Home Left

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡକୁ ତାରକା ବ୍ୟାଟ୍ସମ୍ୟାନ କେନ…

ଏବେବି ବାଂଲାଦେଶର ପ୍ରଧାନମନ୍ତ୍ରୀ ଅଛନ୍ତି ଶେଖ ହାସିନା! ରାଷ୍ଟ୍ରପତିଙ୍କ ଦାବିକୁ ନେଇ ବଢୁଛି ରାଜନୈତିକ ଉଷ୍ମତା

ଢାକା,୨୨।୧୦: ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ କହିଛନ୍ତି ଯେ ଶେଖ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବାର କୌଣସି ଡକ୍ୟୁମେଣ୍ଟାରୀ ପ୍ରମାଣ ନାହିଁ। ବାଂଲାଦେଶରେ ତତ୍କାଳୀନ ଶେଖ ହସିନା ସରକାରଙ୍କ ବିରୋଧରେ ମୌଳବାଦୀମାନେ ତୀବ୍ର ବିରୋଧ କରିଥିଲେ। ପରିସ୍ଥିତି ନିୟନ୍ତ୍ରଣ ବାହାରକୁ…

ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ପରଲୋକ

ଭବାନୀପାଟଣା,୨୨।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ଖବରଦାତା ବିଜୟ ଦ୍ୱିବେଦିଙ୍କ ୬୪ ବର୍ଷ ବୟସରେ ମଙ୍ଗଳବାର ସକାଳରେ ପରଲୋକ ହୋଇଛି। ସୋମବାର ଦେହ ଅସୁସ୍ଥ ହେବା ପରେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ମେଡିକାଲ ରେ…

ଦାନା ପାଇଁ ଏମ୍‌କେସିଜି ଡାକ୍ତର, କର୍ମଚାରୀଙ୍କ ଛୁଟି ବାତିଲ

ବ୍ରହ୍ମପୁର,୨୧।୧୦: ଗଞ୍ଜାମ ଜିଲାରେ ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯିବା ସହିତ ମୁଖ୍ୟାଳୟ…

ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ…

ନିମ୍ରତ କୌରଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚା ମଧ୍ୟରେ ଏମିତି ପ୍ରତିକ୍ରିୟା ଦେଲେ ଅଭିଷେକ ବଚ୍ଚନ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ସହ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ତାଙ୍କ ନାଁ ଅଭିନେତ୍ରୀ ନିମ୍ରତ କୌରଙ୍କ ଯୋଡ଼ାଯାଉଛି। ଏସବୁ ଭିତରେ ନିକଟରେ ଅଭିଷେକଙ୍କୁ ବିମାନବନ୍ଦରରୁ ବାହାରକୁ ଆସୁଥିବାର ଦେଖାଯାଇଥିଲା। ଗଣମାଧ୍ୟମ ତାଙ୍କୁ…

ବିଇଏମସିରେ ବିଜେଡି କର୍ପୋରେଟର ଦୁଇ ଫାଳ: ରହସ୍ୟ ଘେରରେ ପୂର୍ବତନ ଏମପି, ବିଧାୟକଙ୍କ….

ବ୍ରହ୍ମପୁର,୨୧ା୧୦(ନରସିଂହ ସାହୁ): ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ବିଜେଡି କର୍ପୋରେଟର ଦୁଇ ଫାଳ ହୋଇଯାଇଛି। ସୋମବାର ଦଳର ବୈଠକରେ ୨୫ରୁ ଅଧିକ ଅନୁପସ୍ଥିତ ଥିବାରୁ ବିବାଦ ପକାକୁ ଆସିଛି। ଜିଲା ସଭାପତି ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ…

ଭାଜପାକୁ କେବେ ମିଳିବ ନୂଆ ଅଧ୍ୟକ୍ଷ, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୨।୧୦: ଗତ କିଛି ମାସ ଧରି ଭାରତୀୟ ଜନତା ଦଳର ନୂତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନକୁ ନେଇ ଅନେକ ଚର୍ଚ୍ଚା ଲାଗି ରହିଥିଲା, କିନ୍ତୁ ଦଳ ଏ ପର୍ଯ୍ୟନ୍ତ ଜଣେ ନୂତନ ମୁଖିଆ ପାଇପାରିନାହିଁ। ବର୍ତ୍ତମାନର ଅଧ୍ୟକ୍ଷ ଜେପି ନଡ୍ଡା ସମ୍ପ୍ରସାରଣରେ…

ସମ୍ବଲପୁରୀ ଭାଷାରେ ହେଉ ଧନୁଯାତ୍ରା

ବରଗଡ଼,୨୨।୧୦(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁୟାରୀ ୩ରୁ ଆରମ୍ଭ ହେବ। ତେବେ ଆଗାମୀ ଧନୁଯାତ୍ରା ମହୋତ୍ସବକୁ ସମ୍ବଲପୁରୀ ଭାଷାରେ କରିବାକୁ ସ୍ଥାନୀୟ କୋଶଲ ଜଏଣ୍ଟ ଆକ୍ସନ କମିଟି ଦାବି କରିଛି। ଏହି ଦାବି ନେଇ…

ଅଷ୍ଟ୍ରେଲିଆ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୨।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଅଷ୍ଟ୍ରେଲିଆ ଗସ୍ତ ପାଇଁ ୧୫ ଜଣିଆ ଇଣ୍ଡିଆ ଏ ଦଳ ଘୋଷଣା କରିଛି। ଭାରତ-ଏ ଏବଂ ଅଷ୍ଟ୍ରେଲିଆ-ଏ ମଧ୍ୟରେ ଦୁଇଟି ପ୍ରଥମ ଶ୍ରେଣୀ ମ୍ୟାଚ ଖେଳାଯିବ। ଏହି ସିରିଜ…

ନିର୍ବାଚନ ଲଢିବେ ଲରେନ୍ସ ବିଷ୍ଣୋଇ? ଜାଣନ୍ତୁ କିଏ ଦେଇଛି ଅଫର୍‌

ମୁମ୍ବାଇ,୨୨।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଆଉ ଅଧିକ ସମୟ ବାକି ନାହିଁ। ଏହି ସମୟରେ ରାଜନୈତିକ ଦଳର ଏକ ଅଜବ ବିବୃତ୍ତି ସାମ୍ନାକୁ ଆସିଛି। ଏହି ଦଳ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କୁ ଅଫର ଦେଇଛନ୍ତି। ଏହି…

ରେନ୍‌ବୋ ଜଳପ୍ରପାତର ବିକାଶ ପାଇଁ ପ୍ରଶାସନର ବଡ଼ ପଦକ୍ଷେପ

ଦାରିଙ୍ଗବାଡି, ୨୨।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ତାହା ମଧ୍ୟରେ ରେନ୍‌ବୋ ଜଳପ୍ରପାତ ଅନ୍ୟତମ।ଏହି ଜଳପ୍ରପାତ ଉକ୍ତ ବ୍ଲକ ପ୍ଳିହେରି ପଞ୍ଚାୟତ ପାଙ୍ଗାଲି ଗ୍ରାମରେ ରହିଥିବାବେଳେ ଏହାର ବିକାଶ ସହ ପର୍ଯ୍ୟଟକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?