Home Left

ଭାଜପାକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ କାଳୁଙ୍କ ସମେତ ୧୦୦ରୁ ଅଧିକ କର୍ମୀ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ସହ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି। ଆସନ୍ତା ୨ରେ ଭାଜପା ଭୁବନେଶ୍ବର ଲୋକ ସଭା ଓ ଖୋର୍ଦ୍ଧା ବିଧାନସଭା ପ୍ରାର୍ଥୀ ନାମାଙ୍କନ ଦାଖଲ ପାଇଁ ପ୍ରସ୍ତୁତ ହେଉଥିବା ବେଳେ…

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଦକ୍ଷିଣ ଆଫ୍ରିକା

କେପଟାଉନ୍‌,୩୦।୪: ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କରିଛି। ଆଫ୍ରିକା ଆଡେନ୍‌ ମାର୍କ୍ରାମଙ୍କୁ ଅଧିନାୟକ କରିଛି। ଆଜିକାଲି ମାର୍କାମ ଆଇପିଏଲ ୨୦୨୪ ରେ ସନରାଇଜର୍ସ ହାଇଦ୍ରାବାଦ ପାଇଁ ଖେଳୁଛନ୍ତି। ୧୫ ସଦସ୍ୟ ବିଶିଷ୍ଟ ଦଳ ବ୍ୟତୀତ ଆଫ୍ରିକା ରିଜର୍ଭରେ…

ବିଜେଡିରୁ ସବୁ ସମ୍ପର୍କ ଛିନ୍ନ କଲେ ପୂର୍ବତନ ବିଧାୟକ

ଠାକୁରମୁଣ୍ଡା,୩୦।୪(ତାରାକାନ୍ତ ପଟ୍ଟନାୟକ): ମୟୁରଭଞ୍ଜ ଜିଲା କରଞ୍ଜିଆ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଟିକେଟ ଆଶାୟୀ ଥିବା ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ବିଜେଡିରୁ ଇସ୍ତଫା ଦେବା ସହ ଦଳୀୟ ପଦପଦବୀକୁ ତ୍ୟାଗ କରିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନରେ ସେ ସ୍ବାଧୀନ ପ୍ରାର୍ଥୀ…

୩ ଦିନ ମଧ୍ୟରେ ରିପୋର୍ଟ ଦିଅ, ପ୍ରଜ୍ୱଳଙ୍କ ଉପରେ ଖପ୍ପା ମହିଳା କମିଶନ

ବେଙ୍ଗାଲୁରୁ,୩୦।୪: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ତଥା ଜେଡିଏସ ସଭାପତି ଏଚଡି ଦେବ ଗୌଡାଙ୍କ ନାତି ପ୍ରଜ୍ୱଳ ରେଭାନ୍ନାଙ୍କ ଉପରେ ମହିଳାଙ୍କ ଆପତ୍ତିଜନକ ଭିଡିଓ ପ୍ରସ୍ତୁତ କରିବା ଏବଂ ସେମାନଙ୍କ ସହ ଜବରଦସ୍ତି କରିବା ଅଭିଯୋଗକୁ ନେଇ ବିବାଦ ଜାରି ରହିଛି। ଏହି…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଦୁଇ ମହିଳାଙ୍କ ସମେତ ମୋଟ ୭ ନକ୍ସଲଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆଶିର୍ବାଦ ଲୋଡିଛନ୍ତି। ଏହି ଅବସରରେ ତାଙ୍କ ସହ ବିଜେଡି ନେତା…

ବେବି ଆସିବେ…ଭାଇରାଲ ହେଲା ସାକ୍ଷିଙ୍କ ଇନଷ୍ଟା ଷ୍ଟୋରୀ

ନୂଆଦିଲ୍ଲୀ,୩୦।୪: ଆଇପିଏଲ ୨୦୨୪ର ୨୬ ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିଲା । ସେହି ମ୍ୟାଚ ସମୟରେ ଏମଏସ ଧୋନିଙ୍କ ସ୍ତ୍ରୀ ସାକ୍ଷି ଧୋନି ସୋସିଆଲ ମିଡିଆରେ ଏକ କାହାଣୀ ପୋଷ୍ଟ କରିଥିଲେ, ଯାହା…

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର…

ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ମଙ୍ଗଳବାର ସୁପ୍ରିମକୋର୍ଟରେ ହାଜର ହୋଇଥିଲେ। ମାମଲାର ଶୁଣାଣି ସମୟରେ ଯୋଗଗୁରୁ ରାମଦେବଙ୍କ…

ବିଜେଡି ବିଧାୟକଙ୍କ ରାଲିରେ ମାଡିଗଲା ଟ୍ରକ୍‌: ୩ ଆହତ

ଭୁବନେଶ୍ୱର,୩୦।୪: କଟକ ଜିଲା ବଡମ୍ବାରେ ବିଜେଡି ବିଧାୟକଙ୍କ ରାଲି ଉପରକୁ ମାଡିଗଲା ଟ୍ରକ୍‌। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି। ବଡମ୍ବା ଟାଉନ ନିକଟରେ ମଙ୍ଗଳବାର ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ରାଲି ଆୟୋଜିତ ହୋଇଥିଲା। ଏଥିରେ…

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆଜି ସକାଳେ ହଠାତ ତାଙ୍କ ଦେହ…

ପତଞ୍ଜଳିର ୧୪ ପ୍ରଡକ୍ଟର ଲାଇସେନ୍ସ ହେଲା ସସପେଣ୍ଡ, ନିତିଦିନ କରୁଛନ୍ତି ବ୍ୟବହାର, ଦେଖନ୍ତୁ ଲିଷ୍ଟ

ଡେରାଡୁନ,୩୦।୪: ବିଭ୍ରାନ୍ତିକର ବିଜ୍ଞାପନ ପ୍ରସଙ୍ଗରେ ପତଞ୍ଜଳିର ସମସ୍ୟା ହ୍ରାସ ହେବାର ଦେଖାଯାଉ ନାହିଁ। ଏକ ବଡ କାର୍ଯ୍ୟାନୁଷ୍ଠାନ ମାଧ୍ୟମରେ ଉତ୍ତରାଖଣ୍ଡ ଡ୍ରଗ ବିଭାଗର ଲାଇସେନ୍ସ ପ୍ରାଧିକରଣ ପତଞ୍ଜଳିର ୧୪ ଟି ଉତ୍ପାଦର ଲାଇସେନ୍ସକୁ ସ୍ଥଗିତ ରଖିଛି। ବିଶେଷ କଥା ହେଉଛି ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri