ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ, ବଢ଼ାଗଲା ସୁରକ୍ଷା
ପାଟନା,୧୮।୬: ବିହାରର ପାଟନା ବିମାନବନ୍ଦରକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଏହାପରେ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ତେବେ ଇମେଳ୍ ଜରିଆରେ ଧମକ ମିଳିଥିବା ନେଇ ପାଟଣା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହା ପୂର୍ବରୁ ବଡୋଦରା ବିମାନବନ୍ଦର ଅଥୋରିଟିଙ୍କୁ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ିଲା ୧୨ କୋଟି ବିନିମୟରେ ନିର୍ମାଣ ହୋଇଥିବା ବ୍ରିଜ୍
ପାଟନା,୧୮।୬: ବିହାରର ଅରାରିଆ ଜିଲାର ଆଉ ଏକ ନିର୍ମାଣାଧୀନ ବ୍ରିଜ୍ ଭୁଶୁଡି ପଡ଼ିଛି। ଶିଖୀ ବ୍ଲକ ଏବଂ କୁର୍ସାକାଟାକୁ ସଂଯୋଗ କରିବା ପାଇଁ ଏହି ସେତୁ ନିର୍ମାଣ କରାଯାଉଥିଲା। ଏହା ଅଞ୍ଚଳର ବକରା ନଦୀ ଉପରେ ନିର୍ମାଣ କରାଯାଉଥିଲା। ତେବେ ଉଦଘାଟନ…
ଅଳକା ୟାଗନିକ୍ଙ୍କୁ ନେଇ ବଡ଼ ଖବର, ହୋଇଛି ଏପରି ରୋଗ
ମୁମ଼୍ବାଇ, ୧୮।୬: ବଲିଉଡ୍ ଜଗତର ଖ୍ୟାତନାମା ସିଙ୍ଗର ଅଳକା ୟାଗନିକ୍ ଏକ ରୋଗର ଶିକାର ହୋଇଛନ୍ତି । ସୋସିଆଲ ମିଡିଆରେ ଏ ନେଇ ସେ ସୂଚନା ଦେଇଛନ୍ତି । ଅଳକା ଲେଖିଛନ୍ତି ଯେ ତାଙ୍କ କାନରେ ସମସ୍ୟା ରହିଛି । ତେଣୁ…
ଡ୍ରେନ୍ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ
ଭୁବନେଶ୍ୱର,୧୮।୬: ଡ୍ରେନ୍ରେ ଭାସି ଯାଇଥିବା ନାବାଳକଙ୍କ ମୃତ୍ୟୁ ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ବର୍ଷା ପାଣିରେ ମୁକୁଳା ଡ୍ରେନ୍ରେ ଭାସି ନାବାଳକ ଜଣଙ୍କ ଭାସି ଯାଇଥିଲେ। ଯାହା ପରେ ତାଙ୍କୁ ଲକ୍ଷ୍ମୀସାଗର ଓସ୍କାର ସିଟି ନିକଟ ନାଳରୁ…
ଭାଜପା ଏମ୍ପିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅଧଘଣ୍ଚା ଧରି ଚାଲିଲା ଆଲୋଚନା
କୋଲକାତା, ୧୮।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାରତୀୟ ଜନତା ଦଳର ଏମ୍ପି ଅନନ୍ତ ମହାରାଜ ଓରଫ୍ ନାଗେନ୍ ରାୟଙ୍କୁ ତାଙ୍କ କୁଚବିହାର ସ୍ଥିତ ଘରେ ଭେଟିଛନ୍ତି । ନାଗେନ୍ ମମତାଙ୍କୁ ପାରମ୍ପରିକ ପୋଷାକ ଏବଂ ପାନପତ୍ର ଦେଇ ସ଼୍ବାଗତ…
ଡ୍ରେନ୍ରେ ଭାସିଯାଇଥିବା ନାବାଳକ ହେଲେ ଉଦ୍ଧାର
ଭୁବନେଶ୍ୱର,୧୮।୬: ଡ୍ରେନ୍ରେ ଭାସିଯାଇଥିବା ନାବାଳକଙ୍କୁ ଉଦ୍ଧାର କରାଯାଇଛି। ଲକ୍ଷ୍ମୀସାଗର ନିକଟ ନାଳରୁ ଉଦ୍ଧାର କରାଯାଇଥିବା ସୂଚନା ମିଳିଛି। ନାବାଳକକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ୟୁନିଟ-୩ ମସଜିଦ କଲୋନୀ ପାଖ ଡ୍ରେନ୍ରେ ନାବାଳକ ଜଣଙ୍କ ଭାସି ଯାଇଥିଲେ।
ପୁଅ ଭଲ ପାଇ ଅନ୍ୟଜାତିରେ ବାହାହେଲା ବୋଲି…
ପୁରୁଷୋତ୍ତମପୁର,୧୮।୬(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାରେ ସାମାଜିକ ବାସନ୍ଦ ଭଳି କୁସଂସ୍କାର ଏବେବି ଲାଗିରହିଛିା ପୁରୁଷୋତ୍ତମ ପୁର ଥାନା ଅଧୀନ ସାଗୁଣାପଲ୍ଲୀରେ ଗତ କିଛିମାସ ତଳେ ଏଭଳି ଏକ ସାମାଜିକ ବାସନ୍ଦ ଘଟଣା ଘଟିଥିଲା। ଯାହାକୁ ନେଇ ପୋଲିସ ପ୍ରଶାସନର ମୁଣ୍ଡବଥା ପାଲଟି…
ଇଣ୍ଡିମେଣ୍ଟର ବଡ଼ ବଡ଼ ନେତାଙ୍କୁ ଚିଠି ଲେଖିଲେ ଶ଼୍ବାତୀ
ନୂଆଦିଲ୍ଲୀ, ୧୮।୬: ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ଏମ୍ପି ଶ଼୍ବାତୀ ମାଲୱଲ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବାସରେ ହୋଇଥିବା ଘଟଣା ପରେ ପୁଣି ସେ ମିଡିଆ ସାମ୍ନାକୁ ଆସିଛନ୍ତି ।…
ଏଲ୍ଆଇସିର ୫୮ ହଜାର କୋଟିର ବଡ଼ ପ୍ଲାନ୍, ଆଗକୁ…
ନୂଆଦିଲ୍ଲୀ, ୧୮।୬: ଦେଶର ସବୁଠାରୁ ବଡ଼ ଇନ୍ସ୍ୟୁରାନ୍ସ କମ୍ପାନୀ ଏଲ୍ଆଇସି ଆଗକୁ ଏକ ବଡ଼ ଯୋଜନା କାର୍ଯ୍ୟକାରୀ କରିବାକୁ ଯାଉଛି । ଜମି ଏବଂ ବିଲ୍ଡିଂ ବ୍ୟବସାୟ କରିବା ପାଇଁ ଏଲ୍ଆଇସି ୫୮ ହଜାର କୋଟି ଟଙ୍କାର ପ୍ଲାନ ପ୍ରସ୍ତୁତ କରିଛି…
ପିଲାମାନଙ୍କୁ ସବୁକ୍ଷେତ୍ର ସଫଳ କରିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଟିପ୍ସ
ପିଲାଙ୍କର ସବୁକ୍ଷେତ୍ରରେ ସଫଳତା ନିମନ୍ତେ ଶିଷ୍ଟାଚାର ଓ ଅନୁଶାସନର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ପିଲାବେଳୁ ଅଭିଭାବକମାନେ ହିଁ ଏନେଇ ଧ୍ୟାନଦେବା ଦରକାର… ପିଲାଙ୍କ ବ୍ୟବହାର ଉପରେ ଦୃଷ୍ଟି ରଖନ୍ତୁ। ଭୁଲ୍ ବ୍ୟବହାର କଲେ ସେମାନଙ୍କୁ ବୁଝାନ୍ତୁ। ପିଲାମାନେ ଚଞ୍ଚଳ…
ମୁଁ ସରପଞ୍ଚ ହେବାକୁ ଚାହୁଁଛି: କାହିଁକି ଏମିତି କହିଲେ ସିଦ୍ଧାନ୍ତ
ଭୁବନେଶ୍ୱର,୧୮।୬: ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଶପଥ ଗ୍ରହଣ କରିଛନ୍ତି। ଏପରିକି ନବ ନିର୍ବାଚିତ ବିଧାୟକ ସିଦ୍ଧାନ୍ତ ମହାପାତ୍ର ମଧ୍ୟ ଶପଥ ଗ୍ରହଣ କରିଛନ୍ତି।…
ଧମକାଇଲେ ଖାର୍ଗେ!
ନୂଆଦିଲ୍ଲୀ,୧୮।୬: ୧୦ ବର୍ଷ ପରେ କଂଗ୍ରେସ ଲୋକ ସଭାରେ ନିଜର ବିରୋଧୀ ଦଳର ନେତା ନିଯୁକ୍ତ କରିବାକୁ ଯାଉଛି। କଂଗ୍ରେସ ୱାର୍କିଂ କମିଟି (ସିଡବ୍ଲୁସି) ବୈଠକରେ ରାହୁଲ ଗାନ୍ଧୀଙ୍କୁ ଲୋକ ସଭାରେ ବିରୋଧୀ ଦଳର ନେତା ହେବାକୁ ଅନୁରୋଧ କରାଯାଇଥିଲା। ତେବେ…
Archives


