ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରକଲେ ପୁଟିନ୍, କିମ୍
ପ୍ୟୋଙ୍ଗ୍ୟାଙ୍ଗ୍, ୨୦।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଉତ୍ତର କୋରିଆ ଗସ୍ତରେ ରହିଛନ୍ତି। ଉତ୍ତର କୋରିଆ ରାଜଧାନୀ ପ୍ୟୋଙ୍ଗ୍ୟାଙ୍ଗ୍ଠାରେ ଉଭୟ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ଓ ଉତ୍ତର କୋରିଆ ନେତା କିମ୍…
ଅପାରଗ ଏନ୍ଟିଏ, ଅନ୍ଧାରରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ
ଦେଶରେ ଡାକ୍ତରୀ, ଇଞ୍ଜିନିୟରିଂ ଓ ଫେଲୋଶିଫ୍ ଭଳି ସମ୍ମାନଜନକ ପାଠ୍ୟକ୍ରମଗୁଡ଼ିକରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ) ହାତରେ ନ୍ୟସ୍ତ ରହିଛି। କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନ ଏହି ଏଜେନ୍ସିର…
ଭାଜପା-ବିଜେଡି ମୁହାଁମୁହିଁ
ଭୁବନେଶ୍ୱର,୨୦ା୬(ଅନିଲ ଦାସ)ରାଜ୍ୟରେ ଭାଜପା ସରକାର ଗଠନ ହେବା ପରେ ମହାନଦୀ ଜଳ ବିବାଦକୁ ନେଇ ରାଜନୀତି ଆରମ୍ଭ ହୋଇଯାଇଛି। ୨୪ ବର୍ଷ କ୍ଷମତାରେ ଥିବା ବିଜେଡି ଏବେ ମହାନଦୀ ଜଳ ବିବାଦକୁ ପ୍ରସଙ୍ଗ କରି ନୂଆ ସରକାରଙ୍କୁ ଘେରିବାକୁ ଉଦ୍ୟମ କରିଛି।…
ବାଲେଶ୍ୱରରେ କୋହଳ ହେଲା କର୍ଫ୍ୟୁ
ବାଲେଶ୍ୱର,୨୦ା୬(ମାନସ ବିଶ୍ବାଳ)ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣା ପରେ ବାଲେଶ୍ୱର ସହରର ଅଣାୟତ୍ତ ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ବିଳମ୍ବିତ ରାତିରୁ କର୍ଫ୍ୟୁ ଜାରି କରାଯାଇଥିଲା। ଗୁରୁବାରଠାରୁ ଏହି କଟକଣାରେ ସାମାନ୍ୟ କୋହଳ କରାଯିବ। ସକାଳ ୭ଟାରୁ…
ଶରଣାର୍ଥୀଙ୍କୁ ସ୍ବୀକୃତି ଦେବାକୁ ପ୍ରୟାସ
ବିଶ୍ୱରେ ଶରଣାର୍ଥୀଙ୍କୁ ସମ୍ମାନିତ କରିବା ଏବଂ ସେମାନଙ୍କ ପ୍ରତି ସମବେଦନା ଓ ସମର୍ଥନ ଜଣାଇବା ଲକ୍ଷ୍ୟରେ ‘ବିଶ୍ୱ ଶରଣାର୍ଥୀ ଦିବସ’ ପ୍ରତିବର୍ଷ ଜୁନ ୨୦ରେ ପାଳନ କରାଯାଏ। ଶରଣାର୍ଥୀଙ୍କ ସମସ୍ୟା ଏକ ବିଶ୍ୱସ୍ତରୀୟ ସମସ୍ୟା। ଏହାର ମୁକାବିଲା ପାଇଁ ପ୍ରୟାସ ମଧ୍ୟ…
ମନ୍ଧାନା, ହରମନ୍ପ୍ରୀତଙ୍କ ଶତକ; ଭାରତର ରୋମାଞ୍ଚକ ବିଜୟ
ବେଙ୍ଗାଲୁରୁ,୧୯ା୬: ସ୍ମୃତି ମନ୍ଧାନା ଓ ଅଧିନାୟିକା ହରମନପ୍ରୀତ୍ କୌରଙ୍କ ଶତକ ବଳରେ ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ମହିଳା ଦିନିକଆ ସିରିଜ୍ର ଦ୍ୱିତୀୟ ମ୍ୟାଚରେ ରୋମାଞ୍ଚକ ବିଜୟ ହାସଲ କରିଛି ଭାରତ। ୪ ରନ୍ରେ ଜିତିବା ସହ ଆଗୁଆ…
ନିର୍ମାଣାଧୀନ କୋଠାରୁ ୨ ଟନ୍ ଲୁହା ସାମଗ୍ରୀ ଚୋରି
ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପିତାତଳି ପେଟ୍ରୋଲ ପମ୍ପ ଅଞ୍ଚଳରୁ ଏକ ନିର୍ମାଣାଧୀନ କୋଠା ପରିସରରୁ ୨ ଟନ୍ ବିଭିନ୍ନ ଲୁହା ସାମଗ୍ରୀ ଚୋରି ନେଇ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଏ ନେଇ…
ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇ ସମୁଦ୍ରରେ ଭାସିଗଲେ ଯୁବକ
ଛତ୍ରପୁର,୧୯ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ କେ. ଆର୍ଯ୍ୟପଲ୍ଲୀ ଗ୍ରାମର ହେମନସେନ ବେହେରା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ, ଓଡ୍ରାଫ୍ ଓ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି…
ମହିଳାଙ୍କୁ ପଥରରେ ଆକ୍ରମଣ କରି ଜଣେ ଗିରଫ
ଗୋପାଳପୁର,୧୯ା୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅନ୍ତର୍ଗତ ପନ୍ଦରା ସାହିରେ ମହିଳାଙ୍କୁ ପଥରରେ ଆକ୍ରମଣ କରିବା ଘଟଣାରେ ବୁଧବାର ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣଙ୍କ ପନ୍ଦରା ସାହିର ସାଗର ଜେନା ବୋଲି…
ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ଏମଏସପି ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯।୬: ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା…
ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ଦେହରେ ଛୁରି ଭୁସିଲେ ପ୍ରେମିକ
ଖଲ୍ଲିକୋଟ,୧୯ା୬(ପ୍ରଶାନ୍ତ କୁମାର ମିଶ୍ର): ପ୍ରେମିକାଙ୍କ ସହ ଝଗଡ଼ା କରି ନିଜ ପେଟକୁ ନିଜେ ଛୁରି ମାରିଛନ୍ତି ପ୍ରେମିକ। ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ସୁମୁଣ୍ଡଳ ଗ୍ରାମରେ। ଉକ୍ତ ଘଟଣା ଘଟିଛି ବେଗୁନିଆପଡ଼ା…
ଓଡ଼ିଶାରେ କାହିଁକି ଫେଲ୍ ମାରିଲା କଂଗ୍ରେସ, ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଖୋଜିବ କାରଣ
ନୂଆଦିଲ୍ଲୀ, ୧୯।୬: କିଛି ରାଜ୍ୟରେ ଲୋକ ସଭା ଏବଂ ଓଡ଼ିଶା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ଅତ୍ୟନ୍ତ ଖରାପ ପ୍ରଦର୍ଶନ କରିଥିଲା। ଏହି ସବୁ ରାଜ୍ୟରେ କାହିଁକି ଦଳ ଖରାପ ପ୍ରଦର୍ଶନ କଲା, ଏହାର କାରଣ ଖୋଜିବାକୁ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍…
Archives


