Home Left

ଆଜମ ଖାନ୍‌ଙ୍କୁ ଗିରଫ କଲା ED: ଅଖିଳେଶ କହିଲେ…

ଲକ୍ଷ୍ନୌ,୩୧।୧୦: ଉତ୍ତର ପ୍ରଦେଶର ରାମପୁରରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଆଜମ୍‌ ଖାନଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ(ED) ଶନିବାର ଗିରଫ କରିଛି। ରାମପୁର ଜେଲରୁ ମୁକୁଳିବା ମାତ୍ରେ ତାଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରବିବାର…

ବନ୍ୟା ପ୍ରପୀଡ଼ିତଙ୍କୁ ଭେଟିଲେନି, ଚା’ ପିଇ ଚାଲିଗଲା ବିଜେଡି ଟିମ୍‌, ନିରାଶ ହେଲେ ଅଞ୍ଚଳବାସୀ

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ଓ ଋଷିକୁଲ୍ୟାର ପ୍ରଳୟଙ୍କରୀ ବନ୍ୟାରେ ଛାରଖାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳ। ବନ୍ୟା କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଶନିବାର ରାତିରେ ପହଞ୍ଚିଲା ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ହେଲେ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ପୀଡ଼ିତଙ୍କ ଦୁଃଖ…

ବର୍ଷା ପବନରେ ଧାନଫସଲ ନଷ୍ଟ: କ୍ଷତିପୂରଣ ଦାବି କଲା କୃଷକ ସଂଗଠନ

ଅତାବିରା,୩୧ା୧୦(ଯୁଧିଷ୍ଠିର ମହାପାତ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଅଦିନିଆ ବର୍ଷା ଓ ପ୍ରବଳ ପବନ ଯୋଗୁ ବରଗଡ଼ ଜିଲା ଅତାବିରା ଅଞ୍ଚଳର ଚାଷୀଙ୍କ ଫସଲ କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଚିନ୍ତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଅତାବିରା ଓଡ଼ିଶା…

ବଦଳିବ ସମାଜ, ମଜଭୁତ ହେବ ପୋଲିସ-ଜନସାଧାରଣ ସମ୍ପର୍କ

କେସିଙ୍ଗା,୩୧ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପରିସରରେ ଆମ ପୋଲିସ ସମିତି ପକ୍ଷରୁ ଜାତୀୟ ଏକତା ଦିବସ ଏବଂ ନିଶାମୁକ୍ତ ଓଡ଼ିଶା ଅଭିଯାନକୁ ନେଇ ଏକ ସଚେତନତାମୂଳକ କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଥିଲା। ଆଇଆଇସି ଜିତେନ୍ଦ୍ର କୁମାର ବିଶ୍ୱାଳଙ୍କ…

କଳିଙ୍ଗା ଘାଟିରେ ପୁଣି ଭୂସ୍ଖଳନ: ରାସ୍ତା ଉପରେ ପଡ଼ିଛି ବିରାଟ ପଥର, ଏଣେ ଡରାଇଲାଣି ବର୍ଷା

ଭଞ୍ଜନଗର,୩୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ବାତ୍ୟା ପରବର୍ତ୍ତୀ ବନ୍ୟା ଯୋଗୁ ଶହଶହ କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ବର୍ଷବର୍ଷର ପରିଶ୍ରମ ଓ ରୋଜଗାରରେ ଗଢ଼ିଥିବା ସମ୍ପତ୍ତି ବନ୍ୟାଜଳରେ ଭାସିଯାଇଛି। ଏଭଳି ସ୍ଥିତିରେ ଦୁଃଖ ସରିନି ପୁଣି ଦୁଃଖ ମାଡ଼ି ଆସିଲାଣି।…

ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି, ପ୍ରତିଶ୍ରୁତି ଦେଇ କହିଲେ…

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ଆଞ୍ଚଳିକ ମହାବିଦ୍ୟାଳୟ ଓ ଛେନାପଦୀ ବିଶ୍ୱ ତାରିଣୀ ମହିଳା ମହାବିଦ୍ୟାଳୟର ନବନିର୍ବାଚିତ ଛାତ୍ର ପ୍ରତିନିଧିଙ୍କୁ ଶନିବାର କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଭେଟିଛନ୍ତି। ହାଟଡିହୀ କଲେଜ ଛକ ନିକଟରେ ଉଭୟ କଲେଜର ନବନିର୍ବାଚିତ ଛାତ୍ର…

ଭୂତ ଟିପ ମାରି ଭତ୍ତା ନେବା ଘଟଣାର ତଦନ୍ତ ଆରମ୍ଭ

ହାଟଡିହୀ,୩୧ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତରେ ୩୦ରୁ ଊର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ (ଭୂତ ଟିପ ମାରି) ଭତ୍ତା ଉଠାଯାଇଥିବା ଅଭିଯୋଗ ଘଟଣାରେ ଶନିବାର ତଦନ୍ତ ଆରମ୍ଭ ହୋଇଛି। ବ୍ଲକର ବିଡିଓଙ୍କ ଦ୍ୱାରା ଗଠିତ ଏକ ତଦନ୍ତକାରୀ…

ସାର୍ବଜନୀନ ମହାଭିଯୋଗ ସଭାରେ ରାହୁଲଙ୍କ ବଡ଼ ଦାବି: ଜ୍ଞାନେଶ କୁମାର CEC ଭାବେ ତିଷ୍ଠି ପାରିବେ ନାହିଁ

ନୂଆଦିଲ୍ଲୀ,୩୧ା୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଶନିବାର ପ୍ରତୀକାତ୍ମକ ସାର୍ବଜନୀନ ମହାଭିଯୋଗ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ କମିଶନ ମୋଦି ସରକାରଙ୍କ ଇସାରାରେ କାର୍ଯ୍ୟ କରୁଥିବା ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଅଭିଯୋଗ…

ମହାରାଷ୍ଟ୍ରରେ ଫୁଲବାଣୀ ଗଞ୍ଜେଇର ଚାହିଦା: ସମ୍ମୁଖରୁ ୫ ନିଶା ମାଫିଆଙ୍କୁ ଧରିଲା ଏସ୍‌ଟିଏଫ୍‌

ଖୋର୍ଦ୍ଧା, ୩୧ା୧୦ (ପ୍ରଭାତ ପାଣିଗ୍ରାହୀ): ଫୁଲବାଣୀରୁ ମହାରାଷ୍ଟ୍ରକୁ ଗଞ୍ଜେଇ ଚାଲାଣ ପାଇଁ ଚାଲିଥିଲା ଯୋଜନାବଦ୍ଧ କାରବାର। ଦୁଇଟି ଦାମୀ କାର୍‌ରେ ପ୍ରାୟ ଏକ କ୍ୱିଣ୍ଟାଲ ଗଞ୍ଜେଇ ନେଇ ଯାଉଥିବା ବେଳେ ଖୋର୍ଦ୍ଧା ପିଏନ୍‌ କଲେଜ ସମ୍ମୁଖ ରାସ୍ତାରେ ଚଢ଼ାଉ କରି ଏସ୍‌ଟିଏଫ୍‌…

ପୁଣି ସମ୍ଭାବ୍ୟ ଲଘୁଚାପକୁ ନେଇ ଆତଙ୍କିତ ଲୋକେ: ବନ୍ୟାରେ ଘରଦ୍ୱାର, ଚାଷଜମି କ୍ଷତିଗ୍ରସ୍ତ; ଜୀବିକା ହରାଇଛନ୍ତି ମତ୍ସ୍ୟଜୀବୀ

ଗଞ୍ଜାମ, ୩୧ା୧୦ (ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ‘ଅର୍ଣ୍ଣବ’ ମହାବାତ୍ୟାର ରୂପ ନେଇ ଲୋକଙ୍କ ଜୀବନଜୀବିକାକୁ ଅସ୍ତବ୍ୟସ୍ତ କରିଦେଇଥିବା ବେଳେ ପୁଣି ଏକ ସାମୁଦ୍ରିକ ଝଡ଼ ସୃଷ୍ଟି ହେବାର ସମ୍ଭାବନା ନେଇ ମିଳିଥିବା ସୂଚନା ଲୋକଙ୍କ ମନରେ ଆତଙ୍କ ସୃଷ୍ଟି କରିଛି।…

ବନ୍ୟାଞ୍ଚଳରେ ବିଜେଡିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍: କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ, ନବୀନଙ୍କୁ ଦିଆଯିବ ରିପୋର୍ଟ

ପାତ୍ରପୁର, ୩୧ା୧୦ (ଉମା ଚରଣ ନେପାକ): ବାତ୍ୟା ପରବର୍ତ୍ତୀ ବନ୍ୟା ସ୍ଥିତି ଅନୁଧ୍ୟାନ ପାଇଁ ବିଜେଡିର ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ପାତ୍ରପୁର ଅଞ୍ଚଳର କ୍ଷତିଗ୍ରସ୍ତ ଗାଁ ପରିଦର୍ଶନ କରିଛି। ଶନିବାର ଟିମ୍‌ର ସଦସ୍ୟମାନେ ଚିକିଟି ଓ ପାତ୍ରପୁର ବ୍ଲକର ମଇଶାନପୁର,…

ମମତା ଯୋଜନା ନାଁ ରେ ମହିଳା ଙ୍କୁ ଠକେଇ: ଲକ୍ଷାଧିକ ଟଙ୍କା ଲୁଟି ନେଲେ ସାଇବର ଅପରାଧି

ଦିଗପହଣ୍ଡି,୩୧|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମର ପି. ମିନି ରେଡ୍ଡୀ ନାମ୍ନୀ ଜଣେ ଗର୍ଭବତୀ ମହିଳା ଙ୍କୁ ମମତା ଯୋଜନାରେ ୯ ହଜାର ଟଙ୍କା ମିଳିବାର ପ୍ରତିଶ୍ରୁତି ଦେଇ ସାଇବର ଅପରାଧି ମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?