛନ୍ତି। ପ୍ରଥମେ ଲଇତରା ପଞ୍ଚାୟତର ଜୋଲକୋ, ଦେଣ୍ଡୋଗୁଡ଼ା ଲଇତରା, କରଲାଭା ଶିରୋଲ ପଞ୍ଚାୟତର ଶିରୋଲ, ଡୁମେରମୁଣ୍ଡା,…

ଦେବଗଡ଼ ପ୍ରାର୍ଥୀ ବଦଳାଇଲା ବିଜେଡି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌…

ଭୁବନେଶ୍ୱର,୨।୫: ଦେବଗଡ଼ ବିଧାନସଭା ନିର୍ବାଚନ ଲାଗି ପ୍ରାର୍ଥୀ ବଦଳାଇଛି ବିଜୁ ଜନତା ଦଳ(ବିଜେଡି)। ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ଦଳ ପ୍ରାର୍ଥୀ କରିଛି। ସେ ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ଦଳରୁ ଟିକେଟ ପାଇଛନ୍ତି। ପ୍ରକାଶ ଯେ, ଗୁରୁବାର ବିଜେଡି ପକ୍ଷରୁ ବାକିଥିବା ୩…

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ ଅବରାମ ମଧ୍ୟ ମ୍ୟାଚ ଦେଖିବା ପାଇଁ ଷ୍ଟାଡିୟମରେ ପହଞ୍ଚିଥିଲେ। ଏହି ସମୟରେ ଶାହାରୁଖ ଖାନ…

କୋରେଇରୁ ଲଢ଼ିବେ ବବିଙ୍କ ମା’ ସନ୍ଧ୍ୟାରାଣୀ ଦାସ

ଭୁବନେଶ୍ୱର,୨।୫: ବିଜେଡି ପକ୍ଷରୁ ଏହାର ଶେଷ ତିନି ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି। କୋରେଇରୁ ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ଙ୍କ…

ନଦୀରେ ବୁଡ଼ି ଶିଶୁକନ୍ୟାଙ୍କ ଜୀବନ ଗଲା

ଯାଜପୁର,୨ା୫: ଗୁରୁବାର ମା’ଙ୍କ ସହ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ପାଣିରେ ବୁଡ଼ି ଜଣେ ଶିଶୁକନ୍ୟାଙ୍କ ଜୀବନ ଯାଇଛି। ଏପରି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରି ଗାଁରେ। ଆଜି ସକାଳେ ଶିଶୁକନ୍ୟା ଜଣଙ୍କ ମା’ଙ୍କ…

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨ ରନ ଖେଳି ଇନିଂସ ଖେଳିଥିଲେ। ଏହି ଇନିଂସ ସହ ସେ ବିରାଟ କୋହଲିଙ୍କୁ ପଛରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri