Home Left

ନାମାଙ୍କନ ପୂର୍ବରୁ ପ୍ରଭୁ ଶିବଙ୍କ ଉପରେ ପାଣି ଢାଳିଲେ ପ୍ରତିରକ୍ଷା ମନ୍ତ୍ରୀ

ଲକ୍ଷ୍ନୌ,୨୯।୪: ଉତ୍ତର ପ୍ରଦେଶର ଲକ୍ଷ୍ନୌର ଭାଜପା ପ୍ରାର୍ଥୀ ରାଜନାଥ ସିଂ ଆଜି ନାମାଙ୍କନ ପତ୍ର ଦାଖୂଳ କରିବେ। ନାମାଙ୍କନ ପୂର୍ବରୁ ରାଜନାଥ ସିଂ ଲକ୍ଷ୍ନୌର ହନୁମାନ ସେତୁ ମନ୍ଦିରରେ ପୂଜା କରିଥିଲେ। ସେ ଭଗବାନ ଶିବଙ୍କ ଜଳାଭିଷେକ ପରିବେଷଣ କରି ହନୁମାନ…

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ସୁବାସ…

ଭଲ ଥିଲା ମୁଁ ଛକା ମାରି ନ ଥିଲି: କାହିଁକି ଏମିତି କହିଲେ କୋହଲି

ବେଙ୍ଗାଲୁରୁ,୨୯।୪: ଆଇପିଏଲ ୨୦୨୪ର ୪୫ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଗୁଜରାଟ ଟାଇଟାନ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ଆରସିବି ପାଇଁ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। କାରଣ ସେମାନେ ୨୪ଟି ବଲ ବାକି ରହି ୨୦୧ ରନ ଲକ୍ଷ୍ୟ ହାସଲ…

ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ପରଲୋକ, ଗୋଟିଏ ମାସ ପୂର୍ବରୁ ରାଜନୀତିରୁ ନେଇଥିଲେ ସନ୍ୟାସ

ବେଙ୍ଗାଲୁରୁ,୨୯।୪: କର୍ନାଟକର ଚାମରାଜନଗରରୁ ଭାଜପା ଏମପି ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭି ଶ୍ରୀନିବାସ ପ୍ରସାଦଙ୍କ ଦେହାନ୍ତ ହୋଇଛି। ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। ପ୍ରସାଦ ତାଙ୍କ ପତ୍ନୀ ଏବଂ ତିନି…

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ ରଜାପଡ଼ାରେ ଥିବା ସ୍ବର୍ଗତଃ ବିଜୟ ରଞ୍ଜନ ସିଂ ବରିହାଙ୍କ ସମାଧିପୀଠରେ ମାଲ୍ୟାର୍ପଣ କଲା ପରେ…

ଦୁଇଭାଗ ହେବ କଂଗ୍ରେସ: ବ୍ୟାପିପାରେ ଲଭଲିଙ୍କ ଇସ୍ତଫାର ନିଆଁ

ନୂଆଦିଲ୍ଲୀ,୨୯।୪: ଆମ ଆଦମୀ ପାର୍ଟି (ଏଏପି) ସହିତ ମେଣ୍ଟ, ବାହ୍ୟ ପ୍ରାର୍ଥୀ ଚୟନ ଏବଂ ପ୍ରଦେଶ କଂଗ୍ରେସର ମନମାନିକୁ ନେଇ ପୂର୍ବତନ ମନ୍ତ୍ରୀ ରାଜକୁମାର ଚୌହାନଙ୍କ ପରେ ଏବେ ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ଏକ…

ଅରେଞ୍ଜ-ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ଆକର୍ଷଣୀୟ: କାହା ପାଖରେ ଏବେ କ୍ୟାପ୍‌ ଜାଣନ୍ତୁ

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ପରେ ଅରେଞ୍ଜ କ୍ୟାପ୍‌ ରେସ୍‌ ମଧ୍ୟ ଆକର୍ଷଣୀୟ ହୋଇପଡିଛି। ୪୬ତମ ମ୍ୟାଚରେ ଋତୁରାଜ ଗାଇକ୍ୱାଡ ୯୮ ରନର ଇନିଂସ ଖେଳିଥିଲେ। ବର୍ତ୍ତମାନ ଏହି ତାଲିକାରେ ଗାଇକ୍ୱାଡ ଦ୍ୱିତୀୟ ସ୍ଥାନରେ ଏବଂ ବିରାଟ କୋହଲି ପ୍ରଥମ…

ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କିଏ କେଉଁ ସ୍ଥାନରେ ଅଛନ୍ତି

ଚେନ୍ନାଇ,୨୯।୪: ଆଇପିଏଲ ୨୦୨୪ର ୪୬ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିଲା। ଚେନ୍ନାଇର ଘରୋଇ ଗ୍ରାଉଣ୍ଡ ଏମ ଚିଦାମ୍ବରମ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯାଇଥିଲା। ଚେନ୍ନାଇ ହାଇଦ୍ରାବାଦ ପାଇଁ ୨୧୩ ରନ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା।…

ଧୋନୀଙ୍କ ଚୌକା ଦେଖି ଏମିତି ପ୍ରତିକ୍ରିୟା ଦେଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୪: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ଏମଏସ ଧୋନୀ ବ୍ୟାଟିଂ କରିବାକୁ ବାହାରିଥିଲେ। ଧୋନୀ ପ୍ରଥମ ବଲରେ ଚୌକା ମାରିଥିଲେ। ମାହିଙ୍କ ଚୌକାକୁ ଦେଖି ସ୍ତ୍ରୀ ସାକ୍ଷୀ ଆନନ୍ଦରେ ଡେଇଁଥିଲେ। ସୋସିଆଲ ମିଡିଆରେ ସାକ୍ଷୀଙ୍କ ପ୍ରତିକ୍ରିୟା ଭାଇରାଲ…

‘ୟୁନିଭର୍ସ ବସ’ଙ୍କ ୧୧ ବର୍ଷର ରେକର୍ଡ ଭାଙ୍ଗିଲେ ୱିଲ ଜ୍ୟାକ୍ସ

ବେଙ୍ଗାଲୁରୁ,୨୯।୪:ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବ୍ୟାଟ୍ସମ୍ୟାନ ୱିଲ ଜ୍ୟାକ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ୪୧ ବଲରେ ୧୦୦ ରନ ସ୍କୋର କରିଥିଲେ। ଏହି ବ୍ୟାଟ୍ସମ୍ୟାନ ତାଙ୍କ ଇନିଂସରେ ୫ ଚୌକା ଓ ୧୦ ଛକା ମାରିଥିଲେ। ୱିଲ ଜ୍ୟାକ୍ସ ତାଙ୍କ ନାମରେ ଏକ…

ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ନ୍ୟୁଜିଲାଣ୍ଡ: ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ଅକଲାଣ୍ଡ,୨୯।୪: ନ୍ୟୁଜିଲାଣ୍ଡ ଟି-୨୦ ବିଶ୍ୱକପ ୨୦୨୪ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଟୁର୍ଣ୍ଣାମେଣ୍ଟ ପାଇଁ କେନ ୱିଲିୟମ୍ସନଙ୍କୁ ଅଧିନାୟକ କରାଯାଇଛି। ନିକଟରେ ନ୍ୟୁଜିଲାଣ୍ଡ ପାକିସ୍ତାନ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିଛି। ଯଦିଓ ପୂର୍ଣ୍ଣ ଦଳ…

ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ଓ ସତର୍କତା

ବର୍ତ୍ତମାନ ସମଗ୍ର ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହାର ପ୍ରଭାବ ଜନଜୀବନ ଉପରେ କିପରି ପଡିଛି ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ତେଣୁ ଏଭଳି ସମୟରେ ଏ ନେଇ କେତେକ ବିଷୟରେ ଜନସାଧାରଣ ଜାଣିବା ନିହାତି ଦରକାର। ବିଶେଷଭାବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri