ଜନ ସୁରାଜକୁ କେବେ ପାର୍ଟି କରିବେ ପିକେ? ନିଜେ ଡେଟ କଲେ କନଫର୍ମ
ନୂଆଦିଲ୍ଲୀ,୧୮।୬: ଜନ ସୁରାଜର ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ଜନ ସୁରାଜ କେବେ ପାର୍ଟି ହେବ ତାହା ନିଶ୍ଚିତ କରିଛନ୍ତି। ସୂଚନାଯୋଗ୍ୟ, ଯେ ଆସନ୍ତା ବର୍ଷ ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ପ୍ରଶାନ୍ତ କିଶୋର ଅତ୍ୟନ୍ତ ସକ୍ରିୟ ଅଛନ୍ତି। ଗତ…
ଏନ୍ଟିଏକୁ ସୁପ୍ରିମ୍କୋର୍ଟ ନୋଟିସ୍, ଯଦି ଭୁଲ୍ ହୋଇଛି ତେବେ…
ନୂଆଦିଲ୍ଲୀ, ୧୮।୬: ଦେଶରେ ଲାଗି ରହିଥିବା ନିଟ୍ ପରୀକ୍ଷାରେ ଅନିୟମିତତାକୁ ନେଇ ସୁପ୍ରିମ୍କୋର୍ଟ ଏନ୍ଟିଏକୁ ନୋଟିସ୍ ଦେଇଛନ୍ତି । ନିଟ୍ ପେପର ଲିକ୍ ହୋଇଥିବା ନେଇ ଦାଏର ହୋଇଥିବା ଯାଚିକାର ଶୁଣାଣି କରି କୋର୍ଟ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଏବଂ କନ୍ଦ୍ରକୁ…
ଶପଥ ନେବାକୁ ଆସିଥିବା ଜୟନାରାୟଣ ଦେଲେ ବଡ଼ ବୟାନ
ଭୁବନେଶ୍ୱର,୧୮।୬: ୨୦୨୪ ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକମାନେ ଆଜି ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ବିଧାୟକ ଭାବେ ଶପଥ ନେବାକୁ ଆସିଥିବା ଜୟନାରାୟଣ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ମନ୍ତ୍ରୀ ନ ହେବାର କିଛି ଅବସୋସ ନାହିଁ ।…
ଡ଼ଙ୍ଗାବୁଡି ୧୧ ମୃତ, ୬୦ରୁ ଅଧିକ ନିଖୋଜ
ରୋମବ,୧୮।୬: ଇଟାଲୀର ଦକ୍ଷିଣ ଉପକୂଳରେ ଦୁଇଟି ଡଙ୍ଗା ବୁଡ଼ିଯିବା ପରେ ଏଗାର ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୬୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏମାନଙ୍କ ମଧ୍ୟରେ ୨୬ ଜଣ ପିଲା ମଧ୍ୟ ଅଛନ୍ତି। ସମସ୍ତେ ପ୍ରବାସୀ ଥିଲେ। ସହାୟତା ଗୋଷ୍ଠୀ,…
୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ,୧୮।୬: ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଏହି ଦିନକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ। ତେବେ ମହାପ୍ରଭୁଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ପାଇଁ…
କନିଷ୍ଠ ଶିକ୍ଷକ ଚୟନ ମାମଲାରେ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି
ଭୁବନେଶ଼୍ବର, ୧୮।୬: ରାଜ୍ୟରେ କନିଷ୍ଠ ଶିକ୍ଷକ ଚୟନ ମାମଲାକୁ ନେଇ ହାଇକୋର୍ଟ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି । ଓସେପା ପ୍ରକାଶ କରିଥିବା ମେରିଟ୍ ଲିଷ୍ଟ୍କୁ କାଏମ ରଖିଛନ୍ତି ମାନ୍ୟବର କୋର୍ଟ । ଏ ନେଇ ପୂର୍ବରୁ ପ୍ରକାଶ ପାଇଥିବା ଜଣିକିଆ ଖଣ୍ଡପୀଠଙ୍କ…
ପ୍ରବଳ ଗରମରେ ୧୭୦ ଲୋକଙ୍କ ମୃତ୍ୟୁ !
ନୂଆଦିଲ୍ଲୀ, ୧୮।୬: ଦେଶର ବିଭିନ୍ନ ରାଜ୍ୟରେ ଲୁ ପ୍ରଭାବରୁ ଭୀଷଣ ଗରମ ଅନୁଭୂତ ହେଉଛି । ଉତ୍ତର ପ୍ରଦେଶ, ପଞ୍ଜାବ, ହରିୟାଣା, ଜମ୍ମୁ-କଶ୍ମୀର ସମେତ ଅନ୍ୟ ପାହାଡ଼ିଆ ରାଜ୍ୟଗୁଡ଼ିକରେ ଲୁର ପ୍ରଭାବ ପ୍ରବଳ ମାତ୍ରାରେ ପଡ଼ିଛି । ପାଣିପାଗ ବିଭାଗ ଅନୁସାରେ…
ଫ୍ଲାଇଟ୍ରେ ବୋମା, ବିମାନ ବନ୍ଦରକୁ ଆସିଲା ମେଲ୍
ନୂଆଦିଲ୍ଲୀ, ୧୮।୬: ରାଜଧାନୀ ଦିଲ୍ଲୀରୁ ମୁମ଼୍ବାଇ ଯିବାକୁ ଥିବା ଏକ ବିମାନରେ ବୋମା ଥିବା ନେଇ ଧମକ ମିଳିଥିବା ଖବର ସାମ୍ନାକୁ ଆସିଛି । ଜୁନ୍ ୧୭ ତାରିଖ ଅର୍ଥାତ ସୋମବାର ସକାଳ ୯.୩୫ ମିନିଟ୍ରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ…
ଶପଥ ନେଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୧୮।୬: ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ…
ଆସିଲା ନୂଆ ଅପଡେଟ୍: ଏହି ହେବେ ବିଧାନସଭାରେ ବିରୋଧୀ ଦଳ ନେତା
ଭୁବନେଶ୍ୱର,୧୮।୬: ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ କାର୍ତ୍ତିକ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରୁଛନ୍ତି। ଅନ୍ୟପଟେ, ରାଜ୍ୟରେ ଭାଜପା ସରକାର ଶପଥ ଗ୍ରହଣ…
ରେକର୍ଡ ସ୍ତର ଛୁଇଁଲା ଶେୟାର ମାର୍କେଟ୍
ମୁମ଼୍ବାଇ, ୧୮।୬: ମଙ୍ଗଳବାର ଶେୟାର ମାର୍କେଟ ରେକର୍ଡ ସ୍ତରରେ କାରବାର କରିଥିବା ଦେଖିବାକୁ ମିଳିଛି। ସେନ୍ସେକ୍ସ ଏବଂ ନିଫ୍ଟି ସର୍ବକାଳୀନ ଉଚ୍ଚ ସ୍ତରରେ ପହଞ୍ଚିଛି । ୭୭,୨୪୪.୧୭ ପଏଣ୍ଟରେ ପହଞ୍ଚିଛି ସେନ୍ସେକ୍ସ। ଏଥିରେ ୨୨୬.୬୨ (୦.୨୯ ପ୍ରତିଶତ) ପଏଣ୍ଟ ବୃଦ୍ଧି ପାଇଛି ।…
ଆଉ ୩ଦିନ ଗୁଳୁଗୁଳି, ୨୦ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୧୮।୬(ଅନୁରାଧା ମହାରଣା):ରାଜ୍ୟରେ କେବେ ମୌସୁମୀ ବର୍ଷା ହେବ, ତାତି ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ହେବା ନେଇ ଦିଆଯାଉଥିବା ପୂର୍ବାନୁମାନ ସୂଚନା ଠିକ୍ ହେଉନାହିଁ। ତାରିଖ…
Archives


